ଓଡ଼ିଶାରେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି; ରାଜଭବନ ପକ୍ଷରୁ ଦିଆଗଲା ଗାର୍ଡ ଅଫ୍ ଅନର

ଭୁବନେଶ୍ବର : ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି। ଭୁବନେଶ୍ୱର ବିମାନ ବନ୍ଦରରେ ପଞ୍ଚିବା ପରେ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ। ରାଜଭବନ ପକ୍ଷରୁ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ…

ଓଡ଼ିଶାରେ ପହଞ୍ଚିଲା ପ୍ରଥମ ଡବଲ ଡେକର ବସ୍‌, ରହିଛି ଅତ୍ୟାଧୁନିକ ସୁବିଧା

ଭୁବନେଶ୍ବର : ବହୁ ପ୍ରତିକ୍ଷା ପରେ ଓଡ଼ିଶା ମାଟିରେ ପାଦ ଦେଲା ଗୋଟିଏ ଇଲେକ୍ଟ୍ରି ଡବଲ ଡେକର ବସ୍‌। ବସ୍‌ଟି ଆନ୍ଧ୍ରପ୍ରଦେଶ ବର୍ଡର ଅତିକ୍ରମ କରି ବ୍ରହ୍ମପୁରରେ ପହଞ୍ଚିଛି। ଏହି ବସ୍‌କୁ ନେଇ ଓଡ଼ିଶାବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ରହିଛି। କାରଣ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଦୁଇଗୁଣ ହେଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା

ଭୁବନେଶ୍ବର : ବର୍ଷ ଆରମ୍ଭରୁ ଗୋଟିଏ ପରେ ଗୋଟିଏ ବଡ଼ ଘୋଷଣା କରୁଛନ୍ତି ରାଜ୍ୟ ସରକାର। ଗତକାଲି ରାତିରେ ରାଜ୍ୟର ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ, ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ବୃଦ୍ଧି କରିଥିବାବେଳେ ଆଜି ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି…

ଆଜି ବି ପୁରୀରେ ପ୍ରବଳ ଭିଡ଼, ପିପିଲି ଟୋଲ ଗେଟ୍‌ରେ ସ୍ଥିତି ଅସମ୍ଭାଳ

ପୁରୀ : ଆଜି ବି ଅର୍ଥାତ ଜାନୁଆରୀ ୨ ତାରିଖରେ ବି ପୁରୀରେ ପ୍ରବଳ ଭିଡ଼। ମହାପ୍ରଭୁଙ୍କ ଝଲକ ଟିକେ ପାଇବାକୁ ଭକ୍ତ ବ୍ୟଗ୍ର, ବଡ଼ଦାଣ୍ଡରେ ଲାଗିଛି ଭକ୍ତଙ୍କ ଲମ୍ବା ଲାଇନ୍। ଶ୍ରୀଜିଉଙ୍କ ଦର୍ଶନ ଲାଗି ଗତକିଛି ଦିନ ହେଲା ପୁରୀରେ…

ନୂଆବର୍ଷରେ ବିଜେପି-କଂଗ୍ରେସକୁ ମିଳିବେ ନୂଆ ମୁଖିଆ ! ନବୀନ ବାଛିପାରନ୍ତି ନୂଆ ସେନାପତି

ଭୁବନେଶ୍ବର : ନୂଆବର୍ଷରେ ନୂଆ ମୁଖିଆ ଦେଖିବ ରାଜ୍ୟ ବିଜେପି ଏବଂ କଂଗ୍ରେସ। ବିଜେଡିରେ ନବୀନ ସୁପ୍ରିମୋ ଥିଲେ ବି ସାମ୍ନାକୁ ଆଣିପାରନ୍ତି ନୂଆ ନେତୃତ୍ୱ। ବିଜେପିର ସାଂଗଠନିକ ପର୍ବ ଶେଷ ପର୍ଯ୍ୟାୟରେ ଥିବାବେଳେ ଖୁବଶୀଘ୍ର ଘୋଷଣା ହେବ ସଭାପତିଙ୍କ ନାମ।…

ନିମିଶାଙ୍କୁ ମିଳିଛି ଫାଶୀ: ଇରାନ କହିଲା ଯଥା ସମ୍ଭବ ସହଯୋଗ କରିବୁ, କ୍ଷତିପୂରଣ ଦେବାକୁ ପ୍ରସ୍ତୁତ ସ୍ୱାମୀ

ନୂଆଦିଲ୍ଲୀ: ଭାରତୀୟ ନାଗରିକ ନିମିଶା ପ୍ରିୟାଙ୍କୁ ୟେମେନ ସରକାର ଫାସୀ ଦେବା ମାମଲାରେ ସହଯୋଗରେ ହାତ ବଢ଼ାଇଛି ଇରାନ। ଘଟଣାକୁ ସେ ୟେମେନ ସରକାଙ୍କ ସମ୍ମୁଖରେ ଉଠାଇବେ। ଓ ଯାହା ଇରାନ ଦ୍ୱାରା ସମ୍ଭବ ସେ ସବୁ କରାଯିବ ବୋଲି ଇରାନ…

ସାଇବର ଅପରାଧୀଙ୍କ ପ୍ରିୟ ଡିଜିଟାଲ ପ୍ଲାଟଫର୍ମ, ହ୍ୱାଟସଆପରେ ସର୍ବାଧିକ ଠକେଇ

ନୂଆଦିଲ୍ଲୀ : ଅନଲାଇନ ଠକେଇ ପାଇଁ ସାଇବର ଅପରାଧୀଙ୍କ ପ୍ରିୟ ପ୍ଲାଟଫର୍ମ ହ୍ୱାଟସଆପ୍ ସୋଶାଲ ମିଡିଆ। ହ୍ୱାଟସଆପ ପଛକୁ ରହିଛି ଟେଲିଗ୍ରାମ ଏବଂ ପରେ ଇନଷ୍ଟାଗ୍ରାମ। ଏସବୁ ସୋସିଆଲ ମିଡିଆକୁ ଠକେଇର ଅସ୍ତ୍ର ଭାବେ ବାଛିଛନ୍ତି ସାଇବର କ୍ରିମିନାଲ। ଗୃହ ମନ୍ତ୍ରାଳୟର…

ବଜାରରେ ମିଳୁଛି ନକଲି ଚିନି !

ନୂଆଦିଲ୍ଲୀ : ବର୍ତ୍ତମାନ ସମୟରେ ବଜାରରେ ଅସଲି ଜିନିଷ ପାଇବା କଷ୍ଟକର। କାରଣ ଏବେ ପ୍ରାୟତଃ ସବୁ ଅପମିଶ୍ରିତ ତଥା ନକଲି ଜିନିଷ ମିଳୁଛି। ଆପଣ ନକଲି ଆଳୁ-ଅଦା ଏବଂ କ୍ଷୀର-ପନିର ବିକ୍ରି ଖବର ଶୁଣିଥିବେ। କିନ୍ତୁ କ’ଣ ଆପଣ ଜାଣନ୍ତି…

ୟୁରୋପକୁ ଗ୍ୟାସ ଯୋଗାଣ ବନ୍ଦ କଲା ରୁଷ୍‌

ମସ୍କୋ/କିଭ୍‌: ୟୁକ୍ରେନ ଦେଇ ୟୁରୋପକୁ ରୁଷ୍‌ର ପାଇପ୍‌ଲାଇନ ଗ୍ୟାସ ଯୋଗାଣ ନୂଆବର୍ଷର ପ୍ରଥମ ଦିନରୁ ବନ୍ଦ ହୋଇଯାଇଛି। ଗ୍ୟାସ ଯୋଗାଣ ପାଇଁ ରୁଷ୍ କରିଥିବା ଟ୍ରାଞ୍ଜିଟ୍ ଡିଲ୍‌କୁ ନବୀକରଣ କରିବାକୁ ୟୁକ୍ରେନ ମନା କରିଦେଇଛି। ଟ୍ରାଞ୍ଜିଟ୍ ଡିଲ୍‌ ବୁଝାମଣା ନବୀକରଣ ହୋଇ…

ଚିନ୍ମୟ ଦାସଙ୍କୁ ଝଟ୍‌କା: ପୁଣି ଜାମିନ ଆବେଦନ ଖାରଜ କଲେ ବାଂଲାଦେଶ ଅଦାଲତ

ଢାକା: ବାଂଲାଦେଶର ହିନ୍ଦୁ ନେତା ତଥା ଇସ୍କନ ସାଧୁ ଚିନ୍ମୟକୃଷ୍ଣ ଦାସଙ୍କୁ ଆଉ ଏକ ଝଟ୍‌କା ଲାଗିଛି। ଦେଶଦ୍ରୋହ ଅଭିଯୋଗରେ ଢାକା ପୁଲିସ ଦ୍ଵାରା ଗିରଫ ହୋଇ ଜେଲରେ ଥିବା ଚିନ୍ମୟକୃଷ୍ଣ ଦାସଙ୍କ ଜାମିନ ଆବେଦନ ଖାରଜ ହୋଇଛି। ବାଂଲାଦେଶର ଚଟ୍ଟୋଗ୍ରାମର…