ଓଡିଆ ଚଳଚ୍ଚିତ୍ର ଜଗତର ସୁନାମଧନ୍ୟ ଗୀତିକାର ସଂଗ୍ରାମ କେଶରୀ ମହାନ୍ତିଙ୍କ ପରଲୋକ
ବାରିପଦା: ଆଉ ନାହାନ୍ତି ଓଡିଆ ସିନେମା ଜଗତର ସୁନାମଧନ୍ୟ ଗୀତିକାର ସଂଗ୍ରାମ କେଶରୀ ମହାନ୍ତି । ଆଜି ସକାଳେ ମୟୂରଭଞ୍ଜ ଜିଲ୍ଲା ଭଞ୍ଜପୁର ସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ…
