ମୋତେ ଆଉଥରେ ମୁଖ୍ୟମନ୍ତ୍ରୀ ନିବାସରୁ ବାହାର କରାଯାଇଛି : ଅତିଶୀ
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶୀ ମାର୍ଲେନା ଦାବି କରିଛନ୍ତି ଯେ କେନ୍ଦ୍ରର ବିଜେପି ସରକାର ତାଙ୍କୁ ଆବଣ୍ଟିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନର ଆବଣ୍ଟନକୁ ବାତିଲ କରିଛନ୍ତି। ଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀର ସେ କହିଛନ୍ତି ଯେ “ଆମ ଘର ଛଡ଼ାଇ ନିଆଯାଉଛି। ନିର୍ବାଚନ…
