ବର୍ଷକରେ ମରିଛନ୍ତି ୮୧ ହାତୀ, ମୃତ୍ୟୁ ହାର ଚିନ୍ତାଜନକ
ଭୁବନେଶ୍ୱର: ବର୍ଷକରେ ହାରାହାରି ୮୧ ହାତୀ ମୃତ୍ୟୁବରଣ କରିଛନ୍ତି । ହାତୀ ଶିକାର, ବିଦ୍ୟୁତ୍ ଆଘାତ ଭଳି ବିଭିନ୍ନ କାରଣରୁ ହାତୀ ମୃତ୍ୟୁ ହେଉଛି ବୋଲି ବିଧାନସଭାରେ ଆଜି ଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ…
