ଅଲ୍-ଫଲାହ ବିଶ୍ୱବିଦ୍ୟାଳୟରୁ ୧୦ ନିଖୋଜ: ଇଡି
ନୂଆଦିଲ୍ଲୀ: ଦିଲ୍ଳୀ ବିସ୍ଫୋରଣ ଘଟଣାର ତଦନ୍ତ କରି ବଡ଼ ସୂଚନା ଦେଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଇଡି ଦାବି କରିଛି ଯେ ଅଲ୍-ଫଲାହ ଅଧ୍ୟକ୍ଷ ବିଦେଶ ପଳାଇବାକୁ ଚେଷ୍ଟା କରୁଥିଲେ ଏବଂ ବିଶ୍ୱବିଦ୍ୟାଳୟରୁ ୧୦ ଜଣ ନିଖୋଜ ଅଛନ୍ତି । ଦିଲ୍ଲୀ…
ନୂଆଦିଲ୍ଲୀ: ଦିଲ୍ଳୀ ବିସ୍ଫୋରଣ ଘଟଣାର ତଦନ୍ତ କରି ବଡ଼ ସୂଚନା ଦେଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଇଡି ଦାବି କରିଛି ଯେ ଅଲ୍-ଫଲାହ ଅଧ୍ୟକ୍ଷ ବିଦେଶ ପଳାଇବାକୁ ଚେଷ୍ଟା କରୁଥିଲେ ଏବଂ ବିଶ୍ୱବିଦ୍ୟାଳୟରୁ ୧୦ ଜଣ ନିଖୋଜ ଅଛନ୍ତି । ଦିଲ୍ଲୀ…
ଉତ୍ତର ପ୍ରଦେଶ : ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ଏକ ତିନି ମହଲା ବିଶିଷ୍ଟ ଏକ କୋଠାର ସେଟରିଂ ହଟାଇବା ସମୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପୋଲିସ ଏବଂ ଏନଡିଆରଏଫ ଟିମ୍ ସହାୟତାରେ ସାତ ଜଣ ଶ୍ରମିକଙ୍କୁ ଉଦ୍ଧାର…
ବିହାର : ବିହାରରେ ଆଜିଠୁ ନୀତିଶ ସରକାର । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତିଶ କୁମାର । ନୀତିଶଙ୍କୁ ପଦ ଗୋପନୀୟତା ପାଠ କରାଇଛନ୍ତି ରାଜ୍ୟପାଳ । ଦଶମ ଥର ଭାବେ ନୀତିଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।…
କିଭ୍ : ମଙ୍ଗଳବାର ରାତିରେ ୟୁକ୍ରେନୀୟ ବାୟୁସେନା କହିଛି ଯେ ରୁଷ ରାତାରାତି ୪୭୬ ୟୁକ୍ରେନୀୟ ଲକ୍ଷ୍ୟସ୍ଥଳ ଉପରେ ନକଲି ଡ୍ରୋନ୍ ଆକ୍ରମଣ ଏବଂ ବିଭିନ୍ନ ପ୍ରକାରର ୪୮ଟି କ୍ଷେପଣାସ୍ତ୍ର ଚଳାଇଛି । ଏହି ଆକ୍ରମଣରେ ୧୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ…
ଝାରସୁଗୁଡା: ଝାରସୁଗୁଡା ବିମାନ ବନ୍ଦରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ପହଞ୍ଚିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଝାରସୁଗୁଡା ବିମାନ ବନ୍ଦରରେ ଅବତରଣ କରିବା ପରେ ରାଜ୍ୟ ସରକାର, ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ ପ୍ରଦାନ…
ଭୁବନେଶ୍ବର : ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଘର । ଭୁବନେଶ୍ବର ସାଲିଆସାହି ଉଛେଦ ନେଇ ବିଏମସି କମିସନର ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି, ଯେଉଁମାନେ ଯୋଗ୍ୟ ସେମାନଙ୍କୁ ମିଳିବ ଘର । ଯୋଗ୍ୟ ହିତାଧିକାରୀ ଘର ପାଇବାରୁ ଆଦୌ ବଞ୍ଚିତ ହେବେ…
କଟକ : ସମ୍ବଲପୁର ଲୋକସଭା ନିର୍ବାଚନକୁ ଚାଲେଞ୍ଜ କରି ଦାଖଲ ହୋଇଥିବା ନିର୍ବାଚନ ପିଟିସନ୍କୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି। ଆବେଦନରେ ଗୁରୁତର ତ୍ରୁଟି ଓ ଅଭିଯୋଗର ସତ୍ୟତା ପ୍ରମାଣିତ କରିବାରେ ଆବେଦନକାରୀ ବିଫଳ ହେବାରୁ କୋର୍ଟ ଆବେଦନକୁ ଖାରଜ କରାଯାଇଛି।…
ଭୁବନେଶ୍ୱର : ଧୁଳିସାତ ହେଲା ସାଲିଆସାହି ବସ୍ତି । ମାଟିରେ ମିଶିଲା ବସ୍ତିର ଅନେକ ଘର। ତୃତୀୟ ଦିନରେ ଶେଷ ହୋଇଛି ସାଲିଆ ସାହି ଉଛେଦ ଅଭିଯାନ । ଭିଟାମାଟି ଛାଡ଼ି ଯାଇଛନ୍ତି ବସ୍ତି ବାସିନ୍ଦା । ଲୋକଙ୍କୁ ସ୍ଥାନାନ୍ତର ପାଇଁ…
ବ୍ରହ୍ମପୁର : ପୋଲିସ SI ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ସମେତ ଅନ୍ୟ ୩ ସହଯୋଗୀଙ୍କ ଜାମିନ ଆବେଦନ ଖାରଜ । ଭିଜିଲାନ୍ସ କୋର୍ଟରେ ଖାରଜ ହେଲା ଜାମିନ ଆବେଦନ । ଜାମିନକୁ ବିରୋଧ କରିଥିଲା ସିବିଆଇ…
ଭୁବନେଶ୍ଵର : ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିପୁଳ ଭୋଟରେ ଜୟଯୁକ୍ତ ହୋଇଛନ୍ତି । ନୂଆପଡା ଉପନିର୍ବାଚନରେ ୮୩ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଥିଲେ ଜୟ । ଆଜି ବିଧାନସଭାରେ ସେ ଶପଥ ନେଇଛନ୍ତି। ବିଧାୟକ ଭାବେ…