2025

ଅମଲାତନ୍ତ୍ରକୁ କଡା ତାଗିଦ୍ କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ଵର: ଲୋକଙ୍କ ସେବକ ହୋଇ କାମ କରିବାକୁ କଡା ନିର୍ଦେଶ ଦେଇଛନ୍ତି ରାଜସ୍ଵ ମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମନ୍ତ୍ରୀ ସୁରେଶ ପୂଜାରୀ କଡା ତାଗିଦ୍ କରିଛନ୍ତି। ଜିଲ୍ଲାସ୍ତରରେ ସମାଧାନ ହେବା ଭଳି ଅଭିଯୋଗକୁ ନେଇ ମନ୍ତ୍ରୀ ଉଦବେଗ ପ୍ରକାଶ କରିଛନ୍ତି।…

ବାତ୍ୟାକୁ ନେଇ ଚିନ୍ତାରେ ଚାଷୀ

ଗଞ୍ଜାମ: ଗଞ୍ଜାମ ବ୍ଲକ ଅନ୍ତର୍ଗତ ପନ୍ଦର ଟି ପଂଚାୟତ ଏବଂ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ପୁଣି ସମ୍ଭାବ୍ୟ ବର୍ଷା ଓ ବାତ୍ୟାକୁ ନେଇ ପୁଣି ଚାଷୀମାନେ ଚିନ୍ତାରେ ପଡିଛନ୍ତି । ଗତ ମାସରେ ମନ୍ଥାର ପ୍ରଭାବରେ ହୋଇଥିବା କ୍ଷତି ଏବେ ଚାଷୀଙ୍କ…

ବନ୍ଧା ହେଲା ନକଲି ପୁଲିସ କନଷ୍ଟେବଳ

ବ୍ରହ୍ମପୁର: ପୁଲିସ ପୋଷାକ ପିନ୍ଧି ରାସ୍ତାରେ ଗାଡ଼ିମୋଟର ଅଟକାଇ ଟଙ୍କା ଆଦାୟ କରୁଥିବା ଜଣେ ନକଲି ପୁଲିସ କନଷ୍ଟେବଳକୁ ସଦର ଥାନା ପୁଲିସ ଗିରଫ କରିଛି ା ସେ ହେଲେ ବ୍ରହ୍ମପୁର ନିକଟ ନାରାୟଣପୁର ଗ୍ରାମର କେଦାରନାଥ ସ୍ବାଇଁ ଓରଫ ମନୋଜ(୩୭)…

ବିଜେଡିର ପ୍ରତିଷ୍ଠା ଦିବସରେ ଦଳର ଉତ୍ତରାଧିକାରୀ ଘୋଷଣା କରିପାରନ୍ତି ନବୀନ

ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନରେ ଶୋଚନୀୟ ପରାଜୟ ପରେ ବିଜେଡିର ନେତୃତ୍ବ କିଏ ନେବ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏଥିପାଇଁ ନବୀନ ନିବାସରେ କସରତ ଚାଲିଛି। ଆସନ୍ତା ଡିସେମ୍ବର ୨୬ରେ ବିଜେଡିର ପ୍ରତିଷ୍ଠା ଦିବସ। ସେହିଦିନ ନବୀନ ଉତ୍ତରାଧିକାରୀ ଘୋଷଣା କରିପାରନ୍ତି…

ପୁରୁଣା ରୂପ ଫେରି ପାଇବ ଚଉଷଠି ଯୋଗିନୀ ପୀଠ, ପୁନରୁଦ୍ଧାର ଲାଗି ୨୦ କୋଟି ମଞ୍ଜୁର

ପିପିଲି: ଭାରତର ପ୍ରଥମ ଚଉଷଠି ଯୋଗିନୀ ପୀଠ ଭାବରେ ଜଣାଶୁଣା ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତା ହୀରାପୁରସ୍ଥିତ ମହାମାୟା ମନ୍ଦିର । ମନ୍ଦିର ପୁଣି ଥରେ ତାହାର ହଜିଯାଇଥିବା ପୁରୁଣା ରୂପ ଫେରି ପାଇବ । କଳାପାହାଡ଼ ଆକ୍ରଣମରେ ଭାଙ୍ଗି ଯାଇଥିବା ଏହି…

ଦୁଇ ମାସ ପରେ ପୋଖରୀରୁ ନିଖୋଜ ଓକିଲଙ୍କ ମୃତଦେହ ଉଦ୍ଧାର

ବାଙ୍ଗିରିପୋଷି : ଦୁଇ ମାସ ତଳୁ ମୟୂରଭଞ୍ଜ ଜିଲ୍ଲା ବିଶୋଇ ଅଞ୍ଚଳର ନିଖୋଜ ଓକିଲଙ୍କ କାର ପୋଖରୀରୁ ଉଦ୍ଧାର । କାର ଭିତରୁ ମିଳିଲା ଗଳିତ ମୃତଦେହ। ଝାରପୋଖରିଆ ଥାନା ଉପରବେଡା ରାସ୍ତା କଡ଼ରେ ଥିବା ଏକ ପୋଖରୀ ଭିତରୁ କାର…

କେନ୍ଦୁଝର ବନଖଣ୍ଡର ୧୦୫ ବିଟରେ ଚାଲିଛି ବାଘ ଗଣନା

କେନ୍ଦୁଝର: କେନ୍ଦୁଝର ବନଖଣ୍ଡର ୧୦୫ଟି ବିଟ୍ ରେ ଚାଲିଛି ବାଘ ଗଣନା । ଏହା ଜାନୁଆରୀ ମାସ ପର୍ଯ୍ୟନ୍ତ ଏକାଧିକ ପର୍ଯ୍ୟାୟରେ ଚାଲିବ । ପ୍ରଥମେ କାର୍ନିଭର ସାଇନ ସର୍ଭେ , ଆଙ୍ଗୁଲେଟ ସର୍ଭେ , ଭେଜିଟେସନ ସର୍ଭେ ପରେ ଡିସେମ୍ବର…

କାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନ କିଣା

ଭୁବନେଶ୍ବର: ବାତ୍ୟା ଭୟ ଭିତରେ କାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନ କିଣା । ସମବାୟ ମନ୍ତ୍ରୀ କହିଛନ୍ତି, ଗତବର୍ଷ ତୁଳନାରେ ଚଳିତବର୍ଷ ଧାନ କିଣା ଟାର୍ଗେଟ ଅଧିକ ରଖିଛନ୍ତି ରାଜ୍ୟ ସରକାର। ଚାଷୀଙ୍କ ପାଇଁ ମଣ୍ଡି ଗୁଡିକରେ ଏଥର ସ୍ୱତନ୍ତ୍ର…

୧ହଜାର କିଲୋ ଓଜନର ବୋମା ତିଆରି କଲା ଭାରତ, ପାକିସ୍ତାନର ଉଡିଯିବ ହୋସ

ନୂଆଦିଲ୍ଲୀ: ଭାରତ ନିରନ୍ତର ଭାବରେ ଏହାର ସାମରିକ ପ୍ରଯୁକ୍ତିବିଦ୍ୟାକୁ ଆଧୁନିକୀକରଣ ଏବଂ ଆତ୍ମନିର୍ଭରଶୀଳ କରିବା ଦିଗରେ ଆଗକୁ ବଢ଼ୁଛି। ଏବେ DRDO ଆଉ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି। ଭାରତୀୟ ବାୟୁସେନାର Su-30MKI ଲଢ଼ୁଆ ବିମାନରୁ ଦୂରଗାମୀ ଗ୍ଲାଇଡ୍ ବମ୍…

ପୁଣି ନିର୍ମାଣ ହେବ ବାବ୍ରି ମସଜିଦ: ତୃଣମୂଳ କଂଗ୍ରେସ ନେତା

କୋଲକାତା: ତୃଣମୂଳ କଂଗ୍ରେସ ବିଧାୟକ ହୁମାୟୁନ୍ କବୀରଙ୍କ ଏକ ବୟାନ ବିବାଦ ସୃଷ୍ଟି କରିଛି। ସେ କହିଛନ୍ତି ଯେ ଡିସେମ୍ବର ୬ ତାରିଖରେ ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲ୍ଲାରେ ବାବ୍ରି ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ସେ କହିଛନ୍ତି ଯେ ଏହି ସମାରୋହ…