ରାଜ୍ୟରେ ଦୁର୍ଘଟଣା ରୋକିବାକୁ ଆଇଆଇଟି ମାଡ୍ରାସ ସହିତ ହାତ ମିଶାଇଲେ ଓଡ଼ିଶା ସରକାର

ଭୁବନେଶ୍ୱର, ୬।୨: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ପାଇଁ ଓଡ଼ିଶା ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ୱରୂପ, ସରକାରଙ୍କ ସହ ସହଭାଗୀତା କରିଥିବା IIT ମାଡ୍ରାସର ଦଳ ଗତକାଲି DGP YB ଖୁରାନିଆଙ୍କୁ ଭେଟିଥିଲେ। ଗୁରୁବାର…

ଶ୍ରେଷ୍ଠ ୫ଟି ରାଜ୍ୟ ଭିତରେ ରହିବା ପାଇଁ ଓଡ଼ିଶାର ଲକ୍ଷ୍ୟ

ଭୁବ‌ନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଷୋଡ଼ଶ ଅର୍ଥ କମିସନ ଡ଼କ୍ଟର ଅରବିନ୍ଦ ପାନଗେରିୟାଙ୍କର ବୈଠକ ହୋଇଛି । ସାକ୍ଷାତ ପରେ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି ଯେ, ଅର୍ଥ କମିସନଙ୍କ ସହିତ ହୋଇଥିବା ବୈଠକରେ…

ପ୍ରତିଶ୍ରୁତି ରଖିଲେ ପ୍ରଧାନମନ୍ତ୍ରୀ: କଟକ ବାଲିଯାତ୍ରାକୁ ମିଳିଲା ‘ଜାତୀୟ ମାନ୍ୟତା’

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ପ୍ରତିଶ୍ରୁତି ରଖିଛନ୍ତି। ତାଙ୍କର ପ୍ରତିଶ୍ରୁତି ଅନୁସାରେ କଟକ ବାଲିଯାତ୍ରାକୁ ‘ଜାତୀୟ ମାନ୍ୟତା’ ମିଳିଛି। ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ ‘ଜାତୀୟ ମାନ୍ୟତା’ ନେଇ ସୂଚନା ଜାରି ହୋଇଛି। ଆଜି ରାଜ୍ୟସଭାରେ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ…

ମୁଖ୍ୟମନ୍ତ୍ରୀଙ୍କଠାରୁ ନିଯୁକ୍ତିପତ୍ର ପାଇବେ ୨୭୬୭ ଜଣ

ଭୁବନେଶ୍ବର: ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରି ରାଜ୍ୟରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ହେଉଛି ରାଜ୍ୟ ସରକାରଙ୍କ ପ୍ରାଥମିକତା। ଏହିକ୍ରମରେ ଭୁବନେଶ୍ବର ୟୁନିଟ-୩ସ୍ଥିତ କ୍ୟାପିଟାଲ୍ ହାଇସ୍କୁଲ ପଡ଼ିଆଠାରେ ଫେବ୍ରୁଆରି ୭ରେ ଆୟୋଜିତ ହେବ ନିଯୁକ୍ତି ମେଳା। ଏହି ନିଯୁକ୍ତି ମେଳା…

ମସାଜ୍ ଏବଂ ସ୍ପା କମ୍ପାନୀଗୁଡ଼ିକ ଏକଜିଟ୍ ପୋଲ କରୁଛନ୍ତି: ସଞ୍ଜୟ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ ପାଇଁ ଅଧିକାଂଶ ଏକଜିଟ୍ ପୋଲରେ, ଭାରତୀୟ ଜନତା ପାର୍ଟି (ବିଜେପି) ସରକାର ଗଠନ କରିବ ବୋଲି ପୂର୍ବାନୁମାନ କରାଯାଇଛି। ତଥାପି, ଏକଜିଟ୍ ପୋଲର ଫଳାଫଳ ଉପରେ ଅଧିକ ବିଶ୍ୱାସ କରାଯାଇପାରିବ ନାହିଁ କାରଣ ଅନେକ…

ଫଳାଫଳ ପୂର୍ବରୁ ପରାଜୟ ସ୍ୱୀକାର କଲେ କି ସନ୍ଦୀପ ଦୀକ୍ଷିତ!

ନୂଆଦିଲ୍ଲୀ: ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ପାଇଁ ଗତକାଲି ଭୋଟ୍ ଗ୍ରହଣ ଶେଷ ହୋଇଛି ଏବଂ ଫେବ୍ରୁଆରି ୮ତାରିଖରେ ଭୋଟ୍ ଗଣତି ହେବ। ଏହି ନିର୍ବାଚନରେ ଶାସକ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍), ବିଜେପି ଓ କଂଗ୍ରେସ ମଧ୍ୟରେ ତ୍ରିକୋଣୀୟ…

ଆଶାରାମ ବାପୁଙ୍କ ଡକ୍ୟୁମେଣ୍ଟାରୀକୁ ନେଇ ଡିସ୍କଭରୀକୁ ଧମକ, ସୁପ୍ରିମକୋର୍ଟ ଦେଲେ ସୁରକ୍ଷା ନିର୍ଦ୍ଦେଶ

ନୂଆଦିଲ୍ଲୀ,୬।୨: ନିକଟରେ ରିଲିଜ ହୋଇଥିବା ଡକ୍ୟୁମେଣ୍ଟାରୀ ସିରିଜ ‘କଲ୍ଟ ଅଫ ଫିୟର: ଆଶାରାମ ବାପୁ’ଙ୍କ ସମ୍ପର୍କରେ ଡିସ୍କଭରି କମ୍ୟୁନିକେସନ୍ସ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି। ଆବେଦନରେ କୁହାଯାଇଛି ଯେ ଜାନୁଆରୀ ୨୯ରେ ଏହି ଡକ୍ୟୁମେଣ୍ଟାରୀ ସିରିଜ ମୁକ୍ତିଲାଭ କରିବା ପରଠାରୁ, ଡିସ୍କଭରୀ ଅଧିକାରୀ…

ଧନ୍ୟବାଦ ପ୍ରସ୍ତାବ ଉପରେ ରାଜ୍ୟ ସଭାରେ କଂଗ୍ରେସ ଉପରେ ବର୍ଷିଲେ ମୋଦି

ନୂଆଦିଲ୍ଲୀ,୬।୨: ରାଜ୍ୟ ସଭାରେ ଧନ୍ୟବାଦ ପ୍ରସ୍ତାବ ଉପରେ ଗୁରୁବାର ଆଲୋଚନାର ଉତ୍ତର ଦେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ତାଙ୍କ ଭାଷଣରେ କହିଥିଲେ, ଶାସକ ଏବଂ ବିରୋଧୀ ଉଭୟ ପକ୍ଷ ପକ୍ଷରୁ ଆଲୋଚନା ହୋଇଥିଲା। ଏହା ପରେ ସେ କହିଲେ, ‘ସବକା…

ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ଉପରେ ପୁଣି ଭାରତକୁ ଧମକ ଦେଲେ ୟୁନୁସ୍‌

ଢାକା,୬।୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଶେଖ ହାସିନା ଏବଂ ଅନ୍ୟମାନଙ୍କୁ ଫେରାଇ ଆଣିବା ପାଇଁ ପ୍ରତ୍ୟର୍ପଣ ଚୁକ୍ତି ଅନୁଯାୟୀ ଯଥାସମ୍ଭବ ପ୍ରୟାସ କରୁଛି। ଗୃହ ପରାମର୍ଶଦାତା ଲେଫ୍ଟନାଣ୍ଟ ଜେନେରାଲ (ଅବସରପ୍ରାପ୍ତ) ମହମ୍ମଦ ଜାହାଙ୍ଗୀର ଆଲମ ଚୌଧୁରୀ ବୁଧବାର ଏହି ସୂଚନା ଦେଇଛନ୍ତି।…

ଫେବୃଆରୀ ଶେଷ ସୁଦ୍ଧା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୯ତମ କିସ୍ତି

ନୂଆଦିଲ୍ଲୀ,୬।୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୯ତମ କିସ୍ତି କେନ୍ଦ୍ର ସରକାର ଫେବୃଆରୀ ଶେଷ ସୁଦ୍ଧା ଜାରି କରିବେ। ଗଣମାଧ୍ୟମ ରିପୋର୍ଟ ଅନୁସାରେ, କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃଆରୀ…