ବ୍ୟୁରୋକ୍ରାଟିକ୍ ଦଳ ହୋଇଗଲାଣି ବିଜେଡି: ଦେବାଶିଷ ସାମନ୍ତରାୟ
ଭୁବନେଶ୍ବର: ବ୍ୟୁରୋକ୍ରାଟିକ୍ ଦଳ ହୋଇଗଲାଣି ବିଜେଡି। ଯେଉଁ ବିଜୁ ବାବୁଙ୍କ ଆଦର୍ଶରେ ଦଳ ଗଢ଼ାଯାଇଥିଲା, ଆଉ ସେହି ଆଦର୍ଶ ନାହିଁ। ଦଳରେ କେହି ବିଜୁ ଲୟାଲିଷ୍ଟ ନାହାନ୍ତି କି ନବୀନଙ୍କ ଲୟାଲିଷ୍ଟ ନାହାନ୍ତି। କିଛି ହାରୁ ନେତା ଏବେ ଦଳକୁ ଚଳାଉଛନ୍ତି।…
