୨ ଦଶନ୍ଧିରେ ଓଡ଼ିଶାରେ ଜଙ୍ଗଲ ଜମି ୪ ହଜାର ବର୍ଗ କିମିରୁ ଅଧିକ ବୃଦ୍ଧି ପାଇଛି

ଭୁବନେଶ୍ୱର: ଗତ ୨୦ ବର୍ଷରେ ଓଡ଼ିଶାର ଜଙ୍ଗଲ ଜମିର ପରିମାଣ ଏବଂ ସେହି ସମୟ ମଧ୍ୟରେ ବିକାଶ ଉଦ୍ଦେଶ୍ୟରେ ଏହାକୁ ବ୍ୟବହାର ସମ୍ପର୍କରେ ଆଜି ବିଧାନସଭାରେ ବିଜେପି ବିଧାୟକ ଅମରେନ୍ଦ୍ର ଦାସ ପ୍ରଶ୍ନ ପଚାରିଥିଲେ । ଏହାର ଉତ୍ତର ରଖି ଜଙ୍ଗଲ,…

କିଟ୍‌ ଛାତ୍ରୀ ଆତ୍ମହତ୍ୟା ମାମଲା: ନେପାଳରେ ବିକ୍ଷୋଭ

ଭୁବନେଶ୍ଵର: କିଟ୍‌ ବିଶ୍ଵବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ମାମଲାକୁ ନେଇ ନେପାଳରେ ପ୍ରତିବାଦ କରାଯାଇଛି। କାଠମାଣ୍ଡୁରେ ନେପାଳି କଂଗ୍ରେସ ଛାତ୍ର ସଂଘ ପକ୍ଷରୁ ପ୍ରତିବାଦ କରାଯାଇଛି। ଆତ୍ମହତ୍ୟା କରିଥିବା ନେପାଳି ଛାତ୍ରୀଙ୍କୁ ନ୍ୟାୟ ଦାବି କରି ସଂଘ ବିକ୍ଷୋଭ ପ୍ରଦର୍ଶନ କରିଛି। ବିଶ୍ଵବିଦ୍ୟାଳୟର ଜଣେ…

୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ବଡ଼ଧରଣର ଦୁର୍ନୀତି ହୋଇଛି: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର: ୨୦୨୫-୨୬ ଆର୍ଥିକ ବର୍ଷର ବିଧାନସଭାରେ ଚାଲିଛି ବଜେଟ ଅଧିବେଶନ। ଏହିସମୟରେ ମଙ୍ଗଳବାର ଗୃହରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ବଡ଼ଧରଣର ଦୁର୍ନୀତି ହୋଇଛି। ସେ…

ଶିକ୍ଷା, ସ୍ୱାସ୍ଥ୍ୟ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ଅତୁଳନୀୟ କାର୍ଯ୍ୟ ପାଇଁ ନୀତା ଅମ୍ବାନୀ ମାସାଚୁସେଟ୍ସର ଗଭର୍ଣ୍ଣରଙ୍କ ଦ୍ୱାରା ସମ୍ମାନିତ

ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ଅଧ୍ୟକ୍ଷା ନୀତା ଅମ୍ବାନୀଙ୍କୁ ଆମେରିକାର ମାସାଚୁସେଟ୍ସର ଗଭର୍ଣ୍ଣର ମୌରା ହେଲି ସମ୍ମାନଜନକ ଗଭର୍ଣ୍ଣର ପ୍ରଶଂସାପତ୍ରରେ ସମ୍ମାନିତ କରିଛନ୍ତି। ଏହି ପ୍ରଶଂସାପତ୍ରରେ ନୀତା ଅମ୍ବାନୀଙ୍କୁ ଜଣେ ଦୂରଦର୍ଶୀ ନେତ୍ରୀ, ସମାଜସେବୀ ଏବଂ ପ୍ରକୃତ ବିଶ୍ୱ ପରିବର୍ତ୍ତନକାରୀ ଭାବରେ ସ୍ୱୀକୃତି…

ମୋ ବିରୋଧରେ ଅଭିଯୋଗ ନାହିଁ, କାହିଁକି ଚଢାଉ ହେଲା: ଆଇଏଏସ୍ ବିଷ୍ଣୁପଦ ସେଠୀ

ଭୁବନେଶ୍ୱର: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଇସ୍ତଫା ଚର୍ଚ୍ଚା ହେଉଛି। ସିବିଆଇ ରେଡ୍ ପ୍ରତିବାଦରେ ଇସ୍ତଫା ଦେଲେ IAS ବିଷ୍ଣୁପଦ ସେଠୀ। ମୁଖ୍ୟ ଶାସନ ସଚିବଙ୍କୁ ପଠାଇଲେ ଇସ୍ତଫା ପତ୍ର। ସେ ତାଙ୍କର ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଆଜି ସକାଳେ…

ଆସନ୍ତାକାଲି ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥି । ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ…

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍

ଭୁବନେଶ୍ଵର: ବଡ ଖବର । ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ରେଡ୍ । ବିଷ୍ଣୁପଦଙ୍କ ଭୁବନେଶ୍ବରରେ ଥିବା ସରକାରୀ କ୍ବାର୍ଟର୍ସରେ ଚାଲିଛି ରେଡ୍‌ । ସକାଳ ୮ଟାରୁ ସିବିଆଇର ୮ ଜଣିଆ ଟିମ୍ ବିଷ୍ଣୁପଦ ସେଠୀଙ୍କ ବାସଭବନରେ ରେଡ୍‌ ଜାରି ରଖିଛନ୍ତି…

କିଟ୍‌ ଛାତ୍ରୀ ମୃତ୍ୟୁ ମାମଲା; ନେପାଳରୁ ଡାକିଆଣି ଦୁର୍ବ୍ୟବହାର କରୁଛି କଲେଜ୍ : ଛାତ୍ରୀଙ୍କ ବାପା

ଭୁବନେଶ୍ଵର: ସାରା ରାଜ୍ୟରେ ଏବେ ଚହଳ ପକାଇଛି କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା । ପରିବାର ଲୋକଙ୍କ ଉପସ୍ଥିତିରେ ଭୁବନେଶ୍ଵର ଏମ୍ସରେ ମୃତ ଛାତ୍ରୀଙ୍କ ଶବ ବ୍ୟବଚ୍ଛେଦ ହେଉଥିବା ବେଳେ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି ମୃତ ଛାତ୍ରୀଙ୍କ ବାପା ।…

ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରଦାମ ସମସ୍ତଙ୍କୁ ପ୍ରଭାବିତ କରୁଛି: ନବୀନ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଦ୍ବାରା ଆଜି ବିଧାନସଭାରେ ଉପସ୍ଥାପିତ ବଜେଟ୍‌କୁ ନେଇ ବିରୋଧୀ ଦଳ ପ୍ରତିକ୍ରିୟା ଦେଇଛି। ବିଜେଡି ସୁପ୍ରିମୋ ଏନେଇ କହିଛନ୍ତି ଡବଲ ଇଞ୍ଜିନ ସରକାର ବିପରୀତ ଦିଗରେ ଗତି କରୁଛି। ସେ କହିଛନ୍ତି, ରାଜ୍ୟର ବିଜେପି ସରକାର ଗତ…