ଭାରତୀୟ ନିର୍ବାଚନକୁ ନେଇ ଟିପ୍ପଣୀ କ୍ଷମା ମାଗିଲା ମେଟା, ‘ଅଜାଣତରେ ଭୁଲ୍ ହୋଇଥିଲା’
ନୂଆଦିଲ୍ଲୀ: ମେଟା ସିଇଓ ମାର୍କ ଜକରବର୍ଗ୍ ୨୦୨୪ ଲୋକସଭା ନିର୍ବାଚନ ସଂକ୍ରାନ୍ତରେ ଦେଇଥିବା ଟିପ୍ପଣୀ ପାଇଁ ମେଟା ଆଜି କ୍ଷମା ମାଗିଛି। ମେଟା ଇଣ୍ଡିଆର ଉପସଭାପତି ଶିବନାଥ ଠୁକରାଲ ଏକ୍ସରେ ଏକ ପୋଷ୍ଟ୍ କରି କହିଛନ୍ତି, କ୍ଷମତାରେ ଥିବା ଅନେକ ଦଳ…
