2025

MKCG ମେଡିକାଲ କାଜୁଆଲଟିରେ ଅଗ୍ନିକାଣ୍ଡ

ବ୍ରହ୍ମପୁର: ବ୍ରହ୍ମପୁର MKCG ମେଡିକାଲ କାଜୁଆଲଟିରେ ଘଟିଛି ଅଗ୍ନିକାଣ୍ଡ । ପ୍ରବଳ ଧୂଆଁ ବାହାରୁଥିବା ଦେଖାଯାଇଛି । ଏହାକୁ ଆୟତ୍ତ କରିବାକୁ ମେଡିକାଲ କର୍ମଚାରୀ ଲାଗିପଡିଛନ୍ତି । ସୁରକ୍ଷା ଦୃଷ୍ଟିରୁ ରୋଗୀଙ୍କୁ ଅନ୍ୟ ଓ୍ୱାର୍ଡକୁ ସ୍ଥାନାନ୍ତରିତ କରାଯାଇଛି । ଏ ସି…

ଭୁବନେଶ୍ବରରେ ଆରମ୍ଭ ହେଲା ରାଜ୍ୟସ୍ତରୀୟ ବାର୍ଷିକ ପୁଷ୍ପ ପ୍ରଦର୍ଶନୀ

ଭୁବନେଶ୍ଵର: ସୁନ୍ଦର ତୃପ୍ତିର ଅବସାଦ ନାହିଁ, ଯେତେ ଦେଖୁଥିଲେ ନୂଆ ଦିଶୁଥାଇ । ରଙ୍ଗ ବେରଙ୍ଗର ସୁଗନ୍ଧଭରା ଦେଶୀ ଓ ବିଦେଶୀ ଫୁଲର ସମ୍ଭାର ଦେଖିଲେ ଘଡିଏ ଅଟକି ଯାଆନ୍ତି ଲୋକେ । ଭଳି କିଭଳି ଫୁଲରେ ଝଲସୁଛି ଏକାମ୍ର କାନନ।…

ପ୍ରଶାନ୍ତ କିଶୋର ମେଦାନ୍ତ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି

ଜନ ସୁରଜ ପାର୍ଟିର ପ୍ରତିଷ୍ଠାତା ତଥା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଓରଫ ପିକେଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଛି। ଏଥିପାଇଁ ଆଜି ତାଙ୍କୁ ପାଟନାରେ ଥିବା ମେଦାନ୍ତ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି। ନିର୍ବାଚନ ରଣନୀତିଜ୍ଞରୁ ରାଜନେତା ବନିଥିବା ପିକେ ଡିହାଇଡ୍ରେସନ ଓ…

ରତ୍ନଭଣ୍ଡାର ମରାମତି, ପଥର ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ

ପୁରୀ : ଚାଲିଛି ପୁରୀ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ମରାମତି । ଚୂନ ଛଡ଼ାଇବା ଓ ଡି ପ୍ଲାଷ୍ଟରିଂ କାର୍ଯ୍ୟ ସରିଛି। ପଥର ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମେ ଭର୍ଟିକାଲ କ୍ରାକ୍ସ ବା କାନ୍ଥ ମରାମତି କାର୍ଯ୍ୟ ହେବ।…

ଦୁଇ ବିଜେପି ନେତାଙ୍କୁ ଗାଡ଼ି ଚଢ଼ାଇ ମାରିଥିବା ଅଭିଯୁକ୍ତକୁ ୩ ଦିନିଆ ରିମାଣ୍ଡରେ ନେଲା ପୋଲିସ

ସମ୍ବଲପୁର: ସତ ବଖାଣିବ ଅଭିଯୁକ୍ତ । ନିଜେ ମାରିଛି ନା ହତ୍ୟା ପଛରେ ଆଉ କାହା ହାତ ଅଛି ତା’ ଉପରୁ ଉଠିବ ପରଦା । ସମ୍ବଲପୁର ଦୁଇ ବିଜେପି ନେତାଙ୍କୁ ଗାଡ଼ି ଚଢ଼ାଇ ମାରିଥିବା ଅଭିଯୁକ୍ତ ପ୍ରସନ୍ନ ଜେନାମଣିକୁ ୩…

EVMରେ ନାହିଁ କୌଣସି ତ୍ରୁଟି, ପେପର ବାଲଟ ଭୋଟିଂକୁ ECIଙ୍କ ନା

ବିଭିନ୍ନ ନିର୍ବାଚନରେ ଇଭିଏମରେ ହେରଫେର କରାଯାଉଥିବା ଅଭିଯୋଗକୁ ଆଜି ପୁଣିଥରେ ଭାରତୀୟ ନିର୍ବାଚନ କମିଶନ ଅଗ୍ରାହ୍ୟ କରିଛନ୍ତି। ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ଘୋଷଣା କରିବା ବେଳେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି ଯେ ଇଭିଏମଗୁଡ଼ିକ ବାରମ୍ବାର ନ୍ୟାୟପାଳିକା…

ଡବଲ ଡେ଼କର ବସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାରେ ଆଜିଠୁ ବିଧି ବଦ୍ଧ ଭାବେ ଗଡିବ ଡବଲ ଡେ଼କର ବସ । ଗାଡ଼କଣରୁ ଜନତା ମୈଦାନ ଗଡ଼ିଲା ବସ । ସହରୀ ପରିବହନ ବ୍ୟବସ୍ଥାରେ ଆସିବ ବୈପ୍ଲବ । ଗଡିବ ଡବଲ ଇଞ୍ଜିନ ସରକାରଙ୍କ ଡେ଼କର ବସ…

ରକ୍ତରଞ୍ଜିତ ହେଲା ଶୁଳିଆ ପୀଠ, ପଡିଲା ହଜାର ହଜାର ପଶୁ ବଳି

ବଲାଙ୍ଗୀର: ଆରମ୍ଭ ହୋଇଛି ଆଦିବାସୀଙ୍କ ପାରମ୍ପରିକ ଶୁଳିଆ ଯାତ୍ରା । ରକ୍ତରଞ୍ଜିତ ହୋଇଛି ଶୁଳିଆ ପୀଠ। ପରମ୍ପରା ଓ ବିଶ୍ୱାସ ଆଗରେ ହାର ମାନିଛି ଆଧୁନିକ ବିଜ୍ଞାନ। ଶୁଳିଆଦେବତାଙ୍କ ପାଖରେ ପୋଢ଼, ବୋଦା, କୁକୁଡ଼ା ବଳି ଚଢାଇ ଦର୍ଶନ କରିଛନ୍ତି ହଜାର…

ଫେବୃଆରୀ ୫ ତାରିଖରେ ଦିଲ୍ଲୀ ବିଧାନସଭା ନିର୍ବାଚନ

ଆସନ୍ତା ଫେବୃଆରୀ ୫ ତାରିଖରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ସମସ୍ତ ୭୦ଟି ଯାକ ଆସନରେ ଗୋଟିଏ ପର୍ଯ୍ୟାୟରେ ରାଜଧାନୀବାସୀ ଭୋଟ କରିବେ। ଏହାପରେ ଅର୍ଥାତ ଫେବୃଆରୀ ୮ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଆଜି ମୁଖ୍ୟ…

ସ୍କୁଲ ବାର୍ଷିକ ପ୍ରତିଯୋଗିତା ବେଳେ ଛୁରାମାଡ଼, ନବମ ଶ୍ରେଣୀ ଛାତ୍ର ଗୁରୁତର

ଜଳେଶ୍ଵର : ନବମ ଶ୍ରେଣୀ ଛାତ୍ରଙ୍କୁ ଛୁରାମାଡ଼ । ସ୍କୁଲ ବାର୍ଷିକ ପ୍ରତିଯୋଗିତା ବେଳେ ଅନ୍ୟ ଜଣେ ଛାତ୍ରର ଛୁରାମାଡ଼ ହୋଇଥିବା ଜଣାପଡିଛି । ଏପରି ଅଭାବନୀୟ ଘଟଣା ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଳକ କମର୍ଦ୍ଦା ଥାନା ଅନ୍ତର୍ଗତ ଦହମୁଣ୍ଡା ନୋଡାଲ…