ଅଡ଼ୁଆରେ ମାର୍କ ଜୁକରବର୍ଗ, ମେଟାକୁ ସମନ କରିବ ସଂସଦୀୟ କମିଟି
ଭାରତରେ ଗତବର୍ଷ ହୋଇଥିବା ସାଧାରଣ ନିର୍ବାଚନକୁ ନେଇ ବିବାଦୀୟ ବୟାନ ଦେବା ପରେ ଅଡ଼ୁଆରେ ଫେସବୁକ ସଂସ୍ଥାପକ ମାର୍କ ଜୁକରବର୍ଗ। ଏହି ମାମଲାରେ ସଂସଦୀୟ କମିଟି ମେଟା କମ୍ପାନୀକୁ ସମନ କରିବ ବୋଲି ଜଣାପଡ଼ିଛି। ସଂସଦର ଆଇଟି ଓ ଯୋଗାଯୋଗ କମିଟିର…
