ମଧୁସୂଦନ ପାଢ଼ୀଙ୍କୁ ମୁଖ୍ୟ ନିର୍ବାଚନ କମିସନର ଦାୟିତ୍ବ

ଭୁବନେଶ୍ବର: ରାଜ୍ୟ ନିର୍ବାଚନ କମିସନର ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି। ୨୦୨୭ରେ ହେବାକୁଥିବା ପଞ୍ଚାୟତ ନିର୍ବାଚନ ପୂର୍ବରୁ ତାଙ୍କୁ ସରକାର ରାଜ୍ୟର ନୂଆ ନିର୍ବାଚନ କମିସନର ଭାବେ ନିଯୁକ୍ତ କରିଛନ୍ତି ।…

ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ପାଇଁ ଭୁବନେଶ୍ୱରରେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଜାନୁଆରି ୨୮ରୁ ଜାନୁଆରି ୩୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଏବଂ ମେକ୍ ଇନ୍ ଓଡିଶା ପ୍ରଦର୍ଶନୀ ପାଇଁ ବିସ୍ତୃତ ସୁରକ୍ଷା ବ୍ୟବସ୍ଥା କରାଯାଇଛି ବୋଲି ଭୁବନେଶ୍ୱର ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି। ସେ…

ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ପ୍ରକାଶ ମିଶ୍ରଙ୍କୁ ନିଯୁକ୍ତି

ଭୁବନେଶ୍ବର: ପୂର୍ବତନ ଡିଜିପି ପ୍ରକାଶ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ମ‌ୋହନ ମାଝୀଙ୍କ ମୁଖ୍ୟ ଉପଦେଷ୍ଟା ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଏହା ଦ୍ବାରା ଏଣିକି ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିବ। ସେ ନିଜର ନିର୍ମଳ ଭାବମୂର୍ତ୍ତି ଓ ସ୍ପଷ୍ଟବାଦୀ ଆଭିମୁଖ୍ୟ ପାଇଁ…

କଟକର ବିଡ଼ାନାସୀ ପଡ଼ିଆରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କଟକ :  ୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ କଟକର ବିଡ଼ାନାସୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ୭୬ ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ରାଜ୍ୟବାସୀଙ୍କୁ…

ପଦ୍ମଶ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଓଡିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ସଂରକ୍ଷଣ ଉପରେ କଲେ ଆଲୋଚନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଓଡ଼ିଶାକୁ ବିଭିନ୍ନ କ୍ଷେତ୍ରରେ ଗର୍ବିତ କରି ପଦ୍ମ ସମ୍ମାନରେ ସମ୍ମାନିତ ହୋଇଥିବା ବରେଣ୍ୟ ବ୍ୟକ୍ତିବିଶେଷଙ୍କୁ ସାକ୍ଷାତ କରିଛନ୍ତି । ପଦ୍ମଶ୍ରୀ ଡ଼.ଜିତେନ୍ଦ୍ର ହରିପାଲ, ଚର୍ତୁଭୂଜ ମେହେର, ପଦ୍ମଶ୍ରୀ ପ୍ରମୋଦ ଭଗତ, ପଦ୍ମଶ୍ରୀ ସୁଦର୍ଶନ…

୪ ଓଡ଼ିଆଙ୍କୁ ମିଳିବ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାର

ନୂଆଦିଲ୍ଲୀ: ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ୨୦୨୫ ପାଇଁ ପଦ୍ମଶ୍ରୀ ପୁରସ୍କାର ତାଲିକା ଘୋଷଣା କରିଛି କେନ୍ଦ୍ର ସରକାର। ଏଥିରେ ୪ ଓଡ଼ିଆଙ୍କୁ ମିଳିବ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାର। ଡାକ୍ତର ଅଶୋକ ମହାପାତ୍ରଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିବ। ସେହିପରି ମେଡିସିନ୍‌ କ୍ଷେତ୍ରରେ…

‘ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ରୁ ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ଆଶା ରହିଛି’

ଭୁବନେଶ୍ବର: ଦୁଇ ଦିନ ପରେ ଭୁବନେଶ୍ବରରେ ‘ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା-୨୦୨୫’ କାର୍ଯ୍ୟକ୍ରମ ଆରମ୍ଭ ହେବ। ଜନତା ମଇଦାନରେ ଆୟୋଜିତ ୨ ଦିନିଆ ମେଗା କାର୍ଯ୍ୟକ୍ରମରେ ଶିଳ୍ପ ଜଗତର ଜଣାଶୁଣା ଚେହେରା ଯୋଗ ଦେବେ। ରାଜ୍ୟର ସ୍ଥାୟୀ ଅଭିବୃଦ୍ଧିକୁ ଅଗ୍ରଗତି କରିବାର…

ଆବାସ ଯୋଜନାରେ ନୂଆ ହିତାଧିକାରୀ ଚୟନ ଲାଗି ଆବାସ ପ୍ଲସ-୨ ସର୍ଭେ ଆରମ୍ଭ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଜରିଆରେ ନୂଆ ହିତାଧିକାରୀ ଯୋଡ଼ିବାକୁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ଆବାସ ଯୋଜନାରୁ ବଞ୍ଚିତ ପରିବାରଙ୍କୁ ଏଥିରେ ଯୋଡ଼ିବାକୁ ଆରମ୍ଭ ହୋଇଛି ଆବାସ ପ୍ଲସ ୨ ସର୍ଭେ । ପଞ୍ଚାୟତିରାଜ ଏବଂ…

ସୁପ୍ରିମକୋର୍ଟରେ ମାହାଙ୍ଗା ଡବଲ ମର୍ଡର ମାମଲା, ଅଡ଼ୁଆରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ପ୍ରତାପ ଜେନା

କଟକ: କଡ଼ ଲେଉଟାଇଲା ମାହାଙ୍ଗା ଡବଲ ମର୍ଡର ମାମଲା। ଏହାଫଳରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ପ୍ରତାପ ଜେନାଙ୍କ ଅଡ଼ୁଆ ବଢ଼ିଛି। ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ମୃତ କୁଳମଣି ବରାଳଙ୍କ ପୁଅ ରଞ୍ଜିତ ବରାଳ। ପ୍ରତାପ ଜେନାଙ୍କ ପକ୍ଷରୁ…

ଆରାକାନ ସେନାର ନିର୍ଯାତନା: ଦେଶ ଛାଡିବାକୁ ବାଧ୍ୟ ହେଉଛନ୍ତି ରୋହିଙ୍ଗ୍ୟା

ନାପିଦ୍ବ: ମିଆଁମାରରେ ବିଦ୍ରୋହୀ ଗୋଷ୍ଠୀ ଆରାକାନ୍ ଆର୍ମି (ଏଏ)ର ପ୍ରଭାବ ବୃଦ୍ଧି ପାଇଛି। ମିଆଁମାରର ରାଖାଇନ୍ ରାଜ୍ୟକୁ ଆରାକାନ୍ ଆର୍ମି ଜୁଣ୍ଟା ସେନାଠାରୁ ଛଡ଼ାଇ ନିଜ ଦଖଲକୁ ନେଇଛି। ଏହି କାରଣରୁ ସ୍ଥାନୀୟ ରୋହିଙ୍ଗ୍ୟାମାନଙ୍କର ଭବିଷ୍ୟତ ଅନିଶ୍ଚିତ ହୋଇପଡିଛି। ମିଆଁମାରର ବାଂଲାଦେଶ…