January 2025

ରାଜଧାନୀରେ ପୁଣି ଏଟିଏମ୍ ଲୁଟ୍‌ : ଟଙ୍କା ସହ ତାଡ଼ି ନେଲେ ମେସିନ୍

ଭୁବନେଶ୍ବର: ଟଙ୍କା ସହ ତାଡ଼ି ନେଇଗଲେ ଏଟିଏମ୍। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଶ୍ରୀରାମନଗର ସ୍ଥିତ ଏସବିଆଇ ଏଟିଏମ୍‌ ତାଡ଼ି ନେଲେ ଦୁର୍ବୃତ୍ତ। ଏଟିଏମ ମେସିନ୍ ତାଡି ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଲୁଟ ହୋଇଥିବା ସୂଚନା । ଘଟଣାସ୍ଥଳରେ ଲିଙ୍ଗରାଜ ଥାନା…

ଦିନ ମଜୁରିଆଙ୍କ ଉପରେ ୧.୯୬ କୋଟି ଟଙ୍କାର ଟ୍ୟାକ୍ସ ଲଗାଇଲା ଜିଏସଟି ବିଭାଗ

ନୂଆଦିଲ୍ଲୀ: ଜଣେ ଦିନ ମଜୁରିଆଙ୍କ ଉପରେ ୧କୋଟି ୯୬ଲକ୍ଷ ଟଙ୍କାର ଟ୍ୟାକ୍ସ ଲଗାଇଛି ଜିଏସଟି ବିଭାଗ। ଯାହାର ରୋଜଗାର ମାସକୁ ମାତ୍ର ୧୬ ହଜାର ଟଙ୍କା ତାଙ୍କୁ ନିକଟକୁ ପୁଣି ଆସିଛି ପାଖାପାଖି ୨କୋଟିର ଇନକମ୍ ଟ୍ୟାକ୍ସ ନୋଟିସ୍। ଏହା କିପରି…

ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ: ୫ ଓ ୬ ରେ କାଉଣ୍ଟରରେ ଏବଂ ୨ ରେ ଅନଲାଇନରେ ଟିକେଟ ବିକ୍ରି

କଟକ : ଫେବ୍ରୁଆରୀ ୯ରେ ବାରବାଟୀରେ ହେବ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ ମ୍ୟାଚ୍ । ଆସନ୍ତା ଫେବୃୟାରୀ ମାସ ଦୁଇ ତାରିଖରୁ ଅନ୍ ଲାଇନ୍ ଟିକେଟ ବିକ୍ରି ଆରମ୍ଭ। ଅନଲାଇନ୍ ମୋଡ ରେ ବିକ୍ରି ହେବ ମୋଟ ୪ ହଜାର ଟିକେଟ।…

ଓଡ଼ିଶା ସୀମାରେ ହାଇ ଆଲର୍ଟ, ମାଓବାଦୀଙ୍କ ଉପରେ କଡ଼ା ନଜର ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ମାଓଦମନ ଲାଗି ରାଜ୍ୟ ପୋଲିସର ନିରନ୍ତର ପ୍ରୟାସ ଜାରି ରହିଛି। କିଛି ଦିନ ପୂର୍ବେ ଓଡିଶା ସୀମାନ୍ତ ଗରିଆବନ୍ଧରେ ଏନକାଉଣ୍ଟରରେ ୧୬ ମାଓବାଦୀ ନିହତ ହୋଇଥିଲେ। ଏହାପରେ ପରେ ଅନେକ ସ୍ଥାନରୁ ମାଓ ସାମଗ୍ରୀ ମଧ୍ୟ ଜବତ ହୋଇଛି।…

ଉତ୍ତରାଖଣ୍ଡରେ ଦୁଇ ଥର ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଉତ୍ତରାଖଣ୍ଡ ସୀମାନ୍ତ ଜିଲ୍ଲା ଉତ୍ତରକାଶୀରେ ଭୂମିକମ୍ପ ଝଟକା ଅନୁଭୂତ । ଶୁକ୍ରବାର ସକାଳ ପ୍ରାୟ ୭.୪୨ ମିନିଟରେ ହୋଇଥିବା ବେଳେ ୮.୨୧ ମିନିଟରେ ଦୁଇଟି ଭୂକମ୍ପ ଝଟକା ହୋଇଥିଲା। ଦ୍ୱିତୀୟ ଥର ଭୂମିକମ୍ପ ଯୋଗୁଁ ଲୋକମାନେ ଭୟଭୀତ ହୋଇ…

ରାଜ୍ୟରେ ଆବାସ ସର୍ଭେ ଆରମ୍ଭ, ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଘର : ମନ୍ତ୍ରୀ

ପିପିଲି : ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଆବାସ ଘର । କୌଣସି ବି ହିତାଧିକାରୀ ଏଥିରୁ ବଞ୍ଚିତ ହେବେ ନାହିଁ । ଆବାସ ପ୍ଲସ ମୋବାଇଲ୍ ଆପ୍ ଜରିଆରେ ସର୍ଭେ କରାଯିବ । ପିପିଲିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସର୍ଭେ…

ଛତିଶଗଡ଼ରେ ନିହତ ୧୬ ମାଓବାଦୀଙ୍କ ମଧ୍ୟରୁ ଜଣେ କଟକ ନିଆଳିର ଚିହ୍ନଟ

ଭୁବନେଶ୍ୱର: ଛତିଶଗଡ଼ରେ ନିହତ ୧୬ ମାଓବାଦୀଙ୍କ ମଧ୍ୟରୁ ମିଳିଲା ୧୨ ଜଣଙ୍କ ପରିଚୟ।ଏନ୍‌କାଉଣ୍ଟରରେ ନିହତ ମାଓବାଦୀଙ୍କ ମଧ୍ୟରୁ ଜଣେ ଓଡ଼ିଆ ଚିହ୍ନଟ ହୋଇଛନ୍ତି। ମୃତ ମାଓବାଦୀ ଜଣଙ୍କ କଟକ ନିଆଳିର ଆଲୋକ ଓରଫ୍‌ ମୁନ୍ନା ବୋଲି ଜଣାପଡିଛି। ଆଉ ୨ ଜଣ…

ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ ପରେ ଆରମ୍ଭ ହେବ ମେଟ୍ରୋ କାମ: ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ବର: ବିକଶିତ ଓଡ଼ିଶା-୨୦୩୬ ପରିକଳ୍ପନା ସତ କରିବାକୁ ଓଡ଼ିଶାକୁ ବାରମ୍ବାର ଗସ୍ତ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପଞ୍ଚମ ଥର ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସୁଛନ୍ତି। ଆଜି ଏଭଳି ଟିପ୍ପଣୀ ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର…

କାଲି ମୋହନ ସରକାରଙ୍କ ବଜେଟ୍‌ ଚର୍ଚ୍ଚା

ଭୁବନେଶ୍ବର: ଆଥିର୍କ ବର୍ଷ ୨୦୨୫-୨୬ ପାଇଁ ଆସନ୍ତା ଫେବ୍ରୁଆରି ୧୩ ତାରିଖ ଠାରୁ ଓଡ଼ିଶା ସରକାରଙ୍କର ବଜେଟ୍‌ ଅଧିବେଶନ ଆରମ୍ଭ ହେବ। ରାଜ୍ୟ ସରକାର ଫେବ୍ରୁଆରି ୧୭ ତାରିଖ ଦିନ ସାଧାରଣ ବଜେଟ୍‌ ଉପସ୍ଥାପନ କରିବେ। ବିକଶିତ ଓଡ଼ିଶାର ଶ୍ଲେଗାନ ଦେଉଥିବା…

୭୨ ଗ୍ରାମ୍‌ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଜଳେଶ୍ୱର : ବାଲେଶ୍ବର ଜିଲ୍ଲା ଜଳେଶ୍ୱର ଅବକାରୀ ସେଟ ଲାଇଟ୍ ୟୁନିଟ ପକ୍ଷରୁ ଆଜି କମର୍ଦ୍ଦା ଥାନା ଅଧିନସ୍ଥ ବାରମାଇଲ ପେଟ୍ରୋଲ ପମ୍ପ ନିକଟରେ ଚଢ଼ାଉ କରି ୭୨ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। ଏହି ମାମଲାରେ ଜଣକୁ ଗିରଫ କରାଯାଇଛି।…