ଲୋକସେବା ଭବନରୁ ଠକକୁ ଗିରଫ କଲା ପୁଲିସ୍
ଭୁବନେଶ୍ବର: ରାଜ୍ୟର ସେକ୍ରାଟାରିଏଟ ଭିତରେ ରହି ଚୂନ ଲଗାଉଥିଲା ଦଲାଲ । ମିଛ ପରିଚୟ ପତ୍ର ସହ ନିଜକୁ ଓଡିଶା ସରକାରଙ୍କ କର୍ମଚାରୀ ଭାବେ ପରିଚିତ କରିଥିଲେ । ଚାକିରି କରାଦେବାକୁ କହି ଲକ୍ଷାଧିକ ଟଙ୍କା ଠକୁଥିଲେ । ହେଲେ ସବୁଠୁ…
ଭୁବନେଶ୍ବର: ରାଜ୍ୟର ସେକ୍ରାଟାରିଏଟ ଭିତରେ ରହି ଚୂନ ଲଗାଉଥିଲା ଦଲାଲ । ମିଛ ପରିଚୟ ପତ୍ର ସହ ନିଜକୁ ଓଡିଶା ସରକାରଙ୍କ କର୍ମଚାରୀ ଭାବେ ପରିଚିତ କରିଥିଲେ । ଚାକିରି କରାଦେବାକୁ କହି ଲକ୍ଷାଧିକ ଟଙ୍କା ଠକୁଥିଲେ । ହେଲେ ସବୁଠୁ…
ଉଦ୍ଘାଟିତ ହେଲା ବହୁ ପ୍ରତିକ୍ଷିତ ସୋନମାର୍ଗ ଟନେଲ ବା Z ମୋଡ୍ ଟନେଲ୍। ଏହି ଟନେଲ ଦ୍ୱାରା ଉପକୃତ ହେବେ ଲଦାଖବାସୀ। ଆଉ ଯାତାୟତରେ ହେବନି କୌଣସି ଅସୁବିଧା। ଲଦାଖକୁ ସବୁ ଋତୁରେ ଯିବା ଆସିବା କରିପାରିବେ ଲୋକେ। ଏହି ଟନେଲ୍…
ଭୁବନେଶ୍ୱର : ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ୨୦ହଜାର ଟଙ୍କାର ପେନସନ । ସଂଗ୍ରାମୀମାନଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ ବହନ କରିବେ ଓଡିଶା ସରକାର । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୨୫…
ଭୁବନେଶ୍ବର: ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଛାତ୍ରୀଙ୍କ ଘର କେନ୍ଦ୍ରାପଡ଼ାରେ ହୋଇଥିବା ବେଳେ ସେ ସଙ୍ଗୀତ ମହାବିଦ୍ୟାଳୟରେ +୨ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ ।…
ଏଲ୍ଏସିରେ ସ୍ଥିତି ସମ୍ବେଦନଶୀଳ କିନ୍ତୁ ସ୍ଥିର ରହିଛି। ଭାରତୀୟ ସେନା ପ୍ରତିଟି ସ୍ଥିତି ମୁକାବିଲା କରିବାକୁ ପ୍ରସ୍ତୁତ। ଭାରତ ଓ ଚୀନ୍ ସୀମା ବିବାଦକୁ ନେଇ ଆଜି ଏଭଳି କିଛି କହିଛନ୍ତି ସ୍ଥଳ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ। ସୀମା…
ରାଜନଗର: ଜାନୁଆରୀ ୧୪ ତାରିଖଠାରୁ ବନ୍ଦ ରହିବ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ଗଣନା ପାଇଁ ଆସନ୍ତାକାଲିଠାରୁ ୨୨ ତାରିଖ ଅର୍ଥାତ ୯ ଦିନ ଧରି ଭିତରକନିକା ବନ୍ଦ ରହୁଥିବାରୁ ଦେଶ ବିଦେଶର ପର୍ଯ୍ୟଟକ ମାନେ ଭିତରକନିକା ବୁଲି…
ପାଖେଇ ଆସିଲାଣି ଦିଲ୍ଲୀ ବିଧାନସଭା ନିର୍ବାଚନ। ଆସନ୍ତା ମାସରେ ପଡିବ ଭୋଟ୍। ଏହି ନିର୍ବାଚନୀ ଭିତରେ ଆମ୍ ଆଦମୀ ପାର୍ଟି ସରକାର ଉପରେ ବର୍ଷିଛନ୍ତି ଦଲ୍ଲୀ ହାଇକୋର୍ଟ। ସିଏଜି ରିପୋର୍ଟକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଆପର୍ ସଚ୍ଚୋଟତା ଉପରେ କୋର୍ଟ…
ଭୁବନେଶ୍ବର: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ସମ୍ପର୍କୀୟ ଝିଅ-ଜୋଇଁଙ୍କର ପରିଚୟ ଦେଇ ଠକୁଥିବା ଅନୀଲ ମହାନ୍ତି ଓ ହଂସିତା ଅଭିଲିପ୍ସାଙ୍କ ମାମଲାରେ ନୂଆ ମୋଡ଼ ଆସିଛି। ମାମଲାରେ କେସ୍ ଡାଏରି ଦାଖଲ ହୋଇପାରି ନାହିଁ । କେସ୍ ଡାଏରିରେ ବିଳମ୍ବ ପାଇଁ ଜାମିନ…
ଭୁବନେଶ୍ବର: ପାରାଦ୍ବୀପ ବନ୍ଦର ନିକଟରେ ପ୍ରତିଷ୍ଠା ହେବ ଜାହାଜ ଭଙ୍ଗା କେନ୍ଦ୍ର। ଜାହାଜ ପୁନଃପ୍ରକ୍ରିୟାକରଣ କେନ୍ଦ୍ର ୪ ହଜାର କୋଟି ଟଙ୍କା ବିନିଯୋଗ କରାଯିବ। ଏହାଦ୍ବାରା ଓଡ଼ିଶାର ସାମୁଦ୍ରିକ ଓ ଶିଳ୍ପ ପରିଦୃଶ୍ୟରେ ପରିବର୍ତ୍ତନ ଆସିବ। ବ୍ୟାପକ ନିଯୁକ୍ତି ସୁଯୋଗ ମଧ୍ୟ…
ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହୋଇଯାଇଛି ମହାକୁମ୍ଭ ମେଳା। ସଙ୍ଗମସ୍ଥଳରେ ବୁଡ଼ ପକାଇବା ପାଇଁ କୋଟି କୋଟି ଶ୍ରଦ୍ଧାଳୁ ଏକାଠି ହୋଇଛନ୍ତି। ପ୍ରଥମ ଦିନରେ ତ୍ରିବେଣୀ ସଙ୍ଗମରେ ପ୍ରାୟ ୫୦ ଲକ୍ଷ ଲୋକ ବୁଡ଼ ପକାଇଛନ୍ତି। ୨୬ ଫେବ୍ରୁଆରୀ ଯାଏ ଚାଲିବାକୁ ଥିବା…