ବର୍ଣ୍ଣବୋଧର ନୂଆ ଶୋଭନ ସଂସ୍କରଣକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କ ରଚିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡ଼ିଜିଟାଲ କପି ଉନ୍ମୋଚିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ଏହାକୁ ଉନ୍ମୋଚନ କରିଛନ୍ତି। ଆଜି ପବିତ୍ର ଶ୍ରୀପଞ୍ଚମୀ ଓ…
