୨୦୨୮ରେ ଲଞ୍ଚ ହେବ ଚନ୍ଦ୍ରଯାନ-୪ ମିଶନ, ଇସ୍ରୋର ପ୍ରସ୍ତୁତି ଆରମ୍ଭ
ନୂଆଦିଲ୍ଲୀ : ୨୦୨୮ରେ ଲଞ୍ଚ ହେବ ଚନ୍ଦ୍ରଯାନ-୪ ମିଶନ । କେନ୍ଦ୍ର ସରକାର ଏହି ମିଶନ ପାଇଁ ଅନୁମୋଦନ ଦେଇ ସାରିଥିବା ବେଳେ ଇସ୍ରୋ ଏଥିପାଇଁ ଉଦ୍ୟମ ଆରମ୍ଭ କରିଛି । ଏହି ମିଶନରେ ଚନ୍ଦ୍ରରୁ ନମୂନା ସଂଗ୍ରହ କରାଯିବାକୁ ଥିବାରୁ…
ନୂଆଦିଲ୍ଲୀ : ୨୦୨୮ରେ ଲଞ୍ଚ ହେବ ଚନ୍ଦ୍ରଯାନ-୪ ମିଶନ । କେନ୍ଦ୍ର ସରକାର ଏହି ମିଶନ ପାଇଁ ଅନୁମୋଦନ ଦେଇ ସାରିଥିବା ବେଳେ ଇସ୍ରୋ ଏଥିପାଇଁ ଉଦ୍ୟମ ଆରମ୍ଭ କରିଛି । ଏହି ମିଶନରେ ଚନ୍ଦ୍ରରୁ ନମୂନା ସଂଗ୍ରହ କରାଯିବାକୁ ଥିବାରୁ…
ଚେନ୍ନାଇ: ତାମିଲନାଡୁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ରିପୋର୍ଟ ଅନୁସାରେ, ରବିବାର ରାତିରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, ଅଭିନେତା ଅଜିତ କୁମାର, ଅରବିନ୍ଦ ସ୍ୱାମୀ ଏବଂ ଖୁସବୁଙ୍କ ଘରକୁ ବୋମା ଧମକ ଦିଆଯାଇଛି । ଏହି ଘଟଣା…
କଟକ : ଡିସେମ୍ବର ୧ ତାରିଖରୁ ଘରୋଇ ବସ ଧର୍ମଘଟ ଚେତାବନୀ । ମୋଟର ଯାନ ଯାଞ୍ଚ୍ ପାଇଁ ପୁଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ ପ୍ରତିବାଦରେ ଅଲ୍ ଓଡ଼ିଶା ବସ୍ ମାଲିକ ସଂଘ ଡିସେମ୍ବର ୧ରୁ ରାଜ୍ୟବ୍ୟାପୀ ଧର୍ମଘଟ ଧମକ…
ତିହିଡ଼ି: ଭଦ୍ରକ ଜିଲା ତିହିଡ଼ି ବ୍ଲକ ଜାଫରାବାଦ ଗାଁରେ ପୋଖରୀରେ ବୁଡି ଦୁଇ ଶିଶୁଙ୍କର ମୃତ୍ୟୁ ଘଟିଛି। ମୃତକ ଜାଫରାବାଦ ଗାଁର ବୁଲୁ ବାରିକଙ୍କ ପୁଅ ଅନନ୍ତଦେବ (୩) ଏବଂ ସିମୁଳିଆ ଥାନା ଅଧୀନ ଫୁଲଗଡ଼ ଗ୍ରାମର ଜୟନ୍ତ ସାହୁଙ୍କ ପୁଅ…
ଜଗତସିଂହପୁର: ଜଗତସିଂହପୁର ଥାନା ଅଧୀନ ତରିକୁନ୍ଦ ଫାଣ୍ଡି ପଛପଟେ ଥିବା ବେହରାମପୁର ବସ୍ତିରେ ପୁଲିସ ରବିବାର ରାତିରେ ବାଂଲାଦେଶୀ ରହୁଥିବା ଖବର ପାଇ ଚଢଉ କରିଥିଲା। ସନ୍ଦିଗ୍ଧ ବାଂଲାଦେଶୀଙ୍କ କାରନାମା ସାମ୍ନାକୁ ଆସିବା ପରେ କେନ୍ଦ୍ରାପଡ଼ା ଜିଲ୍ଲାରେ ମଧ୍ୟ ବାଂଲାଦେଶୀଙ୍କୁ ଧରିବା…
ବ୍ରହ୍ମପୁର:ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲା। ଅଧିକ ତଦନ୍ତ ଲାଗି ବ୍ରହ୍ମପୁର ଗଲା ସିବିଆଇ ଟିମ୍। ଓଡ଼ିଶା ପୁଲିସ୍ ନିଯୁକ୍ତି ବୋର୍ଡ ଦ୍ବାରା ପରିଚାଳିତ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) କରିବ। ପୂର୍ବରୁ କ୍ରାଇମବ୍ରାଞ୍ଚି ଏହି…
ଢେଙ୍କାନାଳ: ଆଜି ୧୨ଘଣ୍ଟିଆ ଢେଙ୍କାନାଳ ବନ୍ଦ ପାଳନ କରାଯାଉଛି । ଢେଙ୍କାନାଳ ବିଦ୍ୟୁତ ଉପଭୋକ୍ତା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଟିପିସିଓଡିଏଲର ମନମୁଖୀ କାର୍ଯ୍ୟ ଓ ସ୍ମାର୍ଟ ମିଟର ବିରୋଧରେ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ…
ନବରଙ୍ଗପୁର: ଚର୍ଚ୍ଚାରେ ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ବିଡ଼ିଓ କ୍ଷୀରୋଦ ଚନ୍ଦ୍ର ସାହୁ । ଲୋକଙ୍କ ସମସ୍ୟାର ସମାଧାନ ପାଇଁ ପାଦରେ ଚାଲିଚାଲି ଯାଇ ପାର ହେଲେ ତିନି ପାହାଡ଼ । ପାଞ୍ଚଟି ପରିବାର ପାଖରେ ସରକାରୀ ସୁବିଧାକୁ ପହଞ୍ଚାଇବା ପାଇଁ…
କଟକ : ଡିସେମ୍ବର ୯ ତାରିଖରେ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି୨୦ ମ୍ୟାଚ୍ ବାରବାଟି ଷ୍ଟାଡିୟମରେ ଅନୁଷ୍ଠିତ ହେବ । ଏଥିପାଇଁ ଡିସେମ୍ବର ୧ ରୁ ଅନଲାଇନ୍ ଟିକେଟ ବିକ୍ରି ଆରମ୍ଭ ହେବ । ଡିସେମ୍ବର ୩ ଓ ୪…
ଭୁବନେଶ୍ୱର: ଡିସେମ୍ବର ୧ରୁ ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ । ୨ ଦଫା ଦାବି ନେଇ ଏହି ଆନ୍ଦୋଳନ ହେବ । ନଭେମ୍ବର ୩୦ ସୁଦ୍ଧା ସରକାର ଯଦି ଦାବି ପୂରଣ ନ କରନ୍ତି, ତେବେ ଡିସେମ୍ବର ୧ରୁ ରାଜରାସ୍ତାରେ ପ୍ରାଥମିକ…