ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ, କଟାକ୍ଷ କଲା ବିଜେପି
ଭୁବନେଶ୍ବର : ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ଆଜି ଭୁବନେଶ୍ୱର ଲୋୟର ପିଏମଜିରେ ବିକ୍ଷୋଭ କରିଛି ବିଜେଡି। ଦରଦାମ ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କୁ ଦାୟୀ କରିଛି ଦଳ। ବିଜେଡି କହିଛି ଅର୍ଥନୀତି ପରିଚାଳନାରେ ସରକାର ଫେଲ୍। ମୁଦ୍ରାସ୍ଫିତି ରେକର୍ଡ ସ୍ତରରେ…
