ଅନ୍ଧାରରେ ୩୧ ହଜାରରୁ ଅଧିକ ଅଙ୍ଗନବାଡି

ଭୁବନେଶ୍ବର: ପିଲାଟିର ଶିକ୍ଷାର ଏନ୍ତୁଡିଶାଳ ଅଙ୍ଗନବାଡି । ହେଲେ ଆଜି ବି ବିଭିନ୍ନ ଜିଲ୍ଲାରେ ଅବହେଳିତ ଭାବରେ ଅଙ୍ଗନବାଡି ଶିକ୍ଷା ଗ୍ରହଣ କରୁଛନ୍ତି କୁନି କୁନି ଛାତ୍ରଛାତ୍ରୀ । ଆଜି ବି ରାଜ୍ୟରେ ୩୧ ହଜାରରୁ ଅଧିକ ଅଙ୍ଗନବାଡି ଅନ୍ଧାରରେ ରହିଛି…

ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ, କାମଧେନୁ ଯୋଜନାରେ ଚାଷୀମାନଙ୍କୁ ଗାଈ ପ୍ରଦାନ

ଭୁବନେଶ୍ୱର : ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଭୁବନେଶ୍ଵର ବରମୁଣ୍ଡା ବିଜୁ ପଟ୍ଟନାୟକ ଖେଳ ପଡିଆରେ ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ-୨୦୨୫ ଉଦ୍ଘାଟିତ ହୋଇଯାଇଛି । ଏହି ସମାବେଶରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ଚାଷୀମାନଙ୍କୁ ଗାଈ ପ୍ରଦାନ କରାଯାଇଥିଲା । …

‘ଭାରତ ସରକାରଙ୍କ ନୀତିରେ ପ୍ରତିଫଳିତ ବୁଦ୍ଧଙ୍କ ପ୍ରତି ଶ୍ରଦ୍ଧା’

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଥାଇଲ୍ୟାଣ୍ଡରେ ଆୟୋଜିତ ସମ୍ୱାଦ କାର୍ଯ୍ୟକ୍ରମରେ ଭିଡିଓ ବାର୍ତ୍ତା ଜରିଆରେ ନିଜର ବକ୍ତବ୍ୟ ପ୍ରଦାନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ଥାଇଲ୍ୟାଣ୍ଡରେ ସମ୍ୱାଦର ସଂସ୍କରଣରେ ଯୋଗଦେବା ତାଙ୍କ ପାଇଁ ସମ୍ମାନର ବିଷୟ। ଏହି କାର୍ଯ୍ୟକ୍ରମକୁ ସମ୍ଭବ…

କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟଙ୍କ ଘର ବାହୁଡା

ଭୁବନେଶ୍ଵର: ୭ ମାସ ପରେ କଂଗ୍ରେସକୁ ମିଳିଛି ନୂଆ ମଙ୍ଗୁଆଳ । ଆଉ ଏଥିପାଇଁ ବେଶ ଉତ୍ସାହିତ ଅଛନ୍ତି କଂଗ୍ରେସର ନେତା ଓ କର୍ମୀମାନେ । ସମସ୍ତଙ୍କ ମନରେ ଏକ ପ୍ରକାର ନୂଆ ଜୋସ ଭରିଯାଇଛି କଂଗ୍ରେସକୁ ସଶକ୍ତ କରିବାକୁ ।…

କଟକ ବେଲେଶ୍ବର ଡବଲ ମର୍ଡର ଘଟଣା : ଚାକର ଦମ୍ପତିକୁ ନେଇ କ୍ରାଇମ ସିନ ରିକ୍ରିଏସନ କଲା ପୋଲିସ

କଟକ : କକଟକ ବେଲେଶ୍ବର ବୃଦ୍ଧ ଦମ୍ପତିଙ୍କୁ ମର୍ଡର ମାମଲାରେ ହେଲା କ୍ରାଇମ ସିନ ରିକ୍ରିଏସନ। ଦୁଇ ଅଭିଯୁକ୍ତକୁ ନେଇ କ୍ରାଇମସିନ ରିକ୍ରିଏଟ କରିଛି ପୋଲିସ । ହତ୍ଯାକାଣ୍ଡରେ ପ୍ରକୃତ ରହସ୍ୟ କଣ, କେବଳ ଚାକର ସ୍ବାମୀ-ସ୍ତ୍ରୀ ନା ଆଉ କେହି ସଂପୃକ୍ତ…

୩୧ ମାର୍ଚ୍ଚ ଯାଏଁ ବଢିଲା ଇ-କେଓ୍ବାଇସି ଅବଧି

ଭୁବନେଶ୍ବର: ପୁଣି ବଢିଲା ରାସନ କାର୍ଡରେ ଇ-କେଓ୍ବାଇସି ଅବଧି । ରାସନ କାର୍ଡରେ ଇ-କେଓ୍ବାଇସି କରିବାକୁ ଆଜି ଶେଷ ଦିନ ଥିବା ବେଳେ ଲୋକଙ୍କ ଆବଶ୍ୟକତା ଦେଖି, ସମୟ ସୀମାକୁ ଆସନ୍ତା ୩୧ମାର୍ଚ୍ଚ ଯାଏଁ ବୃଦ୍ଧି ନେଇ ସୂଚନା ଦେଇଛନ୍ତି ଖାଦ୍ୟ…

ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲା: ୩ ବର୍ଷ ପରେ ପୁଣି ଖୋଲା ହେବ ଫାଇଲ

ଝାରସୁଗୁଡ଼ା: ବହୁଚର୍ଚ୍ଚିତ ସ୍ବର୍ଗତ ନବ ଦାସଙ୍କ ରୋଷେୟା ଲଲିତ ସାହୁଙ୍କ ମୃତ୍ୟୁ ମାମଲା କଡ଼ ଲେଉଟାଇଛି। ଲଲିତଙ୍କ ବାପା ବେଲାଲସେନ ସାହୁ ନ୍ୟାୟ ଦାବି କରି ପୁଲିସ୍‌କୁ ଚିଠି ଲେଖିବା ପରେ ଝାରସୁଗୁଡ଼ା ପୁଲିସ୍ ପୁନଃ ତଦନ୍ତ ଆରମ୍ଭ କରିଥିବା ନେଇ…

୧୦ମାସର ବକେୟା ରାଶି ପାଇବେ ସପୋର୍ଟ ଷ୍ଟାଫ

ଭୁବନେଶ୍ଵର: ସଫଳ ହେଲା ଧାରଣା ମିଳିବ ବକେୟା ଅର୍ଥ । ସିଆରପି, ବ୍ୟାଙ୍କମିତ୍ର, ଏମ୍‌ବିକେ ଓ ପ୍ରାଣୀମିତ୍ରଙ୍କ ପାଇଁ ବଡ଼ ଖବର । ସପୋର୍ଟ ଷ୍ଟାଫଙ୍କୁ ବକେୟା ପାଉଣା ଦେବେ ମୋହନ ସରକାର । କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କୁ ମିଳିବ ୧୦ମାସର…

ଓଡ଼ିଆ ଅସ୍ମିତା: ଅରୁଣ-ସୂର୍ଯ୍ୟବଂଶୀ କଥା କଟାକଟି

ଭୁବନେଶ୍ଵର: ବିଧାନସଭାରେ ଉଠିଲା ଓଡ଼ିଆ ଅସ୍ମିତା ଝଡ । କଥା କଟାକଟି ହେଲେ ଶାସକ-ବିରୋଧି । ବିରୋଧୀ ଦଳର ବିଧାୟକ ତଥା ନୟାଗଡ଼ ବିଧାୟକ ଅରୁଣ ସାହୁ ଏବଂ କ୍ରୀଡ଼ା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ମୁହାଁମୁହିଁ । ଅରୁଣ ପଚାରିଲେ…

ପୂର୍ବ ତୁଳନାରେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ଅଧିକ ମଜଭୁତ ହେବ ବୋଲି କହିଲେ ଟ୍ରମ୍ପ୍

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାକ୍ଷାତ ହୋଇଛି । ହ୍ବାଇଟ୍ ହାଉସରେ ଟ୍ରମ୍ପଙ୍କୁ ଭେଟିଛନ୍ତି ମୋଦୀ । ଉଭୟ ନେତାଙ୍କ ଫଟୋ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳୁଛି । ଦ୍ବିତୀୟ ଥର ଟ୍ରମ୍ପ…