ରାଜ୍ୟ କ୍ୟାବିନେଟ୍ରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ଵର: ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ସହ ଅନ୍ୟ ବିଭାଗର ୧୦ଟି ପ୍ରସ୍ତାବକୁ କ୍ୟାବିନେଟ୍…
