ଯୁବକଙ୍କ ନିଆରା ଉଦ୍ୟମ: ମଣ୍ଡିରେ ଧାନ ବିକ୍ରି କରି ଛାତ୍ରଛାତ୍ରୀମାନଙ୍କୁ ପାଠ୍ୟ ଉପକରଣ ବାଣ୍ଟିଲେ
ଘୁ.ଉଦୟଗିରି: ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରି ବ୍ଳକ୍ର ତଲାରିମାହା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗଟାମାହା ଗ୍ରାମରେ ରାଜେଶ କୁମାର ବଗର୍ତ୍ତୀଙ୍କ ଘର। ବର୍ତ୍ତମାନ ସେ ରେଭେନ୍ସା ବିଶ୍ୱବିଦ୍ୟାଳୟର ଇତିହାସ ବିଭାଗରେ ପିଏଚଡ଼ି ପାଠ୍ୟକ୍ରମ ଉପରେ ଗବେଷଣା କରୁଛନ୍ତି। ଗବେଷଣା କାର୍ଯ୍ୟ କରିବା…
