ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୩ ବର୍ଷର ଶିଶୁ ପୁତ୍ରକୁ ମାରିଦେଲା
କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଝୁମ୍ପୁରା ଥାନା ଖେଣ୍ଡରା ଠାରେ ଜଣେ ୩ ବର୍ଷର ଶିଶୁପୁତ୍ର ମୃତଦେହ ପଥର ଖୋଲରେ ପଡିଥିବା ଦେଖିବାକୁ ମିଳିଛି । ପାରିପାର୍ଶ୍ଵିକ ସ୍ଥିତିରୁ ଶିଶୁଟିକୁ ପଥରରେ ପିଟି ମାରିଦେଇଥିବା ନେଇ ଆଶଙ୍କା କରାଯାଉଛି । ସୂଚନା ଅନୁସାରେ,…
