ବଜେଟ୍ ପରେ ଏବେ ୟୁସିସିକୁ ସମର୍ଥନ କଲେ ଶତ୍ରୁଘ୍ନ ସିହ୍ନା

ନୂଆଦିଲ୍ଲୀ: ଅଭିନେତା ତଥା ତୃଣମୂଳ କଂଗ୍ରେସ(ଟିଏମସି) ସାଂସଦ ଶତ୍ରୁଘ୍ନ ସିହ୍ନା ଉତ୍ତରାଖଣ୍ଡରେ ୟୁନିଫର୍ମ ସିଭିଲ କୋଡ୍ (ୟୁସିସି)ଲାଗୁକୁ ପ୍ରଶଂସା କରିଛନ୍ତି। ଚାରି ଦିନ ପୂର୍ବରୁ, ସେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ ବଜେଟର କିଛି ଅଂଶକୁ ମଧ୍ୟ ପ୍ରଶଂସା କରିଥିଲେ।…

ଏଣିକି ସାହାରା ଇଣ୍ଡିଆର ନିବେଶକମାନେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫେରସ୍ତ ଦାବି କରିପାରିବେ

ନୂଆଦିଲ୍ଲୀ,୫।୨: ଯେଉଁମାନଙ୍କର ଟଙ୍କା ସାହାରା ଇଣ୍ଡିଆରେ ଫସି ରହିଛି ସେମାନଙ୍କ ପାଇଁ ଏକ ଖୁସି ଖବର ଅଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଲୋକ ସଭାରେ କହିଛନ୍ତି, ୨୮ ଜାନୁଆରୀ, ୨୦୨୫ ସୁଦ୍ଧା ସାହାରା ଗ୍ରୁପର ସମବାୟ ସମିତିଗୁଡ଼ିକର…

ଅଣହିନ୍ଦୁ କର୍ମଚାରୀଙ୍କୁ ନିଲମ୍ବନ କଲା ତିରୁପତି ମନ୍ଦିର କମିଟି

ତିରୁପତି,୫ା୨: ଭାରତରେ ପ୍ରମୁଖ ହିନ୍ଦୁ ଧର୍ମସ୍ଥଳୀ ମାନଙ୍କ ମଧ୍ୟରୁ ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିର ଅନ୍ୟତମ। କିଛିଦିନ ତଳେ ଏଠାରେ ମିଳୁଥିବା ଲଡ଼ୁରେ ଗୋମାଂସ ଚର୍ବି ଅଂଶ ଥିବା ନେଇ ଖବର ସାମ୍ନାକୁ ଆସିବା ପରେ ବିବାଦ ଦେଖାଦେଇଥିଲା। ଅଧ୍ୟକ୍ଷ ବି.ଆର. ନାଇଡୁଙ୍କ…

ଗାଜା ଷ୍ଟ୍ରିପ୍ ଦଖଲ କରିବାକୁ ସ୍ବତନ୍ତ୍ର ଯୋଜନା କରିଛନ୍ତି ଟ୍ରମ୍ପ

ୱାଶିଂଟନ: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ସହ ଡୋନାଲ୍ଡ ଟ୍ରମ୍ପ ଫେବ୍ରୁଆରି ୪ ତାରିଖରେ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ସେ ଗାଜା ଷ୍ଟ୍ରିପରୁ ପାଲେଷ୍ଟାଇନମାନଙ୍କୁ ଅପସାରଣ କରି ପୁନଃନିର୍ମାଣ ପାଇଁ ଏକ ଯୋଜନା ଉପସ୍ଥାପନ କରିଛନ୍ତି। ଏହା ଅନ୍ତର୍ଗତ ୨୩…

ଚେନ୍ନାଇରେ ଚାଞ୍ଚଲ୍ୟ: ଯୁବତୀଙ୍କୁ ଛୁରୀ ଦେଖାଇ ଚଳନ୍ତା ଅଟୋରେ ଯୌନ ନିର୍ଯାତନା

ଚେନ୍ନାଇ,୫ା୨: ସୋମବାର ବିଳମ୍ବିତ ରାତିରେ ଚେନ୍ନାଇରେ ଏକ ଚଳନ୍ତା ଅଟୋରିକ୍ସାରେ ଜଣେ 18 ବର୍ଷୀୟ ପ୍ରବାସୀ ଯୁବତୀଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ପୋଲିସ କହିଛି ଯେ ଅପରାଧ ସ୍ଥାନ ନିକଟରେ ଥିବା CCTV ଫୁଟେଜ୍ ଯାଞ୍ଚ କରାଯାଉଛି ଏବଂ ତିନି…

ଭୋଟ ଦେଲେ ରାଷ୍ଟ୍ରପତି: ଚାରିଆଡେ କଡ଼ା ସୁରକ୍ଷା

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବୁଧବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହି ଅବସରରେ ରାଷ୍ଟ୍ରପତି ଭବନ ପରିସରରେ ଥିବା ଡ. ରାଜେନ୍ଦ୍ର ପ୍ରସାଦ ସେଣ୍ଟ୍ରାଲ ସ୍କୁଲରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମତଦାନ କରିଥିଲେ। ଏହି ମତଦାନ କେନ୍ଦ୍ରକୁ ସୱତନ୍ତ୍ର…

ଅମିତ ଶାହଙ୍କ ବିରୋଧରେ ‘ଗୁଣ୍ଡାରାଜ୍‌’ ଅଭିଯୋଗ ଆଣିଲେ କେଜ୍ରିୱାଲ୍‌

ନୂଆଦିଲ୍ଲୀ: ଦିଲ୍ଲୀରେ ବିଧାନସଭା ନିର୍ବାଚନ ଆରମ୍ଭ ହୋଇ ଯାଇଥିବା ବେଳେ ଆମ ଆଦମୀ ପାର୍ଟି (ଆପ) ମୁଖ୍ୟ ଅରବିନ୍ଦ କେଜ୍ରିୱାଲ୍‌ ଅଭିଯୋଗ ଆଣିଛନ୍ତି ଯେ ​​ଭୋଟ ଦେବା ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପି ନେତା ଅମିତ ଶାହ "ଗୁଣ୍ଡାରାଜ"କୁ ସମର୍ଥନ…

ଅଙ୍ଗନୱାଡ଼ି ଭିତ୍ତିଭୂମି: ଏଣେତେଣେ ଚାଲିଛି ୫୪୭ କେନ୍ଦ୍ର, ୩୯୯ ପଦବି ଖାଲି

କୋରାପୁଟ: ଜିଲ୍ଲାର ୧୪ବ୍ଲକ ଓ ସୁନାବେଡା ପୌରାଂଚଳକୁ ନେଇ ୧୫ଟି ସ୍ଥାନରେ ୩୩୯୭ଟି ଅଙ୍ଗନୱାଡି କେନ୍ଦ୍ରରୁ ୨୮୫୦ଟି ନିଜସ୍ବକୋଠାରେ ଚାଳିଛି। ୩୯୯ ଜଣ ଧାର୍ଯ୍ୟ ସଂଖ୍ୟକ କର୍ମଚାରୀ ଅଭାବ ସାଙ୍ଗକୁ ୫୪୭ଟି ସ୍ଥାନରେ ନିଜସ୍ବ କେନ୍ଦ୍ର ନାହିଁ। ୧୯୮୪ଟି ସ୍ଥାନରେ ବିଦ୍ୟୁତ…

‘ଆମ ଓଡିଶା, ନବୀନ ଓଡିଶା’ର ଅଧା ପ୍ରକଳ୍ପ ବି ବିକଶିତ ଗାଁ ଯୋଜନାରେ ସମ୍ପୂର୍ଣ୍ଣ ହୋଇପାରିବ

ଭୁବନେଶ୍ୱର: ପୂର୍ବ ସରକାରଙ୍କ ଅଧାରେ ଅଟକିଥିବା ପ୍ରକଳ୍ପକୁ ବି ସମ୍ପୂର୍ଣ୍ଣ କରିବେ ରାଜ୍ୟ ସରକାର | ବିକାଶ ରାଜନୀତିରୁ ଉର୍ଦ୍ଧ୍ବରେ କହି ମୋହନ ସରକାର ଆଜି ଏହି ବଡ ଘୋଷଣା କରିଛନ୍ତି | ବାସ୍ତବରେ ଆଜିଠୁ ଆରମ୍ଭ ହୋଇଛି ‘ବିକଶିତ ଗାଁ,…

ଫେବୃଆରୀ ୧୦ରୁ ଜୋରଦାର ହେବ ଗାଡ଼ି ଚେକିଂ

ଭୁବନେଶ୍ୱର,୫।୨: ଫେବ୍ରୁଆରି ୧୦ରୁ ହେବ ବଡ଼ ଧରଣର ଧରପଗଡ଼। ଏନେଇ କମିଶନରେଟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଗାଡ଼ି କାଚରେ କଳାଜରି, ଉଚ୍ଚ ଶବ୍ଦରେ ହର୍ଣ୍ଣ ଥିଲେ କଡ଼ା ଆକ୍ସନ ନିଆଯିବ। ସେହିପରି କଟକ ଓ ଭୁବନେଶ୍ବରରେ ବ୍ୟାପକ…