ଭିଜିଲାନସ ଜାଲରେ ପୋଲିସ ଏଏସଆଇ, ୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ବୀରମହାରାଜପୁର : ଭିଜିଲାନସ ଜାଲରେ ପୋଲିସ ଏଏସଆଇ । ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଏଏସଆଇଙ୍କୁ ଧରିଲା ଭିଜିଲାନସ । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଏଏସଆଇ ବୁଡୁ ଭୋଇ । ଗାଡ଼ି…

ରାଜଧାନୀର ବିବାହ ମଣ୍ଡପରୁ ଲୁଟ୍ ଘଟଣା; ପୁରୀରୁ ଧରାହେଲା ଅଭିଯୁକ୍ତ

ଭୁବନେଶ୍ୱର: ଭୁବନେଶ୍ୱରର ଏକ ବିବାହ ମଣ୍ଡପରୁ ଅଳଙ୍କାର ଏବଂ ନଗଦ ଟଙ୍କା ଲୁଟ୍ କରିବା ଘଟଣାରେ ଜଣେ ଦୁର୍ବୃତ୍ତଙ୍କୁ ମଙ୍ଗଳବାର ପୁରୀର ବଳିଆପଣ୍ଡା ଅଞ୍ଚଳରୁ ଗିରଫ କରାଯାଇଛି। ଉକ୍ତ ଅଭିଯୁକ୍ତ ଜଣକ ମଧ୍ୟପ୍ରଦେଶର ରାଜଗଡ଼ ଜିଲ୍ଲାର କାଡିଆ ଗ୍ରାମର ରିତେଶ ସିସୋଦିଆ…

ବେଆଇନ ପ୍ରବାସୀ ଭାରତୀୟଙ୍କୁ ଦେଶରୁ ବିତାଡ଼ିତ କରିବା ଆରମ୍ଭ କଲା ଆମେରିକା

ଓ୍ବାଶିଂଟନ: ଅବୈଧ ପ୍ରବାସୀମାନଙ୍କୁ ସେମାନଙ୍କ ଦେଶକୁ ପଠାଇବା ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ ପରେ ଆମେରିକାରୁ ବହୁ ସଂଖ୍ୟକ ବେଆଇନ ପ୍ରବାସୀଙ୍କୁ ବିତାଡ଼ିତ କରାଯାଉଛି। ସୂଚନା ମୁତାବକ, ବର୍ତ୍ତମାନ ବେଆଇନ ଭାବେ ବାସ କରୁଥିବା ଭାରତୀୟମାନଙ୍କୁ ମଧ୍ୟ ଦେଶରୁ ବିତାଡ଼ିତ କରିବା…

ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର : ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା । ମାର୍ଚ୍ଚ ୨୭ ଯାଏ ଚାଲିବ ପରୀକ୍ଷା। ରାଜ୍ୟର ୩୦ଟି ଜିଲ୍ଲାର ୧୨୭୬ ସେଣ୍ଟରରେ ମୋଟ ୩ ଲକ୍ଷ ୯୩ ହଜାର ୬୧୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ମୋଟ ୨୨ଟି…

କଣାସରେ ଥମୁନି ଝାଡ଼ାବନ୍ତି: ପୁଣି ୩ ଆକ୍ରାନ୍ତ ମେଡିକାଲରେ ଭର୍ତ୍ତି

ପୁରୀ: ପୁରୀ ଜିଲ୍ଲା କଣାସ ବ୍ଲକରେ ଥମୁନି ଝାଡ଼ାବାନ୍ତି। ପ୍ରଶାସନର ବିଭିନ୍ନ ପଦକ୍ଷେପ ସତ୍ତ୍ୱେ ଜାଗୁଳେଇପଦରରୁ ପୁଣି ୩ଜଣ ଝାଡ଼ାବାନ୍ତି ରୋଗୀ କଣାସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଦୟା ନଦୀର ପ୍ରଦୂଷିତ ଜଳ ବ୍ୟବହାର କରି କଣାସ ବ୍ଲକର ଶତାଧିକ…

ସାଧୁସନ୍ଥଙ୍କ ସମାଗମରେ ଚଳଚଞ୍ଚଳ ଖଣ୍ଡଗିରି

ଭୁବନେଶ୍ୱର : ଆସନ୍ତା ୪ ତାରିଖରୁ ଆରମ୍ଭ ହେବ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା। ଏଥିସହ ୫ରୁ ସ୍ଥାନୀୟ ପାନ୍ଥିକାଠାରେ ଐତିହ୍ୟ, ସଂସ୍କୃତିର ଗାଥା ପ୍ରଦର୍ଶନ ସହ ମନୋରଞ୍ଜନ କରିବ ଐରଖାରବେଳ ମହୋତ୍ସବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ…

ପୋଷଣ ୨.୦ କାର୍ଯ୍ୟକ୍ରମ: ଉପକୃତ ହେବେ ଓଡ଼ିଶାର ୩୬ଲକ୍ଷରୁ ଅଧିକ ଶିଶୁ, ମହିଳା

ଭୁବନେଶ୍ୱର,୩।୨: ଚଳିତବର୍ଷ କେନ୍ଦ୍ର ବଜେଟ୍‌ରୁ ଓଡ଼ିଶା ଲାଭବାନ ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଖବରଦାତା ସମ୍ମିଳନୀରେ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଅଗ୍ରଗତି ଓ ଅଭିବୃଦ୍ଧି ପାଇଁ ଯେଉଁ ଦୂରଦୃଷ୍ଟି ରଖିଛନ୍ତି ତାହା ଏହି ବଜେଟ୍‌ ମାଧ୍ୟମରେ…

ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ

ଭୁବନେଶ୍ବର: ଫେବ୍ରୁଆରୀ ୪ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ । ଗସ୍ତ ସମୟରେ କମିସନଙ୍କ ଆଗରେ ରାଜ୍ୟ ସରକାର ଆଗାମୀ ୫ବର୍ଷ ଲାଗି କ’ଣ ଦାବି ରଖୁଛନ୍ତି ତାକୁ ନେଇ ଚର୍ଚ୍ଚା, ଆଲୋଚନା…

ରେଳବଜେଟରେ ଓଡ଼ିଶା ପାଇଁ ୧୦,୫୯୯ କୋଟିର ବ୍ୟୟବରାଦ: ଅଶ୍ବିନୀ ବୈଷ୍ଣବ

ନୂଆଦିଲ୍ଲୀ: ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି ଯେ, ଓଡ଼ିଶା ପାଇଁ ରେଳ ବଜେଟରେ ୧୦, ୫୯୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଗତ ୧୦ ବର୍ଷ ଭିତରେ ଓଡିଶାରେ ୨ହଜାର୪୬ କିଲୋମିଟର ରେଲୱେ ଟ୍ରାକ୍…

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ବିରୋଧରେ ‘ଠେଙ୍ଗା ଅଭିଯାନ’ ଆରମ୍ଭ କଲେ ବାବୁ ସିଂ

ଭୁବନେଶ୍ୱର: ଏକାମ୍ର ବିଧାୟକ ବାବୁ ସିଂ ଭୁବନେଶ୍ୱରର ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ବିରୋଧରେ ଏକ 'ଠେଙ୍ଗା ଅଭିଯାନ' ଆରମ୍ଭ କରିଛନ୍ତି। ଏହି ଅଭିଯାନ ଅନ୍ତର୍ଗତ ସେ ମହିଳାଙ୍କର ସ୍ୱତନ୍ତ୍ର ଦଳ ଗଠନ କରିଛନ୍ତି। ଯାହାକୁ ସେ 'ଠେଙ୍ଗା ବାହିନୀ'…