2025

୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଶେଷ ହେବ ମାଓଦମନ

ଭୁବନେଶ୍ବର: ନକ୍ସଲ ମୂଳପୋଛ ନେଇ ଓଡ଼ିଶା ପୁଲିସର ବଡ ପଦକ୍ଷେପ । କନ୍ଧମାଳରେ ପୁଲିସ ମହାନିର୍ଦ୍ଦେଶକ ବଡ ସମୀକ୍ଷା କରି କହିଛନ୍ତି ଯେ ୨୦୨୬ ମାର୍ଚ୍ଚ ୩୧ସୁଦ୍ଧା ମାଓଦମନ ଶେଷ ହେବ । ମାଓବାଦୀ ମୂଳପୋଛ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ…

ଭଦ୍ରକରେ ୧୦୧ କୋଟି ବ୍ୟୟରେ ୨୨ଟି ପ୍ରକଳ୍ପର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଦୋବଲ: ଭଦ୍ରକ ଜିଲା ଧାମନଗରରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସକାଳ ୯ ଟାରେ ଧାମନଗର ବଜାରରୁ ମୋଟର ସାଇକେଲ ପଟୁଆରରେ ଆସି ଐତିହାସିକ ପୀଠ ତଥା ପର୍ଯ୍ୟଟନ ସ୍ଥଳୀ ଗୋହିରାଟିକିରିରେ ପହଞ୍ଚିଥିଲେ। ଶେଷ ସ୍ବାଧୀନ ରାଜା ମୁକୁନ୍ଦଦେବଙ୍କ ପ୍ରତିମୂର୍ତ୍ତିରେ…

ବାରବାଟୀ ଷ୍ଟାଡିୟମରେ ଅଢ଼େଇ ହଜାର ସିଟ୍ କମାଇଲା ଓସିଏ

କଟକ : ବାରବାଟୀ ଷ୍ଟାଡିୟମରେ କମିଲା ସିଟ୍ ସଂଖ୍ୟା । ଗ୍ୟାଲେରୀ ଗୁଡ଼ିକରେ ସିଟ ସଂଖ୍ୟା ଅଢ଼େଇ ହଜାର ସିଟ୍ କମାଇଲା ଓଡ଼ିଶା କ୍ରିକେଟ ଆସୋସିଏସନ୍। ୧୯ ଇଞ୍ଚରୁ ୨୨ ଇଞ୍ଚକୁ ବୃଦ୍ଧି କରାଗଲା ସିଟ ଗୁଡ଼ିକର ଚଉଡା। କମିଶନରେଟ ପୋଲିସର…

ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ: ବିଜୟ କେତନ ବିଶ୍ୱାଳ ଶ୍ରେଷ୍ଠ ଏଫଏମୟୁ

ବିଶୋଇ: ଓଡ଼ିଶା ସରକାରଙ୍କ ଜଙ୍ଗଲ ବିଭାଗ ଦ୍ବାରା ପରିଚାଳିତ ଓଡ଼ିଶା ବନାଞ୍ଚଳ । ଉନ୍ନୟନ ପ୍ରକଳ୍ପ ଭା ଭାଗ-୨ର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ପିସିସି ଏଫ ସୁରେଶ ସୁରେଶ ପନ୍ତ ଓଡିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପର କାର୍ଯ୍ୟ…

ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ, ପରବର୍ତ୍ତୀ ୪୮ ଘଣ୍ଟାରେ ହୋଇପାରେ ଆହୁରି ଘନୀଭୂତ

ଭୁବନେଶ୍ବର: ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ । ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ମାଲାକା ଷ୍ଟ୍ରେଟ୍ ଓ ଏହାର ପାଖାପାଖି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି…

ଵସ-ସ୍କୁଟି ମୁହାଁମୁହିଁ, ୨ ମୃତ

ଚାନ୍ଦବାଲି: ଭଦ୍ରକ- ଚାନ୍ଦବାଲି ରାସ୍ତାର କମାରିଆ ଛକରେ ଵସ-ସ୍କୁଟି ମୁହାଁମୁହିଁ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ନେଇ ଉତ୍ତେଜନା । କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ । ପୀରହାଟ ଥାନା କମାରିଆ ଛକରେ ଏକ ଘରୋଇ ଵସ ଓ…

ଏଣିକି ଶସ୍ତା ହେବ ବାଲି ଦର, ସରକାର ଲାଗୁ କରିବେ MSP

ଭୁବନେଶ୍ବର: ବାଲି ପାଇଁ MSP ଲାଗୁ କରିବେ ସରକାର । ଆଉ ମନ ଇଚ୍ଛା ଦର ବଢାଇ ପାରିବେନି ଲିଜ ଧାରୀ । ସରକାର ନିର୍ଦ୍ଧାରିତ କରିଥିବା MSP ଦରରେ ହିଁ ବିକ୍ରି କରିବେ ଲିଜ୍ ଧାରୀ । ସାରା ରାଜ୍ୟରେ…

ଆବାସିକ ବିଦ୍ୟାଳୟରେ ଆଉ ଜଣେ ଆଦିବାସୀ ଛାତ୍ରୀ ଗର୍ଭବତୀ !

ମାଲକାନଗିରି: ଆବାସିକ ବିଦ୍ୟାଳୟରେ ପୁଣି ଜଣେ ଆଦିବାସୀ ଛାତ୍ରୀ ଗର୍ଭବତୀ ହୋଇଥିବା ଅଭିଯୋଗ। ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅଂଚଳରେ ଘଟିଛି ଏପରି ଘଟଣା। ଏଥିରେ ସଂପୃକ୍ତ ଥିବା ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି ମାଥିଲି ପୋଲିସ। ଉକ୍ତ…

୨୬ରେ ସର୍ବଦଳୀୟ ବୈଠକ, ୨୭ରେ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: ନଭେମ୍ବର ୨୬ରେ ବସିବ ସର୍ବଦଳୀୟ ବୈଠକ। ଆସନ୍ତା ୨୭ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ଶୀତ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି ସୁରମା ପାଢ଼ୀ। ବୁଧବାର ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ଗୃହକୁ ସୁରୁଖୁରୁରେ…