ମୂର୍ତ୍ତି ଭାଙ୍ଗିଲେ ବି ଖର୍ଚ୍ଚ ବଢିବ… ଭଙ୍ଗାଯିବନି ମାୟାବତୀଙ୍କ ମୂର୍ତ୍ତି
ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି ମିଳିଛି । ସରକାରୀ ଖର୍ଚ୍ଚରେ ନିଜର ଓ ନିଜ ଦଳର ସଂକେତ ହାତୀ ମୂର୍ତ୍ତି ଲଗାଇବା ବିରୋଧରେ ତାଙ୍କ ବିରୋଧରେ ରୁଜ୍ଜୁ ହୋଇଥିବା ମାମଲାକୁ ରଦ୍ଦ କରିଛନ୍ତି କୋର୍ଟ । ସୁପ୍ରିମ୍…
