ବିଶାଳ ଦାସ ଓ ତାଙ୍କ ସମର୍ଥକଙ୍କୁ ନୋଟିସ୍ ଦେଇ ଛାଡ଼ିଦେଲା ଛତିଶଗଡ଼ ପୁଲିସ
ଝାରସୁଗୁଡ଼ା: ଛତିଶଗଡ଼ର ମହାସମୁନ୍ଦ ଜିଲ୍ଲା ସରାଇପାଲି, ଭଅଁରପୁର ଓ ସଙ୍କରା ଥାନାରେ ଗତକାଲି ଠାରୁ ଅଟକ ଥିବା ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ପୁଅ ବିଶାଳ ଦାସ ଓ ତାଙ୍କ ସମର୍ଥକମାନଙ୍କୁ ପୁଲିସ ଆଜି ଅପରାହ୍ଣରେ ଛାଡ଼ିଦେଇଛି। ସେଠାକାର ପୁଲିସ…
