ଅବସର ପରେ ମେରାଇନ ପୁଲିସ ନିଯୁକ୍ତି

ଭୁବନେଶ୍ୱର: ତଟ ସୁରକ୍ଷା ଉପରେ ଓଡ଼ିଶା ପୁଲିସ ଗୁରୁତ୍ୱ ଦେବ ବୋଲି ମହାନିର୍ଦେଶକ ୱାଇ.ବି.ଖୁରାନିଆ ସୂଚନା ଦେଇଛନ୍ତି। ତଟ ସୁରକ୍ଷା ପାଇଁ ସ୍ୱତନ୍ତ୍ର ବୋର୍ଡ ଗଠନ ହେବ। ଏହି ବୋର୍ଡରେ ଓଡ଼ିଶା ପୁଲିସ ଏବଂ କୋର୍ଡଗାର୍ଡର ଅଧିକାରୀ ରହିବେ। ଅବସରପ୍ରାପ୍ତ କୋଷ୍ଟଗାର୍ଡ…

ରାଜ୍ୟପାଳଙ୍କୁ ସାକ୍ଷାତ କଲେ ଓଡ଼ିଆ ଚଳଚ୍ଚିତ୍ର ରଙ୍ଗଶୁରର ନିର୍ମାତା ଓ କଳାକାର

ବାଘ ନାଚ ଉପରେ ଆଧାରିତ ତଥା ନାରୀ ସଶକ୍ତିକରଣ ଓ ଜଙ୍ଗଲ ବଞ୍ଚାଅ ଅଭିଯାନର ବାର୍ତ୍ତାକୁ ନେଇ ନିର୍ମିତ ଓଡ଼ିଆ ଚଳଚ୍ଚିତ୍ର “ରଙ୍ଗଶୁର”ର ପ୍ରଯୋଜକ ସଚ୍ଚିକାନ୍ତ ଜେନା, ପ୍ରଶାନ୍ତ ବେହେରା, ପ୍ରଯୋଜକ ବିନି ପଟ୍ଟନାୟକ, ନିର୍ଦ୍ଦେଶକ ପ୍ରତାପ ରାଉତ, କ୍ରିଏଟିଭ ହେଡ୍…

‘ନବୀନଙ୍କ ସ୍ବପ୍ନ ପୂରଣ କରିବେ ଯୁବ ପିଢି’

ଭୁବନେଶ୍ବର: ‘ଦଳକୁ ଯୁବ ପିଢି ହିଁ ଆଗେଇ ନେବେ, ନବୀନଙ୍କ ସ୍ବପ୍ନ ପୂରଣ ପାଇଁ ମଙ୍ଗ ଧରିବେ ଯୁବ ବିଜେଡି ନେତା ।’ ଆଜି ନିଜ ଘରେ ଯୁବ ବିଜେଡି ନେତାଙ୍କ ମେଳିକୁ ନେଇ କିଛି ଏପରି ମନ୍ତବ୍ୟ ରଖିଛନ୍ତି ବିଜେଡି…

ୱାକଫ୍‌ ସଂଶୋଧନ ବିଲ୍‌କୁ ନେଇ ଜେପିସି ବୈଠକରେ ହଙ୍ଗାମା, ଓୱେସିଙ୍କ ସମେତ ୧୦ ବିରୋଧୀ ସାଂସଦ ନିଲମ୍ବିତ

ନୂଆଦିଲ୍ଲୀ: ୱାକଫ୍‌ ସଂଶୋଧନ ବିଲ୍ ଉପରେ ଥିବା ଜେପିସି ବୈଠକରେ ହଙ୍ଗାମା। ଏହି ଉତ୍ତେଜନାକୁ ଦୃଷ୍ଟିରେ ରଖି ମାର୍ଶାଲମାନଙ୍କୁ ଡକାଯାଇଥିଲା କିନ୍ତୁ ବିରୋଧ ଥମିନଥିଲା। ଏଥିପାଇଁ ଅସବୁଦ୍ଦିନ ଓୱେସି ଏବଂ କଲ୍ୟାଣ ବାନାର୍ଜୀଙ୍କ ସମେତ ୧୦ ଜଣ ବିରୋଧୀ ସାଂସଦଙ୍କୁ ଜେପିସି ସଦସ୍ୟତାରୁ…

ଟ୍ରେନ୍‌ରୁ ଖସିପଡ଼ି ଏମ୍‌ସିଏ ଛାତ୍ରୀଙ୍କ ମୃତ୍ୟୁ

ହରିଚନ୍ଦନପୁର: ଝିଅ ଭୁବନେଶ୍ବରରୁ ଘରକୁ ଆସୁଛି ବୋଲି ପରିବାର ଲୋକେ ବହୁତ ଖୁସିରେ ଥିଲେ। ଝିଅ ଆସିଲେ କ’ଣ ଖାଇବ କେଉଁଠିକୁ ବୁଲିଯିବ ସେଥି ପାଇଁ ମଧ୍ୟ ପ୍ରସ୍ତୁତି କରିଥିଲେ। ତେବେ ଯେଉଁ ଝିଅର ପହଞ୍ଚିବାକୁ ପରିବାର ଲୋକେ ସକାଳ ଠାରୁ…

ପୁଣି ରିମାଣ୍ଡରେ ଆସିବେ ହଂସିତା-ଅନୀଲ

ଭୁବନେଶ୍ଵର: ପୁଣି ରିମାଣ୍ଡରେ ଯିବେ ହାଇପ୍ରୋଫାଇଲ୍ ଠକ ହଂସିତା-ଅନୀଲ । ପୁଣିଥରେ ଉଭୟଙ୍କୁ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଛି ପୋଲିସ । ଯୁବତୀ ଚାଲାଣ ପ୍ରସଙ୍ଗରେ ଅଧିକ ଖୋଳତାଡ଼ ପାଇଁ ଉଭୟଙ୍କୁ ପୁଣି ରିମାଣ୍ଡରେ ଆଣିବ ପୋଲିସ । ଠକ…

ସୈଫଙ୍କୁ ଛୁରାମାଡ ଘଟଣା: ଅଭିଯୁକ୍ତ ବାପା କହିଲେ-CCTV ଦେଖାଯାଉଥିବା ବ୍ୟକ୍ତି ମୋ ପୁଅ ନୁହଁ

ମୁମ୍ଵାଇ : ସୈଫ୍ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ ମାମଲାରେ ଏକ ବଡ଼ ମୋଡ଼ ଆସିଛି। ଏପର୍ଯ୍ୟନ୍ତ ସୋସିଆଲ ମିଡିଆରେ ଏହା ଉପରେ ଆଲୋଚନା ହେଉଥିବାବେଳେ, ଅଭିଯୁକ୍ତ ଶହଜାଦର ବାପା ମଧ୍ୟ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଇଛନ୍ତି। ପୋଲିସ ହେପାଜତରେ ଥିବା ଅଭିଯୁକ୍ତ…

‘ବଜେଟ୍‌ ପାଇଁ ସମସ୍ତେ ଜାନୁଆରି ୩୧ ତାରିଖ ପର୍ଯ୍ୟନ୍ତ ମତାମତ ଦେଇପାରିବେ’

ଭୁବନେଶ୍ବର: ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ରାଜ୍ୟ ସରକାର ଆଜି ପ୍ରାକ୍‌ ବଜେଟ୍‌ ବୈଠକ କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଛନ୍ତି। ବୈଠକରେ ଆଗାମୀ ଆର୍ଥିକ ବର୍ଷରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ,…

ଅଭିନେତା ଶ୍ରେୟସ ତଲପଡେ ଓ ଆଲୋକ ନାଥଙ୍କ ବିରୋଧରେ ଠକେଇ ମାମଲା ରୁଜୁ

ଅଭିନେତା ଶ୍ରେୟସ ତଲପଡେ ଏବଂ ଆଲୋକ ନାଥଙ୍କ ବିରୋଧରେ ହରିୟାଣାର ସୋନିପତ ଜିଲ୍ଲାର ମୁରଥାଲ ପୋଲିସ ଷ୍ଟେସନରେଠକେଇ ମାମଲା ରୁଜ୍ଜୁ ହୋଇଛି। ଗତ ୨୨ତାରିଖରେ ଦାଖଲ ହୋଇଥିବା ଏତଲାରେ ଭାରତୀୟ ନ୍ୟାୟ ସଂହିତାର ଧାରା ୩୧୬(୨), ୩୧୮(୨) ଓ ୩୧୮(୪) ଅନୁଯାୟୀ…

ଗଛକୁ ପିଟି ଓଲଟି ପଡ଼ିଲା ଅତିରିକ୍ତ ଏସପିଙ୍କ ଗାଡ଼ି, ୪ ଆହତ

ଭଞ୍ଜନଗର: ଗଛକୁ ପିଟି ଓଲଟି ପଡ଼ିଲା ଅତିରିକ୍ତ ଏସପିଙ୍କ ଗାଡ଼ି। ଅତିରିକ୍ତ ଏସ୍‌ପି ଓ ତାଙ୍କ ପତ୍ନୀଙ୍କ ସହ ୪ ଆହତ ହୋଇଥିବା ସୂଚନା ମିଳିଚି। ସମସ୍ତଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। କଟକରୁ ଫେରିବା ବେଳେ ଶାଳୁଆପଲି ଗାଁ ନିକଟରେ ଦୁର୍ଘଟଣା…