ସାନପଦର ଠାରେ ନୂଆ ପାସେଞ୍ଜର ହଲ୍ଟ; ଉପକୃତ ହେବେ ସ୍ଥାନୀୟ ଯାତ୍ରୀ
ଭୁବନେଶ୍ୱର: ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନରେ ଅବସ୍ଥିତ ସାନପଦର ଠାରେ ଏକ ନୂତନ ପାସେଞ୍ଜର ହଲ୍ଟ ଶୁଭାରମ୍ଭ କରିଛି ଭାରତୀୟ ରେଳବାଇ । ଏହି ନୂତନ ପାସେଞ୍ଜର ହଲ୍ଟ ଅଞ୍ଚଳର ବର୍ଦ୍ଧିତ ପରିବହନ ଆବଶ୍ୟକତା ପୂରଣ କରିବ ଏବଂ ସ୍ଥାନୀୟ ଯାତ୍ରୀମାନଙ୍କ…
