୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା: ଯୋଗାଣମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା। ବିଧାନସଭାରେ ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ରଖିଛନ୍ତି । ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଏକ…

ରାଉରକେଲାରେ ନକିଲ ଓମଫେ୍‌ଡ ଘିଅ-ଦୁଗ୍ଧ: ପୁଲିସ ଟିମ୍‌ ପକ୍ଷରୁ ଗୋଦାମ ଓ ଦୋକାନ ଚଢ଼ଉ

ରାଉରକେଲା: ସହରରେ ନାମିଦାମୀ ବ୍ରାଣ୍ଡର ଲୋଗ ମାରି ଅବାଧରେ ବିକ୍ରି ଚାଲିଛି ବିଭିନ୍ନ ନକଲି ଖାଦ୍ୟ ପଦାର୍ଥ। ବିଗତ ଦିନରେ ନକଲି ତେଲ, ସସ୍‌, ରୋଷେଇ ମସଲା, ମୋବିଲ୍‌, କସ୍‌ମେଟିକ୍‌ ଓ ଅନ୍ୟାନ୍ୟ ସାମଗ୍ରୀ ପୁଲିସ ଓ ସ୍ବାସ୍ଥ୍ୟବିଭାଗ ଟିମ୍‌ ଜବତ…

ମିସନ ଶକ୍ତିକୁ ଭାଙ୍ଗିବାକୁ ଚାହୁଁଛନ୍ତି ସରକାର: ବିଜେଡ଼ି

ଭୁବନେଶ୍ବର: ମିସନ ଶକ୍ତିକୁ ସରକାର ଭାଙ୍ଗିବାକୁ ଚାହୁଁଛନ୍ତି ବୋଲି ବିରୋଧୀ ଦଳ ବିଜେଡ଼ି ପକ୍ଷରୁ ଶାସକ ଦଳ ବିରୋଧରେ ଅଭିଯୋଗ ଅଣାଯାଇଛି। ମିସନ ଶକ୍ତି ମହିଳାଙ୍କୁ ଭ୍ରମିତ କରାଯାଉଛି ବୋଲି ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି। ମିସନ ଶକ୍ତି…

ନେପାଳର ଛାତ୍ରୀ କିଟ୍‌ରେ ମୃତ୍ୟୁ ମାମଲା: ଛାତ୍ରଛାତ୍ରୀଙ୍କୁ ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କିଟ୍‌ ବିଶ୍ବବିଦ୍ୟାଳୟରେ ଗତ ରବିବାର ଦିନ ଇଞ୍ଜିନିୟରିଂ ଛାତ୍ରୀ ପ୍ରକୃତି ଲାମ୍‌ସା (୧୯)ଙ୍କ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ନେପାଳ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହିତ କଥା ହୋଇଛନ୍ତି। ଶ୍ରୀ ମାଝୀ ଆଜି ଦିଲ୍ଲୀରେ ନେପାଳ…

ଜଳ ବିଭାଜିକାରେ ଭିଜିଲାନସ୍ ଚଢ଼ାଉ ଘଟଣା: କ୍ଷେତ୍ର ପରିଦର୍ଶନ କଲେ ଟିମ୍‌

ମାଲକାନଗିରି: ଗତ ୫ ତାରିଖରେ ମାଲକାନଗିରି ଜଳ ବିଭାଜିକାର ଉପନିର୍ଦେଶକ ଶାନ୍ତୁନୁ ମହାପାତ୍ରଙ୍କ ସମେତ ଅନ୍ୟ ଚାରି ଜଣଙ୍କ ଘରେ ହଠାତ୍ ଭୋରୁ ଭିଜିଲାନସ ଟିମ ଚଢ଼ାଉ କରିଥିଲା। ଉପନିର୍ଦେଶକ ଶାନ୍ତୁନୁ ମହାପାତ୍ରଙ୍କ ଘରୁ ନଗଦ ୨ କୋଟି ଟଂକା ଜବତ…

ବିପର୍ଯ୍ୟୟ ମୁକାବିଲା ପାଇଁ ଓଡ଼ିଶାକୁ ମିଳିଲା ୨୫୫.୨୪ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା

ନୂଆଦିଲ୍ଲୀ/ଭୁବନେଶ୍ବର: କେନ୍ଦ୍ର ସ୍ବରାଷ୍ଟ୍ର ବ୍ୟାପାର ଓ ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କମିଟି (ଏଚଏଲସି) ୨୦୨୪ ବର୍ଷରେ ବନ୍ୟା, ଆକସ୍ମିକ ବନ୍ୟା, ଭୂସ୍ଖଳନ ଏବଂ ସାମୁଦ୍ରିକ ଝଡ଼ ଦ୍ୱାରା ପ୍ରଭାବିତ ପାଞ୍ଚଟି ରାଜ୍ୟ ପାଇଁ ଜାତୀୟ ବିପର୍ଯ୍ୟୟ…

‘କିଟ୍‌’ର ୩ ନିର୍ଦ୍ଦେଶକଙ୍କ ସମେତ ୫ ଜଣକୁ ମିଳିଲା ଜାମିନ୍‌

ଭୁବନେଶ୍ବର: କିଟ୍ ବିଶ୍ବବିଦ୍ୟାଳୟରେ ରବିବାର ରାତିରେ ନେପାଳର ନିବାସୀ ତଥା ଇଂଜିନିୟରିଂ ଛାତ୍ରୀ ପ୍ରକୃତି ଲାମ୍‌ସା(୧୯)ଙ୍କ ମୃତ୍ୟୁ ମାମଲାରେ ଆଜି ଅପରାହ୍‌ଣରେ ଗିରଫ ହୋଇଥିବା ୩ ନିର୍ଦ୍ଦେଶକଙ୍କ ସମେତ ୫ ଜଣଙ୍କୁ ଭୁବନେଶ୍ବର ଜେଏମ୍‌ଏଫ୍‌ସି-୨ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଅଦାଲତ…

କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣା: ୫ ଗିରଫ, ତଦନ୍ତ ଜାରି

ଭୁବନେଶ୍ବର: କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ସମ୍ପୃକ୍ତି ଘଟଣାରେ ମଙ୍ଗଳବାର ପୁଲିସ ବିଶ୍ୱବିଦ୍ୟାଳୟର ୫ ଜଣ କର୍ମଚାରୀଙ୍କୁ ଗିରଫ କରିଛି। ଇନଫୋସିଟି ଥାନା ପୁଲିସ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା…

ଜ୍ଞାନେଶ କୁମାର ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର

ଜ୍ଞାନେଶ କୁମାର ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବାଧୀନ ଚୟନ କମିଟି ବୈଠକରେ ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ଭାବେ ଜ୍ଞାନେଶ କୁମାରଙ୍କୁ ନିଯୁକ୍ତି ମିଳିଛି । ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି…

ଶିବରାତ୍ରି ପାଇଁ ଲିଙ୍ଗରାଜ ମନ୍ଦିରରେ ମୁତୟନ ହେବ ୪୦ପ୍ଳାଟୁନ ଫୋର୍ସ, ରାତି ୧୦ରେ ଉଠିବ ମହାଦୀପ

ଭୁବନେଶ୍ୱର : ଆସନ୍ତା ୨୬ ତାରିଖରେ ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗର ଉତ୍ସବ ପାଇଁ ରାତି ୧୦ଟାରେ ଉଠିବ ମହାଦୀପ । ସ୍ୱତନ୍ତ୍ର ପ୍ରଦକ୍ଷଣ ଭବନ ସମିଳନୀ କକ୍ଷରେ ଆୟୋଜିତ ସମନ୍ୱୟ କମିଟି ବୈଠକରେ ସର୍ବସମତି କ୍ରମେ ନିଷ୍ପତି ନିଆଯାଇଛି । ଚଟାଣରେ କାରପେଟ…