କ୍ୟାବିନେଟ୍ ମନ୍ତ୍ରୀଙ୍କ ସହିତ ମିଶି ସଙ୍ଗମରେ ବୁଡ଼ ପକାଇଲେ ଯୋଗୀ
ଲକ୍ଷ୍ନୌ: ପ୍ରୟାଗରାଜରେ ଅନୁଷ୍ଠିତ ମହାକୁମ୍ଭ ଅବସରର ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଏକ କ୍ୟାବିନେଟ ବୈଠକ କରିଥିଲେ। ଯେଉଁଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା କରାଯାଇଥିଲା। ଏହି ବୈଠକରେ ଉତ୍ତର ପ୍ରଦେଶର ସମସ୍ତ କ୍ୟାବିନେଟ୍ ମନ୍ତ୍ରୀ ଅଂଶଗ୍ରହଣ…
