ଆଜିର ପିଲାମାନେ ହିଁ ହେବେ, ସମୃଦ୍ଧ ଓଡ଼ିଶା ଓ ବିକଶିତ ଭାରତର ନିର୍ମାତା-ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ବିଜ୍ଞାନ ଓ ପ୍ରଯୁକ୍ତି ମହୋତ୍ସବ ସାଇ-ଟେଡ୍ ୨୦୨୫ ରେ ଯୋଗ ଦେଇଛନ୍ତି। ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ,…
