ପ୍ରେସର ବୋମା ବିସ୍ଫୋରଣ: ୨ ଯବାନ ଓ ଜଣେ ଶିଶୁକନ୍ୟା ଆହତ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲା ଅନ୍ତର୍ଗତ ଚିନ୍ତଲନାର ଥାନା ଅଞ୍ଚଳର ତିମାପୁର ଗାଁରେ ନକ୍ସଲଙ୍କ ଦ୍ବାରା ଖଞ୍ଜା ଯାଇଥିବା ପ୍ରେସର ବୋମାର ଶିକାର ଜଣେ ୧୦ ବର୍ଷର ଶିଶୁକନ୍ୟା ହୋଇଛନ୍ତି। ତିମାପୁର ଗ୍ରାମର ସୋଡି ମଲେ(୧୦) ଜଙ୍ଗଲ…
