ଭାରତ-ବାଂଲାଦେଶ ସୀମାରୁ ୧.୪ କୋଟି ଟଙ୍କାର କଫସିରଫ ଜବତ

ନୂଆଦିଲ୍ଲୀ: ସୀମା ସୁରକ୍ଷା ବଳ (BSF) ଦକ୍ଷିଣ ବଙ୍ଗ ଫ୍ରଣ୍ଟିୟରର ୩୨ତମ ବାଟାଲିୟନ ଏକ ବଡ ଡ୍ରଗ୍ସ ଚୋରା ଚାଲାଣ ଉପରେ ଚଢ଼ାଉ କରିଛି | ପଶ୍ଚିମବଙ୍ଗର ଭାରତ-ବାଂଲାଦେଶ ଆନ୍ତର୍ଜାତୀୟ ସୀମାରେ ନଦୀୟା ଜିଲ୍ଲାର କିଶନଗଞ୍ଜ ଥାନା ଅଞ୍ଚଳ ଅନ୍ତର୍ଗତ ମାଝଡିଆର…

ବିଜେପିର ନିର୍ବାଚନ ଶେଷ ହୋଇଯାଇଛି : କେଜ୍ରିଓ୍ବାଲ୍

ନୂଆଦିଲ୍ଲୀ: ଦିଲ୍ଲୀରେ ବିଧାନସଭା ନିର୍ବାଚନକୁ ନେଇ ପ୍ରଚାର ଚରମରେ ପହଞ୍ଚିଛି । ସେପଟେ ଶନିବାର ବିଜେପି ସଂକଳ୍ପ ପତ୍ରର ତୃତୀୟ ଭାଗ ଜାରି କରିଛି। ଅମିତ ଶାହା ଏହି ସଂକଳ୍ପ ପତ୍ରର ଶୁଭାରମ୍ଭ କରିଛନ୍ତି। ସେପଟେ ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ…

ସମ୍ବିଧାନ ଆମର ସାମୂହିକ ପରିଚୟର ଆଧାର: ରାଷ୍ଟ୍ରପତି

ନୂଆଦିଲ୍ଲୀ: ୭୬ତମ ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ରାଷ୍ଟ୍ର ଉଦ୍ଦେଶ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଗଣତନ୍ତ୍ର ଦିବସ ଅବସରରେ ମୁଁ ଆପଣଙ୍କୁ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି। ୭୫ବର୍ଷ ପୂର୍ବେ, ୨୬ ଜାନୁଆରୀରେ, ଭାରତର ସମ୍ବିଧାନ କାର୍ଯ୍ୟକାରୀ…

ଦୁଇ ଡଙ୍ଗାରେ ଗୋଡ଼ଦେବା ଭାରତ ପାଇଁ ମହଙ୍ଗା ସାବ୍ୟସ୍ତ ହେବ: ପାକ୍ ବିଶେଷଜ୍ଞଙ୍କ ଚେତାବନୀ

ଇସ୍‌ଲାମାବାଦ: ଇରାନ ଏବଂ ରୁଷିଆ ସହିତ ଭାରତ ନିଜର ସମ୍ପର୍କ ବଜାୟ ରଖିଥିବାବେଳେ ଏହି ଦେଶଗୁଡିକ ମଧ୍ୟ ପ୍ରତିଦ୍ୱନ୍ଦ୍ୱୀ ଆମେରିକା ସହ ସମ୍ପର୍କ ବଜାୟ ରଖିଛନ୍ତି। କିନ୍ତୁ ଭବିଷ୍ୟତରେ ଏହି ସନ୍ତୁଳନ କଷ୍ଟସାଧ୍ୟ ହେବ। ପାକିସ୍ତାନର ବୈଦେଶିକ ବ୍ୟାପାର ବିଶେଷଜ୍ଞ ଶାଜିଆ…

ନିଟ୍ ୟୁଜି ପରୀକ୍ଷା ପ୍ୟାଟର୍ଣ୍ଣରେ ବଡ଼ ପରିବର୍ତ୍ତନ, ବିକଳ୍ପ ପ୍ରଶ୍ନ ହଟିଲା, ହ୍ରାସ ପାଇଲା ସମୟ

ନୂଆଦିଲ୍ଲୀ: ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି ମେଡିକାଲ୍ ପ୍ରବେଶିକା ପରୀକ୍ଷା ନିଟ୍ ୟୁଜିର ଏକ୍‌ଜାମ୍ ପ୍ୟାଟର୍ଣ୍ଣରେ ବଡ଼ ପରିବର୍ତ୍ତନ କରିଛି । ଏନ୍‌ଟିଏ ଘୋଷଣା ଅନୁସାରେ ଏବେ ନିଟ୍ ୟୁଜି ପରୀକ୍ଷାର ପ୍ରଶ୍ନ ପତ୍ରର ପ୍ୟାଟର୍ଣ୍ଣ ଏବଂ ସମୟ କୋଭିଡ୍ ପୂର୍ବପରି ହୋଇଯିବ…

ବିତ୍ତୀୟ ପରିଚାଳନାରେ ଓଡ଼ିଶା ସର୍ବଶ୍ରେଷ୍ଠ ରାଜ୍ୟ, ନୀତି ଆୟୋଗ ରିପୋର୍ଟରେ ଖୁଲାସା

ଭୁବନେଶ୍ୱର ୨୫/୦୧: ବିତ୍ତୀୟ ପରିଚାଳନାରେ ଓଡ଼ିଶା ସର୍ବଶ୍ରେଷ୍ଠ ରାଜ୍ୟ । ଯେଉଁଥିପାଇଁ ରାଜ୍ୟର ବିତ୍ତୀୟ ସ୍ୱାସ୍ଥ୍ୟ ଅନ୍ୟ ସମସ୍ତ ରାଜ୍ୟଠାରୁ ଢେର ତଗଡ଼ା । ନୀତି ଆୟୋଗ ଏକଥା ସ୍ପଷ୍ଟ କରିଛି । ରାଜ୍ୟ ଗୁଡିକର ବିତ୍ତୀୟ ସ୍ୱାସ୍ଥ୍ୟ ସମ୍ପର୍କରେ  ନୀତି…

ଅମିତ ଶାହା ଜାରି କଲେ ବିଜେପିର ସଂକଳ୍ପ ପତ୍ର

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜେପିର ସଂକଳ୍ପ ପତ୍ରର ତୃତୀୟ ଭାଗ ପ୍ରକାଶ କରିଛନ୍ତି। ଏହି ସମୟରେ ସେ କହିଥିଲେ ଯେ ଆମେ ଯାହା ପ୍ରତିଜ୍ଞା କରୁ, ଆମେ ତାହା ପୂରଣ କରୁ,…

ପ୍ରତ୍ୟର୍ପଣ ତାଲିକାରେ ବହୁ ନାମ ରହିଛି: ତହବୁର ରାଣାଙ୍କୁ ନେଇ ସଞ୍ଜୟଙ୍କ ମନ୍ତବ୍ୟ

ମୁମ୍ବାଇ: ମୁମ୍ବାଇରେ ହୋଇଥିବା ୨୬/୧୧ ଆକ୍ରମଣରେ ସମ୍ପୃକ୍ତ ଅଭିଯୁକ୍ତ ତହବୁର ରାଣାଙ୍କୁ ଶୀଘ୍ର ଭାରତକୁ ଅଣାଯାଇପାରେ। ଏହି ଘଟଣାରେ ୧୬୪ଜଣଙ୍କର ମୃତ୍ୟୁ ଘଟିଥିଲା। ଆକ୍ରମଣରେ ନିଜ ଭୂମିକା ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ପାକିସ୍ତାନୀ ମୂଳ ବ୍ୟବସାୟୀ ତହବୁର ହୁସେନ୍ ରାଣା…

ୟୁନୁସ୍ କ୍ଷମତା ଛାଡିଲେ ବାଂଲାଦେଶର ସ୍ଥିତି ସୁଧୁରିବ: ହସିନା ସରକାରଙ୍କ ପୂର୍ବତନ ମନ୍ତ୍ରୀ

ଢାକା: ବାଂଲାଦେଶର ପୂର୍ବତନ ଗୃହମନ୍ତ୍ରୀ ଆଜାଦୁଜମାନ ଖାନ କମଲ ଦେଶରେ ଶେଖ ହସିନା ସରକାରଙ୍କ ପତନ ଏବଂ ମହମ୍ମଦ ୟୁନୁସ୍ କ୍ଷମତାକୁ ଆସିବା ପରେ ପରିବର୍ତ୍ତିତ ପରିସ୍ଥିତି ବିଷୟରେ କହିଛନ୍ତି। ବରିଷ୍ଠ ଆୱାମୀ ଲିଗ୍ ନେତା ଆଜାଦୁଜମାନ କମଲ କହିଛନ୍ତି ଯେ,…

ଚୀନ-ଆମେରିକା ବିଦେଶ ମନ୍ତ୍ରୀଙ୍କ ମଧ୍ୟରେ କଥା କଟାକଟି

ଓ୍ବାସିଂଟନ : ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି ଶୁକ୍ରବାର ଆମେରିକାର ନୂତନ ବୈଦେଶିକ ସଚିବ ମାର୍କୋ ରୁବିଓଙ୍କ ସହ ଫୋନରେ କଥାବାର୍ତ୍ତା କରିଥିଲେ । କିନ୍ତୁ ଏହି ସମୟରେ ଉଭୟଙ୍କ ମଧ୍ୟରେ କଥା କଟାକଟି ହୋଇଥିଲେ । ଏପରିକି ଚୀନ…