ସିବିଆଇ ତଦନ୍ତ ପାଇଁ ଚିଠି ଲେଖିବୁ – ଦୀପାଳି
ଭୁବନେଶ୍ୱର, ୨୯।୧: ନବ ଦାସ ହତ୍ୟା ମାମଲାରେ ଝିଅ ଦୀପାଳି ଦାସଙ୍କ ବଡ଼ ବୟାନ ଦେଇଛନ୍ତି। ଦୀପାଳି କହିଛନ୍ତି, ସିବିଆଇ ତଦନ୍ତ ପାଇଁ ଚିଠି ଲେଖିବୁ। ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ଆମେ ଦାବି କରିବୁ। ଏନେଇ ଚିଠି ପ୍ରସ୍ତୁତ…
ଭୁବନେଶ୍ୱର, ୨୯।୧: ନବ ଦାସ ହତ୍ୟା ମାମଲାରେ ଝିଅ ଦୀପାଳି ଦାସଙ୍କ ବଡ଼ ବୟାନ ଦେଇଛନ୍ତି। ଦୀପାଳି କହିଛନ୍ତି, ସିବିଆଇ ତଦନ୍ତ ପାଇଁ ଚିଠି ଲେଖିବୁ। ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ଆମେ ଦାବି କରିବୁ। ଏନେଇ ଚିଠି ପ୍ରସ୍ତୁତ…
କଟକ,୨୯।୧: ରାଜ୍ୟରେ ହସ୍ପିଟାଲ୍ରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ତଥ୍ୟ ମାଗିଲେ ହାଇକୋର୍ଟ। ବୁଧବାର ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଯେଉଁଥିରେ ରାଜ୍ୟର ଡାକ୍ତରଖାନାଗୁଡ଼ିକର ଅଗ୍ନି ନିରାପତ୍ତା ପରିସ୍ଥିତି ସମ୍ପର୍କରେ ଏକ ବିସ୍ତୃତ ସତ୍ୟପାଠ ଦାଖଲ କରିବାକୁ ଓଡ଼ିଶାର ଅଗ୍ନିଶମ…
କଟକ,୨୯।୧: ସହରର ସୌନ୍ଦର୍ଯ୍ୟକରଣ ପାଇଁ ରାଜଧାନୀ ଭୁବନେଶ୍ୱର ଏବଂ ସିଲଭର ସିଟି କଟକର ବିଭିନ୍ନ ସ୍ଥାନରେ ଜବରଦଖଲକାରୀଙ୍କୁ ହଟେଇବା ପାଇଁ ଉଚ୍ଛେଦ କରାଯାଉଛି। ଏହାରି ମଧ୍ୟରେ ବୁଧବାର ଓଡ଼ିଶା ହାଇକୋର୍ଟ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି) ଏବଂ କଟକ ମ୍ୟୁନିସିପାଲ କର୍ପୋରେସନ (ସିଏମସି)ର…
କଟକ: ବରିଷ୍ଠ ଗୀତିକାର ଓ ନିର୍ଦ୍ଦେଶକ ବୃନ୍ଦାବନ ଜେନା ଆଉ ନାହାନ୍ତି। ୮୭ ବର୍ଷ ବୟସରେ ପରଲୋକ ହୋଇଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ସ୍ନାୟୁଜନିତ ସମସ୍ୟା ପାଇଁ କିଛି ମାସ ହେବ ଏସସିବି ମେଡିକାଲ୍ ଆଇସିୟୁରେ ଚିକିତ୍ସାଧୀନ ଥିଲେ ସେ।…
ଭୁବନେଶ୍ୱର: ଜୀବନର ଯେକୌଣସି କ୍ଷେତ୍ରରେ ସଫଳ ମହିଳାମାନଙ୍କୁ ସେମାନଙ୍କ ପୁରୁଷ ପ୍ରତିପକ୍ଷଙ୍କ ସହିତ ସମକକ୍ଷ ହେବା ଆନନ୍ଦର ବିଷୟ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ କୃଷି କ୍ଷେତ୍ରରେ କାମ କରିବା ଠାରୁ ଆରମ୍ଭ କରି…
ଭୁବନେଶ୍ୱର, ୨୯।୧: ରାଜ୍ୟରୁ ଉଭାନ ହୋଇଛି ଶୀତ। ଦିନ ଭଳି ରାତି ତାପମାତ୍ରା ବୃଦ୍ଧି ପାଇଛି। ଜାନୁଆରୀ ମାସ ନ ସରୁଣୁ ଖରାଦିନ ଭଳି ଗରମ ଅନୁଭୂତ ହେଉଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ପରେ ସାରା…
ଭୁବନେଶ୍ୱର, ୨୯।୧: ବୟନଶିଳ୍ପ, ପୋଷାକ ଶିଳ୍ପ, ରେଶମ ଶିଳ୍ପ ଏବଂ ହସ୍ତତନ୍ତ କ୍ଷେତ୍ରରେ ବିକାଶ ଓ ସମୃଦ୍ଧି ପାଇଁ ଅପାର ସମ୍ଭାବନା ଆଣିଛି ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ -୨୦୨୫ । ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଶିଳ୍ପ…
ପାଟଣାଗଡ : ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ବିଚାର ପ୍ରକ୍ରିୟା ବିଲମ୍ବନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏଥିସହ ଚାରି ସପ୍ତାହ ମଧ୍ୟରେ ମାମଲା ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ହୃଷିକେଶ ରାଏ ଓ…
ଭୁବନେଶ୍ବର : ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍-୨୦୨୫ ସମ୍ମିଳନୀରେ ଦୁଇଦିନରେ ୧୨ ଲକ୍ଷ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପୁଞ୍ଜି ନିବେଶ ପାଇଁ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଭୁବନେଶ୍ବରର ଜନତା ମଇଦାନରେ ଗତକାଲି ଠାରୁ ଆରମ୍ଭ ହୋଇଥିବା ଏହି ଦୁଇ ଦିନିଆ…
ନୂଆଦିଲ୍ଲୀ: ବିଜୟ ଚୌକ ଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଧ୍ବଜାବତରଣ ସମାରୋହ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହକୁ ଭାରତୀୟ ସ୍ଥଳସେନା, ବାୟୁସନା ଓ ନୌସେନା ପକ୍ଷରୁ ପରମ୍ପରା, ସଙ୍ଗୀତ ଏବଂ ଦେଶପ୍ରେମର ଏକ ଶକ୍ତିଶାଳୀ ମିଶ୍ରଣ ଭାବେ ପ୍ରଦର୍ଶନ…