ମହାନଦୀ ବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗଲା ମାମୁ -ଭଣଜାଙ୍କ ଜୀବନ

କଟକ : ଦୁର୍ଘଟଣା ନେଲା ମାମୁ -ଭଣଜାଙ୍କ ଜୀବନ । ଜଗତପୁର ଶିଖରପୁରକୁ ସଂଯୋଗ କରୁଥିବା ମହାନଦୀ ବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଭାଇ ଭଉଣୀ ଓ ପାଞ୍ଚ ବର୍ଷର ପୁଅ ବାଇକରେ ଯାଉଥିବାବେଳେ ଏକ ଅଜଣା ଗାଡ଼ି…

ରାଜ୍ୟରେ ଲାଗୁ ହେବ ଅନ୍ତୋଦୟ ଗୃହ ଯୋଜନା, ୧୧ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ ମୋହର

ଭୁବନେଶ୍ୱର: ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତିରେ ମୋହର ବାଜିଛି । ଏନେଇ ଗଣମାଧ୍ୟମକୁ ସୁଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସମାଜର ଦୁର୍ବଳ ବର୍ଗର ଲୋକମାନଙ୍କୁ…

ହାରିଲେ କେଜ୍ରିୱାଲ ଓ ସିସୋଦିଆ

ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନରେ ଆମ ଆଦମୀ ପାର୍ଟି(ଆପ୍)କୁ ଶକ୍ତ ଝଟକା ଲାଗିଛି। ଗୋଟିଏ ପଟେ ବିଜେପି ବିପୁଳ ବିଜୟ ହାସଲ କରିବା ଏକପ୍ରକାର ସ୍ପଷ୍ଟ ହୋଇଥିବାବେଳେ ଅନ୍ୟପଟେ ଆପ୍‌ର ଟାଣୁଆ ନେତାମାନଙ୍କୁ ପରାଜୟ ବରଣ କରିବାକୁ ପଡ଼ିଛି। ଖୋଦ ଆପ୍‌ ସୁପ୍ରିମୋ…

ଜାମିନ ପାଇଁ ହାଇକୋର୍ଟର ଦ୍ୱାରସ୍ଥ ହେଲେ ହଂସିତା-ଅନୀଲ୍‌

କଟକ : ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ହଂସୀତା ଅନୀଲ। ବହୁଚର୍ଚ୍ଚିତ ଠକେଇ ମାମଲାରେ ଜାମିନ ଲୋଡିଛନ୍ତି ହଂସୀତା ଅଭିଲିପ୍ସା ଓ ଅନୀଲ କୁମାର ମହାନ୍ତି। ଇନଫୋସିଟି ଥାନାରେ ରୁଜୁ ମାମଲାରେ ଜାମିନ ଆବେଦନ କରିଛନ୍ତି । ଭୁବନେଶ୍ୱର ଅତିରିକ୍ତ…

ମହାପ୍ରଭୁଙ୍କ ଦର୍ଶନ କଲେ ଟିମ୍‌ ଇଣ୍ଡିଆ

କଟକ: ଇନସିଟିରେ କ୍ରିକେଟ ଫିଭର। ଆସନ୍ତାକାଲି (ରବିବାର) କଟକ ବାରବାଟୀରେ ସୁପରସଣ୍ଡେରେ ସୁପର ମୁକାବିଲା। ଭୁବନେଶ୍ବରରେ ଭାରତ ଓ ଇଂଲଣ୍ଡ ଟିମ। ଟୁଉଭୟ ଦଳର ଖେଳାଳି ସ୍ବତନ୍ତ୍ର ବିମାନରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ କଡ଼ା ସୁରକ୍ଷା…

ଭୁବନେଶ୍ୱରରେ ପହଞ୍ଚିଲେ ଇଣ୍ଡିଆ-ଇଂଲଣ୍ଡ ଖେଳାଳି

ଭୁବନେଶ୍ବର: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ୍ ଖେଳିବା ପାଇଁ ଉଭୟ ଭାରତ ଓ ଇଂଲଣ୍ଡ ଟିମ୍ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ଉଭୟ ଦଳର ଖେଳାଳି ସ୍ବତନ୍ତ୍ର ବିମାନରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା ପରେ…

୬ ହଜାର ୩୯୦ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ନିଯୁକ୍ତି ମେଳା । ୬ ହଜାର ୩୯୦ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭୁବନେଶ୍ବରରେ ଅନୁଷ୍ଠିତ ହୋଇଥିବା ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି…

ମୋ ବସ୍ ଦୁର୍ଘଟଣା ମାମଲା: ପରିବା ବୋଝେଇ ଲୁନା ଚାଳକଙ୍କର ଭୁଲ ଥିବା କହିଲା କ୍ରୁଟ

କଟକ: ଶୁକ୍ରବାର ସକାଳେ କଟକ ଖାନନଗର ମଲାଚଣ୍ଡିଆ ଟ୍ରାଫିକ୍‌ ଛକରେ ମୋ ବସ ସହ ଏକ ପରିବା ବ୍ୟବସାୟର ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ପରିବା ବ୍ୟବସାୟୀ ଆହତ ହୋଇଥିବା ବେଳେ ତାଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣା ପରେ…

ମହାକୁମ୍ଭ ଯାଉଥିବା କାରକୁ ଧକ୍କା ଦେଲା ବସ, ୮ ଯାତ୍ରୀ ମୃତ

ମହାକୁମ୍ଭ ଯାଉଥିବା ଏକ କାରକୁ ବସ ଧକ୍କା ଦେବାରୁ କାରରେ ଥିବା ସମସ୍ତ ୮ ଯାତ୍ରୀ ପ୍ରାଣ ହରାଇଛନ୍ତି। ରାଜସ୍ଥାନର ଜୟପୁର ନିକଟ ଡୁଡୁ ସହରର ମୋଖମପୁରା ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ଡିଏସପି ଦୀପକ ଖଣ୍ଡେଲଓ୍ବାଲଙ୍କ ସୂଚନା ଅନୁସାରେ, ଜୟପୁର-ଆଜମେର…

‘ସତ୍ୟବାଦୀ ବକୁଳବନର ଐତିହ୍ୟକୁ ସୁରକ୍ଷିତ ରଖି ଏହାର ପୁନରୁଦ୍ଧାର ଓ ବିକାଶ କରାଯିବ’

ଭୁବନେଶ୍ୱର: ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ କରିବା ସହିତ ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଲୋକସେବା ଭବନଠାରେ…