ମାଲକାନଗିରି ଭିଜିଲାନ୍ସ ରେଡ୍: କୁବେର ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସହ ୫ ଗିରଫ

ଭୁବନେଶ୍ୱର : ବନ୍ଧାହେଲେ କୁବେର ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ।  ତାଙ୍କ ସମେତ ଆଉ ୪ ଜଣ ଗିରଫ ହୋଇଛ ନ୍ତି। ୩ ସରକାରୀ କର୍ମଚାରୀ ଓ ଜଣେ ଜନସେବା କେନ୍ଦ୍ର ପରିଚାଳକ ଗିରଫ ହୋଇଥିବା ସୂଚନା ରହିଛି  । ଆୟ…

ଆସନ୍ତାକାଲି ଆସିବ ସୁଭଦ୍ରାର ପ୍ରଥମ କିସ୍ତି ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ଆସନ୍ତାକାଲି ସୁଭଦ୍ରାର ପ୍ରଥମ କିସ୍ତି ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ସୁଭଦ୍ରା ଟଙ୍କା ମିଳିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଆସନ୍ତାକାଲି ଯାଜପୁରରେ ସ୍ବତନ୍ତ୍ର ଉତ୍ସବରେ ଟଙ୍କା ପ୍ରଦାନ କରାଯିବ। ୩.୩୮ ଲକ୍ଷ ହିତାଧିକାରୀଙ୍କ NPCI କ୍ଲିୟରାନ୍ସ…

ଆପ୍‌ ‘ଅପରେସନ୍ ଲୋଟସ୍’ ଅଭିଯୋଗ ଆଣିବା ପରେ ତଦନ୍ତ ନିର୍ଦ୍ଦେଶ ଦେଲେ ଉପରାଜ୍ୟପାଳ

ନୂଆଦିଲ୍ଲୀ: ଫଳାଫଳ ଆସିବା ପୂର୍ବରୁ ଦିଲ୍ଲୀରେ ବଡ଼ ଧରଣର ରାଜନୈତିକ ହଲଚଲ । ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳ ଆସିବା ପୂର୍ବରୁ, ସମସ୍ତ ୭୦ ପ୍ରାର୍ଥୀଙ୍କୁ ନେଇ ଏକ ବୈଠକ ଡାକିଥିଲେ ଆପ୍‌ର ସଂଯୋଜକ ଅରବିନ୍ଦ କେଜ୍ରିଓ୍ୱାଲ । ମିଳିଥିବା ସୂଚନା…

ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର କାମ, ଶ୍ରୀପଞ୍ଚମୀ ଓ ବନକଲାଗି ନୀତି ପାଇଁ ଥିଲା ସ୍ଥଗିତ

ପୁରୀ : ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର କାମ ।  ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି କରାଯିବ । ଶ୍ରୀପଞ୍ଚମୀ ତଥା ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବ୍ରୁଆରି…

ଦେବ ନାୟାରଣ ପଣ୍ଡା ମୃତ୍ୟୁ ମାମଲା: ତତ୍କାଳୀନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ଆଶ୍ବସ୍ତି

କଟକ: ମାଲକାନଗିରିର ତତ୍କାଳୀନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ଆଶ୍ବସ୍ତି । ନିମ୍ନ ଅଦାଲତଙ୍କ ଏନବିଡବ୍ଲୁ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ । ମାଲକାନଗିରି ଏସଡିଜେଏମ କୋର୍ଟ ଜାରି କରିଥିଲେ ଏନବିଡବ୍ଲୁ । ବ୍ୟକ୍ତିଗତ ସହାୟକ ଦେବ ପଣ୍ଡା ମୃତ୍ୟୁ ମାମଲାରେ ଜାରି…

ପଣ୍ଡ ହେଲା ପାକ୍‌ର ଉଦ୍ୟମ: ୭ ଜଣ ଅନୁପ୍ରବେଶକାରୀ ନିହତ

ଜମ୍ମୁ-କଶ୍ମୀର: ପାକିସ୍ତାନର ଅନୁ‌ପ୍ରବେଶକାରୀଙ୍କ ଉଦ୍ୟମକୁ ପଣ୍ଡ କରିଛି ଭାରତୀୟ ସେନା। ଭାରତୀୟ ସେନା ଏଲଓସିରେ ଥିବା ପୋଷ୍ଟରେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କ ଆକ୍ରମଣକୁ ବିଫଳ କରିଛି ବୋଲି ସୂଚନା ରହିଛି। ସୂତ୍ରରୁ ଜାଣିବାକୁ ମିଳିଛି ଯେ ପାକିସ୍ତାନୀମାନେ ଫେବ୍ରୁଆରି ୪-୫ ରାତିରେ ସୀମା…

ଗନ୍ଧମାର୍ଦ୍ଦନରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ସୁରକ୍ଷାକର୍ମୀଙ୍କ କମ୍ବିଂ ଅପରେସନ୍ ଜାରି

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ହନୁପାଲି ଗାଁ ଜଙ୍ଗଲରେ ଗୁଳିମିନିମୟ । ଗନ୍ଧମାର୍ଦ୍ଦନରେ ପୋଲିସ-ମାଓବାଦୀ ଗୁଳି ବିନିମୟ ହୋଇଛି । ପୋଲିସର ସର୍ଚ୍ଚ ଅପରେସନ୍ ଜାରି ରହିଥିବା ବଲାଙ୍ଗୀର ଏସପି ସୂଚନା ଦେଇଛନ୍ତି । ଜଙ୍ଗଲରେ ମାଓବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ…

ଦମ୍ପତ୍ତିଙ୍କ ଝଗଡାରେ ମହିଳା କନେଷ୍ଟବଳଙ୍କ ଏଣ୍ଟ୍ରିରୁ ତୁମୁଳକାଣ୍ଡ, ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ

ଭଦ୍ରକ: ଦମ୍ପତ୍ତିଙ୍କ ଝଗଡାରେ ମହିଳା କନେଷ୍ଟବଳଙ୍କ ଏଣ୍ଟ୍ରି କାରଣରୁ ତୁମୁଳକାଣ୍ଡ । ମହିଳା କନେଷ୍ଟବଳଙ୍କୁ ମଦ୍ୟପ ଯୁବକ ମାଡ଼ ମାରିଥିବା ଅଭିଯୋଗ । ଏହାପରେ ସଂପୃକ୍ତ ଯୁବକଙ୍କୁ ଥାନାକୁ ଆଣି ପୋଲିସ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ କରିଛନ୍ତି ମାଡ଼ ଖାଇଥିବା…

ସମବାୟ ବ୍ୟାଙ୍କରେ ଲାଗୁ ହେବ ଓଟିଏସ୍ ବ୍ୟବସ୍ଥା

ଭୁବନେଶ୍ୱର : ୱାନ୍ ଟାଇମ୍ ସେଟଲମେଣ୍ଟ (ଓଟିଏସ୍) ବା ଏକକାଳୀନ ପଇଠ ପ୍ରାବଧାନ ସମବାୟ ବ୍ୟାଙ୍କମାନଙ୍କରେ ଲାଗୁ ହେବ। ଏହି ବ୍ୟବସ୍ଥା ଲାଗୁ କରିବାକୁ ସମବାୟ ବିଭାଗ ବିଧିବଦ୍ଧ ଅନୁମୋଦନ ପ୍ରଦାନ କରିଛି। ଏହା ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ, ଜିଲା…

୨୧ ଫେବ୍ରୁଆରିରୁ ମାଟ୍ରିକ୍ ପରୀକ୍ଷା: ୩,୧୩୩ କେନ୍ଦ୍ରରେ ପରୀକ୍ଷା, ସମସ୍ତ କେନ୍ଦ୍ରରେ ସିସିଟିଭି କ୍ୟାମେରା

ଭୁବନେଶ୍ବର: ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ଫେବ୍ରୁଆରି ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ୩୦ ଜିଲ୍ଲାର ୩,୧୩୩ କେନ୍ଦ୍ରରେ ପରୀକ୍ଷା ହେବ। ମୋଟ ୫ ଲକ୍ଷ ୧୦ ହଜାର ୭୭୮ ପିଲା ପରୀକ୍ଷା ଦେବେ ବୋଲି ‌ମାଧ୍ୟମିକ…