ଇ-ପରୀକ୍ଷାରେ ବିପିୟୁଟିର ରେକର୍ଡ: ୭ ଦିନରେ ଫଳାଫଳ ଘୋଷଣା

ରାଉରକେଲା: ଇ-ପରୀକ୍ଷାରେ ରେକର୍ଡ କରିଛି ବିଜୁ ପଟ୍ଟନାୟକ ଯାନ୍ତ୍ରିକ ବିଶ୍ବବିଦ୍ୟାଳୟ (ବିପିୟୁଟି)। ଓଡ଼ିଶାର ପ୍ରଥମ ଓ ଏକମାତ୍ର ଅନୁବନ୍ଧିତ ବିଶ୍ବବିଦ୍ୟାଳୟ ଭାବେ ଇ-ପରୀକ୍ଷାରେ ଏହା ସବୁଠୁ ଆଗରେ ରହିଛି। ପରୀକ୍ଷା ଶେଷ ହେବାର ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ଫଳାଫଳ ଘୋଷଣା…

ଭୁବନେଶ୍ୱରରେ ରାଜ୍ୟ କଂଗ୍ରେସର ନୂତନ ପ୍ରଭାରୀ ଅଜୟ କୁମାର ଲଲ୍ଲୁ

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲେ ରାଜ୍ୟ କଂଗ୍ରେସର ନୂତନ ପ୍ରଭାରୀ ଅଜୟ କୁମାର ଲଲ୍ଲୁ। ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଭାରୀଙ୍କୁ ସ୍ୱାଗତ କରିଛନ୍ତି କଂଗ୍ରେସ ବରିଷ୍ଠ ନେତା ସୁରେଶ ରାଉତରାୟ। ଏଣେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ନୂତନ ପ୍ରଭାରୀ ଅଜୟ କୁମାର ଲଲ୍ଲୁ…

ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର, ସରକାରୀ ପ୍ରେସରେ ଛପାଇବା ଲାଗି କୌଣସି ପ୍ରସ୍ତାବ ନାହିଁ: ବାଣିଜ୍ୟ ମନ୍ତ୍ରୀ

ଭୁବନେଶ୍ବର: ଗୋପନୀୟତା ଓ ଆର୍ଥିକ ଦୃଷ୍ଟିରୁ ବିଚାର କରି ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର, ସରକାରୀ ପ୍ରେସରେ ଛପାଇବା ଲାଗି ଅପାତତଃ ସରକାରଙ୍କର କୌଣସି ପ୍ରସ୍ତାବ ନାହିଁ ବୋଲି ବିଧାନସଭାରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ବାଣିଜ୍ୟ ମନ୍ତ୍ରୀ ବିଭୁତି…

ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ୮ବର୍ଷରେ ଓଡ଼ିଶାର ୧୭୧୬୬ କୋଟି ଟଙ୍କାର ଆର୍ଥିକ କ୍ଷତି

ଭୁବନେଶ୍ବର : ନିଜର ଭୌଗଳିକ ଅବସ୍ଥିତି ପାଇଁ ନିୟମିତ ପ୍ରାକୃତିକ ବିପର୍ଯ୍ୟୟର ଶିକାର ହେଉଛି ଓଡ଼ିଶା । ବିଗତ ୮ବର୍ଷ ମଧ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ରାଜ୍ୟକୁ ପ୍ରାୟ ୧୭୧୬୬.୪୩କୋଟି ଟଙ୍କାର ଆର୍ଥିକ କ୍ଷତି ସହିବାକୁ ପଡ଼ିଛି । ଯାହାକି ୨୦୨୪-୨୫…

ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ନେଇ ଟାସ୍କଫୋର୍ସର ବୈଠକ ଅନୁଷ୍ଠିତ

ଭୁବନେଶ୍ବର: ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ନେଇ ଟାସ୍କଫୋର୍ସର ଚତୁର୍ଥ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ତଥା କମିଟିର ଅଧ୍ୟକ୍ଷ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ…

ପ୍ରଭୁ ଲିଙ୍ଗରାଜଙ୍କ ଜାଗର: ଏକାମ୍ରରେ ମୁତୟନ ହେବେ ୩୫ ପ୍ଲାଟୁନ୍‌ ପୁଲିସ

ଭୁବନେଶ୍ବର: ଜାଗର ପାଖେଇ ଆସୁଛି। ଏହି ପବିତ୍ର ପାଇଁ ସରିଲା ଲିଙ୍ଗରାଜ ମହାପ୍ରଭୁଙ୍କ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। କମିସନରେଟ ପୁଲିସ ପକ୍ଷରୁ ଡକାଯାଇଥିବା ଏହି ସମନ୍ବୟ ବୈଠକରେ ସମସ୍ତ ବିଭାଗ ଅଧିକାରୀ ଉପସ୍ଥିତ ଥିଲେ। ତେବେ ଠିକ ସମୟରେ କିପରି…

୪ ଦିନ ବର୍ଷିବ ! ଏସବୁ ଜିଲାକୁ ଘଡଘଡି ବର୍ଷା ଆଲର୍ଟ

ଭୁବନେଶ୍ୱର,୧୯।୨ : ଆସୁଛି ବର୍ଷା | ୨୦ରୁ ୨୩ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ରାଜ୍ୟର ଅର୍ଦ୍ଧାଧିକ ଜିଲାରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ୨୦ରେ ୩ ଜିଲାକୁ ଅରେଞ୍ଜ, ୬ ଜିଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ସେହିପରି…

ସୀମା ଟପୁଛି ଅନ୍ଧବିଶ୍ୱାସ, କୁସଂସ୍କାର ବଞ୍ଚି ଥାଉଥାଉ ମା’ର ଶୁଦ୍ଧିକ୍ରିୟା

ଭାପୁର: ସୀମା ଟପିଛି କୁସଂସ୍କାର ଓ ଅନ୍ଧବିଶ୍ୱାସ। ଗାଁ ମୁଖିଆଙ୍କ ଚାପରେ ୮୧ ବର୍ଷର ବୃଦ୍ଧା ମା’ ବଞ୍ଚି ଥାଉଥାଉ ପୁଅ-ବୋହୂ ଶୁଦ୍ଧି ହୋଇଛନ୍ତି। ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିବା ପରେ ଗାଁରେ ଭୋଜିଭାତ ମଧ୍ୟ ଦେଇଛନ୍ତି। ମାତ୍ର ମା’ଙ୍କର…

ଅଚ୍ୟୁତଙ୍କୁ ସୁରକ୍ଷା ଦେବାକୁ ଗୃହ ବନ୍ଦ କରୁଛନ୍ତି ବିରୋଧୀ

ଭୁବନେଶ୍ୱର,୧୯।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାରେ ଅଚ୍ୟୁତ ସାମନ୍ତଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ବୁଧବାର ବିଧାନସଭାରେ ଏହା କହିଛନ୍ତି ଜୟନାରାୟଣ ମିଶ୍ର। KIIT ପ୍ରସଙ୍ଗକୁ ନେଇ ଓଡିଶା ସାରା ବିଶ୍ୱରେ ନିନ୍ଦିତ ହୋଇଥିବା ବେଳେ ଏହାକୁ ନେଇ ବିଧାନସଭାରେ…

ରେଖା ଗୁପ୍ତା : ପ୍ରଥମ ଥର ପାଇଁ ବିଧାୟକ, ଏବେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯।୨: ଦିଲ୍ଲୀରେ ଭାଜପା ଏହାର ମୁଖ୍ୟମନ୍ତ୍ରୀଙ୍କ ନାମ ପ୍ରକାଶ କରିଛି ଏବଂ ବିଧାୟକ ଦଳ ବୈଠକରେ ରେଖା ଗୁପ୍ତାଙ୍କ ନାମ ଚୂଡ଼ାନ୍ତ ହୋଇଛି। ଦିଲ୍ଲୀର ଶାଲିମାର ବାଗ ଆସନରୁ ପ୍ରଥମ ଥର ପାଇଁ ବିଧାୟକ ହୋଇଥିବା ରେଖି ଗୁପ୍ତା ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ…