କେନ୍ଦ୍ରୀୟ ବିଦ୍ୟାଳୟ ସାମ୍ନାରେ ବୋମାମାଡ: ତନାଘନା କରୁଛି ଏନଆଇଏ

ଭୁବନେଶ୍ୱର : ଭୁବନେଶ୍ୱରର ଗାଡ଼କଣ ଅଞ୍ଚଳରେ ଅବସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ (KV-3) ର ଗେଟ୍ ନମ୍ବର ୩ ସମ୍ମୁଖରେ ଶୁକ୍ରବାର ସକାଳେ ୮ଟାରୁ ଆଖପାଖ ବୋମାମାଡ ହୋଇଛି, ଯାହା ସ୍କୁଲ କ୍ୟାମ୍ପସ ସମେତ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି କରିଛି।…

ମାଓ ନେତା ଚେତୁ ସମେତ ୧୦ ନକ୍ସଲଙ୍କ ଆତ୍ମସମର୍ପଣ

ମାଲକାନଗିରି : ନକ୍ସଲ ସଂଗଠନ ଶେଷ ନିଶ୍ବାସ ନେଉଥିବା ବେଳେ ଜଂଗଲରେ ରହିଯାଇଥିବା ବାକି ସଦସ୍ୟ ଧୀରେଧୀରେ ନିଜନିଜ ରାଜ୍ୟର ପୁଲିସ ନିକଟରେ ଆତ୍ମସମର୍ପଣ କରୁଛନ୍ତି। ଏହି କ୍ରମରେ ଆଜି ଦୁର୍ଦ୍ଦାନ୍ତ ତଥା ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟିର ମୁଖ୍ୟ ଚେତୁ…

ରାଉରକେଲା ବାଏପାସ୍‌ ରାସ୍ତାର ଭାଗ୍ୟ ଫିଟିଲା, ଏନ୍‌ଏଚ୍‌-୩୨୦-ଡି’ ର କପରଣ୍ଡାରୁ ସୁଇଡିହିକୁ ସଂଯୋଗ କରିବ

ରାଉରକେଲା: ଓଡ଼ିଶା ଓ ଝାଡ଼ଖଣ୍ଡର ଖଣିଜ ସମୃଦ୍ଧ ଅଞ୍ଚଳ ମଧ୍ୟରେ ଆର୍ଥିକ ସଂଯୋଗକୁ ବୃଦ୍ଧିକରିବା ଉଦ୍ଦେଶ୍ୟରେ ରାଉରକେଲା-ଜାମସେଦପୁର ମଧ୍ୟରେ ସଡ଼କ ନିର୍ମାଣ ହେବ। ଏହି ଜାତୀୟ ରାଜପଥ ୩୨୦-ଡି ଓଡ଼ିଶା ସୀମାନ୍ତ ଜରେଇକେଲା ଦେଇ ମନୋହରପୁର ଓ ଜାମସେଦପୁରକୁ ସଂଯୋଗ କରିବ।…

ଜଗତସିଂହପୁରସ୍ଥିତ ମା ଚର୍ଚ୍ଚିକା ମନ୍ଦିରରୁ ଲୁଟ୍ ଆଖି ଓ ହାର ଲୁଟିନେଲେ

ଜଗତସିଂହପୁର: ଜଗତସିଂହପୁର ସହର ଚର୍ଚ୍ଚିକା ବଜାରସ୍ଥିତ ମା ଚର୍ଚ୍ଚିକାଙ୍କ ମନ୍ଦିରରେ ଦୁର୍ବୃତ୍ତ କଳାକନା ବୁଲାଇଛନ୍ତି | ଦୁର୍ବୃତ୍ତ ବିଗ୍ରହଙ୍କ ସୁନା ଆଖି, ହାର, ଚିତା ଆଦି ଲୁଟି ନେଇଛନ୍ତି | ଲୁଟ୍ ଅଳଙ୍କାରର ମୂଲ୍ୟ ୫ ଲକ୍ଷରୁ ଅଧିକ ଟଙ୍କା ହେବ…

ଇମ୍ରାନଙ୍କ ପୁରୁଣା ଲେଖା ପାଇଁ ଘଟଣା ନେଉଛି ଭିନ୍ନମୋଡ଼: ଜେଲ ପ୍ରଶାସନ

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ କ୍ରିକେଟଜଗତର ଷ୍ଟାର ଥିବା ଇମ୍ରାନ ଖାନ ଗତ ଦୁଇ ବର୍ଷ ଧରି ଆଦିଆଲା ଜେଲରେ ବନ୍ଦୀ ଅଛନ୍ତି। ଗତଏକ ମାସ ହେବ ଇମ୍ରାନ ଖାନଙ୍କୁ ତାଙ୍କ ପରିବାର ସଦସ୍ୟଙ୍କ ସହ କୌଣସି ପରିସ୍ଥିତିରେ ଭେଟିବାକୁ…

ନୀତୀଶଙ୍କ ଭେଟି, ୧୦ ଲକ୍ଷ ମହିଳାଙ୍କୁ ଦେଲେ ୧୦୦୦କୋଟି ଟଙ୍କା

ପାଟନା: ବିହାରରେ ମହିଳାମାନଙ୍କୁ ଆର୍ଥିକ ରୂପରେ ସଶକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନେଇଛନ୍ତି ବଡ ପଦକ୍ଷେପ। ମୁଖ୍ୟମନ୍ତ୍ରୀ ମହିଳା ଯୋଜନା ମାଧ୍ୟମରେ ପାଖାପାଖି ୧୦ ଲକ୍ଷ ମହିଳାଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଭାବରେ ୧୦ ହଜାର ଟଙ୍କା ଲେଖାଏଁ ପଠାଯାଇଛି।…

ମହାମହିମ ପଢିଲେ କବିତା

ଭୁବନେଶ୍ବର: ଓଡିଶାବିଧାନସଭା ପାଇଁ ଆଜି ଏକ ଐତିହାସିକ ମୁହୂର୍ତ୍ତ ଏବଂ ସ୍ମରଣୀୟ ଦିନ । ଯାହା କେବେ ଓଡିଶା ବିଧାନସଭା ଇତିହାସରେ ହେଇନଥିଲା ତାହା ଆଜି ହେଲା । ଓଡିଶାର ବିଧାନସଭାକୁ ସମ୍ବୋଧନ କଲେ ରାଷ୍ଟ୍ରପତି । ଉତ୍କଳ ମାଟିର ସୁପୁତ୍ରୀ…

୭୧ କୋଟି ଟଙ୍କା ବ୍ୟୟରେ ଆନ୍ତର୍ଜାତୀୟ ଇକୋଟୁରିଜିମ୍ ଡେଷ୍ଟିନେସନ୍ ହେବ ଦେବ୍ରିଗଡ଼ ଅଭୟାରଣ୍ୟ

ଭୁବନେଶ୍ୱର : ଦେବ୍ରିଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ଏକ ଆନ୍ତର୍ଜାତୀୟ ଇକୋଟୁରିଜିମ୍ ଡେଷ୍ଟିନେସନ୍ ଭାବରେ ବିକଶିତ କରିବା ପାଇଁ ଓଡ଼ିଶା ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରାୟ ୭୧.୧୯ କୋଟି ଟଙ୍କା ମୂଲ୍ୟର ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର୍)କୁ ମଞ୍ଜୁରୀ ଦେଇଛନ୍ତି…

ଧାରଣାରେ କାମ କରୁଥିବାବେଳେ ମାଡ଼ି ଆସିଲା ଟ୍ରେନ୍; ଘଟଣାସ୍ଥଳରେ ୧୧ଜଣ କର୍ମଚାରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଚୀନର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଥିବା କୁନମିଙ୍ଗସ୍ଥିତ ଲୁଓୟାଙ୍ଗଝୋନ ଷ୍ଟେସନରେ ଗୁରୁବାର ଏକ ଭୟାବହ ଟ୍ରେନ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ରେଳ ଧାରଣାରେ କାମ କରୁଥିବା ୧୧ ଜଣ ରକ୍ଷଣାବେକ୍ଷଣ କର୍ମଚାରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଆହତ…

ବିଦେଶରୁ ଚାଲୁଛି କଂଗ୍ରେସର ସୋସିଆଲ ମିଡିଆ ଆକାଉଣ୍ଟ୍ : ବିଜେପି

ନୂଆଦିଲ୍ଲୀ : ବିଜେପି ସାଂସଦ ସମ୍ବିତ ପାତ୍ର ଅଭିଯୋଗ କରିଛନ୍ତି ଯେ କଂଗ୍ରେସ ଦଳ ଭାରତ ବିରୁଦ୍ଧରେ ଏକ ବ୍ୟାଖାନ ସୃଷ୍ଟି କରିବା ପାଇଁ ଦେଶ ବାହାରର ବିଭିନ୍ନ ବ୍ୟକ୍ତିଙ୍କ ସହ ହାତ ମିଳାଇଛି। ସେ କହିଛନ୍ତି ଯେ ସୋସିଆଲ ମିଡିଆ…