ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି
ଗୌହାଟୀ : ଆସାମର କୋଇଲା ଖଣିରୁ ଉଦ୍ଧାର ହେଲା ଆଉ ୩ଜଣ ଶ୍ରମିକଙ୍କ ମୃତଦେହ। ରାଜ୍ୟର ଦିମା ହସାଓ ଜିଲ୍ଲାର ଉମ୍ରାଙ୍ଗସୋରେ ଥିବା ବେଆଇନ କୋଇଲା ଖଣିରେ ପ୍ରାୟ ୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ…
ଗୌହାଟୀ : ଆସାମର କୋଇଲା ଖଣିରୁ ଉଦ୍ଧାର ହେଲା ଆଉ ୩ଜଣ ଶ୍ରମିକଙ୍କ ମୃତଦେହ। ରାଜ୍ୟର ଦିମା ହସାଓ ଜିଲ୍ଲାର ଉମ୍ରାଙ୍ଗସୋରେ ଥିବା ବେଆଇନ କୋଇଲା ଖଣିରେ ପ୍ରାୟ ୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ…
ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ସରଗରମ ରହିଛି ଦିଲ୍ଲୀ ରାଜନୀତି। ଆପ୍ ଓ ବିଜେପି ପରସ୍ପର ଉପରେ ଆରୋପ ପ୍ରତ୍ୟାରୋପ ଜାରି ରଖିଛନ୍ତି। ଏହାରି ମଧ୍ୟରେ ସିଏଜି ରିପୋର୍ଟକୁ ନେଇ ପୁଣି ଜୋର ଧରିଛି ଦିଲ୍ଲୀ ରାଜନୀତି। ବିଜେପି ଆପ୍କୁ ଟାର୍ଗେଟ କରି…
ଭୁବନେଶ୍ବର : ରାଜ୍ୟ ସରକାର ଖୁବଶୀଘ୍ର ‘ପ୍ରବାସୀ ଓଡ଼ିଆ ନୀତି’ ପ୍ରଣୟନ କରିବେ । ପ୍ରବାସୀ ଓନିଆଙ୍କ ସହ ଯୋଗାଯୋଗରେ ରହିବା ପାଇଁ ମନ୍ତ୍ରୀଙ୍କୁ ଦାୟିତ୍ୱ ଦିଆଯିବ । ବିଭିନ୍ନ ଦେଶର ପ୍ରବାସୀ ଓଡ଼ିଆଙ୍କ ଦାୟିତ୍ୱରେ ଜଣେ ମନ୍ତ୍ରୀ ରହିବେ, ଯିଏ…
ଭୁବନେଶ୍ବର ୧୧।୧: ସୁଭଦ୍ରା ପୋର୍ଟାଲରୁ ଭୁଲ୍ରେ ନାମ ବାଦ୍ ହୋଇଯାଇଥିଲେ କରିହେବ ପୁନଃସାମିଲ ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା (OPT IN) ସୁବିଧା ଉପଲବ୍ଧ କରାଯାଇଛି । ଏହା ଦ୍ୱାରା ଯେଉଁମାନେ ଭୁଲରେ ନାମ ବାଦ (OPT OUT) ହୋଇଯାଇଥିଲେ ସେମାନେ ପୁନର୍ବାର ସୁଭଦ୍ରାରେ…
ବ୍ରହ୍ମପୁର : ନିର୍ମାଣାଧୀନ କୋଠାରୁ ମିଳିଲା ବୋମା ଭର୍ତ୍ତି ବ୍ୟାଗ୍ । ବ୍ୟାଗରେ ଭରି ରହିଥିଲା ୩୦ରୁ ଅଧିକ ବୋମା । ଫୁଟିଥିଲେ ଲୋକେ ମୃତାହତ ହେବା ନିଶ୍ଚିତ ଥିଲା। ମାତ୍ର ବଡ଼ ଅଘଟଣ ଘଟିବା ପୂର୍ବରୁ ସମସ୍ତ ବୋମାକୁ ନିଷ୍କ୍ରିୟ…
ଲୁଧିଆନା : ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ। ପଶ୍ଚିମ ଲୁଧିଆନାର ଆମ୍ ଆଦମୀ ପାର୍ଟି ବିଧାୟକ ବିଧାୟକ ଗୁରୁପ୍ରୀତ ଗୋଗିଙ୍କୁ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା…
କଟକ: ରାଗିଂ ଅଭିଯୋଗ ମାମଲାରେ ଛାତ୍ରଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ । ଅନାଥାଶ୍ରମରେ ସପ୍ତାହେ ଯାଏଁ ସ୍ବେଚ୍ଛାସେବୀ ଭାବେ ପାଠ ପଢାଇବାକୁ ନିର୍ଦ୍ଦେଶ । ଏଭଳି ଐତିହାସିକ ରାୟ ଶୁଣାଇଛନ୍ତି ଓଡ଼ିଶା ହାଇକୋର୍ଟ । ଭୁବନେଶ୍ୱରର ଏକ ଘରୋଇ ଆଇନ ଶିକ୍ଷାନୁଷ୍ଠାନରେ ସିନିୟରମାନେ…
ଗୌହାଟୀ : ଚାଇନାରେ ଆତଙ୍କ ଖେଳାଇଥିବା ଏଚଏମପିଭି ଆସାମରେ ପ୍ରବେଶ କରିଛି। ରାଜ୍ୟର ଜଣେ ୧୦ ମାସର ଶିଶୁ ଏହି ଭାଇରସରେ ସଂକ୍ରମଣ ହୋଇଛନ୍ତି। ଆସାମରେ ଏଚଏମପିଭିରରେ କେହି ସଂକ୍ରମିତ ହେବା ଚଳିତ ଋତୁରେ ପ୍ରଥମ ଘଟଣା। ୧୦ ମାସର ଶିଶୁ…
ଭୁବନେଶ୍ବର : ରାଜ୍ୟରେ ଶୀତର ଲହରୀ ଲାଗି ରହିଛି। ସାମାନ୍ୟ ବ୍ରେକ୍ ପରେ ପୁଣି ଶୀତ ବଢ଼ିବାର ସମ୍ଭାବନା ରହିଛି। ଏଥିସହ ଘନ କୁହୁଡି ମଧ୍ୟ ରାଜ୍ୟବାସୀଙ୍କୁ କଲବଲ କରିବ। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…
ସୁଭଦ୍ରା ଯୋଜନାରେ ଆବେଦନ ବେଳେ ଭୁଲରେ ହେଉ କି ଅନ୍ୟ କେଉଁ କାରଣରୁ ହେଉ, OPT OUT ହୋଇଥିବା ହିତାଧିକାରୀମାନଙ୍କ ପାଇଁ ନୂଆ ବ୍ୟବସ୍ଥା। OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ…