January 2025

‘ସାମ୍ବାଦିକଙ୍କୁ ପ୍ରବେଶ ମନା’: ବ୍ଲକ ଅଫିସରେ ଲାଗିଲା ପୋଷ୍ଟର

ଗଞ୍ଜାମ: ସାମ୍ବାଦିକଙ୍କୁ ବ୍ଲକ ଅଫିସ୍ କାର୍ଯ୍ୟାଳୟ ପ୍ରବେଶ ମାନ। ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକ ଉନ୍ନୟନ ଅଧିକାରୀଙ୍କ ସ୍ୱାକ୍ଷରରେ ଲାଗିଛି ଏଭଳି ନୋଟିସ। ଆଉ ନୋଟିସରେ ବଡ଼ ବଡ଼ ଅକ୍ଷରରେ ଲେଖାଯାଇଛି, ‘ସାମ୍ବାଦିକଙ୍କୁ ପ୍ରବେଶ ମନା’। ଯାହାକୁ…

ତୁର୍କିଏ ହୋଟେଲରେ ଭୀଷଣ ନିଆଁ, ୬୬ ମୃତ

ଅଙ୍କାରା : ଉତ୍ତର-ପଶ୍ଚିମ ତୁର୍କିଏର ଏକ ସ୍କି ରିସୋର୍ଟରେ ଥିବା ଏକ ହୋଟେଲରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୬୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ବୋଲି ଅଧିକାରୀମାନେ ସୂଚନା…

ବିକଟାଳ ଶବ୍ଦ କରୁଥିବା ଗାଡି ଚାଳକଙ୍କ ଉପରେ ଆକ୍ସନ, ଫାଇନ ନୁହେଁ, ସିଧା କୋର୍ଟରୁ ହେବାକୁ ପଡ଼ିବ ବେଲ୍‌

ଭୁବନେଶ୍ୱର : ରୋଡ଼ ରୋମିଓଙ୍କ ଉପରେ ପୋଲିସର ଆକ୍ସନ। ଏଥର ଫାଇନ ନୁହେଁ, ସିଧା କୋର୍ଟରୁ ହେବାକୁ ପଡ଼ିବ ବେଲ । ମଡିଫାଏଡ଼ ସାଇଲେନ୍ସର ଗୁଡିକୁ ଖୋଲିଲା ପୋଲିସ । ସ୍ପୀଡ଼ ଡ୍ରାଇଭିଂ, ରଙ୍ଗ ଡ୍ରାଇଭ, ଟ୍ରିପଲ ରାଇଡିଂ, ପଲ୍ୟୁସନ, ହେଲମେଟ…

ବନ୍ଦ ହେବନି ଦଶମ ଓ ଦ୍ଵାଦଶ ପରୀକ୍ଷା

ଭୁବନେଶ୍ୱର: ବନ୍ଦ ହେବନି ଦଶମ, ଦ୍ଵାଦଶ ପରୀକ୍ଷା। ଦଶମ ଓ ଦ୍ଵାଦଶ ପରୀକ୍ଷା ପରୀକ୍ଷା ବନ୍ଦ ହେବନି ବୋଲି କହିଛନ୍ତି, ଏନସିଆରଟି ନିର୍ଦ୍ଦେଶକ। ଏହାକୁ ନେଇ ସେ କହିଛନ୍ତି, ନୂଆ ଜାତୀୟ ଶିକ୍ଷା ନୀତିରେ ଦଶମ ଓ ଦ୍ଵାଦଶ ପରୀକ୍ଷା ପାଇଁ…

ଶ୍ରୀମନ୍ଦିର ଚାରିପଟେ ପୋଷ୍ଟର ଲଗାଇଲା ପୁରୀ ପୋଲିସ୍, ମୋବାଇଲ୍‌ ଫୋନ୍ ବି ନିଷେଧ

ପୁରୀ : ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ପରେ ପୁରୀ ପୋଲିସ୍ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଶ୍ରୀମନ୍ଦିର ଚାରିପଟେ ପୋଷ୍ଟର ମାରିଛି ପୁରୀ ପୋଲିସ୍ । ଏପରିକି ମନ୍ଦିର ପରିସରରେ ମୋବାଇଲ ଫୋନ୍ ମଧ୍ୟ ନିଷେଧ କରାଯାଇଛି ।…

ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି ଉତ୍ତୋଳନ କରିବେ ଜାତୀୟ ପତାକା

ଭୁବନେଶ୍ବର: ଭାରତର ୭୬ତମ ସାଧାରଣତନ୍ତ୍ର ଦିବସ ପାଖଇେ ଆସୁଛି। ହାତରେ ଆଉ ୪ ଦିନ ସମୟ ଥିବାରୁ ଏହି ଗଣପର୍ବ ପାଇଁ ସରକାର ଓ ପ୍ରଶାସନ ପ୍ରସ୍ତୁତିକୁ ଜୋରଦାର କରିଦେଇଛନ୍ତି। ଜାତୀୟ ପର୍ବ ପାଇଁ ଦିଲ୍ଲୀରୁ ପଲ୍ଲୀ ଯାଏଁ ପ୍ରସ୍ତୁତି ଚାଲିଛି।…

ଡବ୍ଲ୍ୟୁଏଚଓ କୋଭିଡ୍-୧୯ ମହାମାରୀର ସଠିକ୍ ମୁକାବିଲା କରିପାରିଲା ନାହିଁ : ଟ୍ରମ୍ପ

ନୂଆଦିଲ୍ଲୀ: ଆମେରିକାର ନୂଆ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ବିଶ୍ୱର ପ୍ରମୁଖ ସ୍ୱାସ୍ଥ୍ୟ ସଂଗଠନ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ)ରୁ ସେ ନିଜ ଦେଶକୁ ଅଲଗା କରିଛନ୍ତି । ଶପଥ ଗ୍ରହଣ କରିବାର ପ୍ରାୟ ୮ ଘଣ୍ଟା…

ବାଂଲାଦେଶରୁ ଓଡ଼ିଶା ଆଣି ନାବାଳିକାଙ୍କୁ ଅନୈତିକ କାର୍ଯ୍ୟରେ ଲଗାଇବା ଘଟଣା, ଆଉ ଦୁଇ ଜଣ ଗିରଫ

କଟକ : ବାଂଲାଦେଶରୁ ଓଡ଼ିଶା ଆଣି ନାବାଳିକାଙ୍କୁ ଅନୈତିକ କାର୍ଯ୍ୟରେ ନିୟୋଜନ କରାଯିବା ଘଟଣାରେ ଆଉ ଦୁଇ ଜଣ କୁ ଗିରଫ କରିଛି କମିଶନରେଟ ପୋଲିସ । ଗୋପୀ ଓରଫ ରଜନୀକାନ୍ତ ବେହେରା ଓ ଡି ଶିବ କୁମାର ଦୋରାକୁ ଗିରଫ…

୪ ଦିନ ପରେ ବ୍ରଜ କିଶୋର ଦାସଙ୍କ ଘରୁ ବାହାରିଲା ଆଇଟି ଟିମ୍

ସମ୍ବଲପୁର: ଦୀର୍ଘ ୪ ଦିନ ପରେ ଶେଷରେ ବ୍ରଜ କିଶୋର ଦାସଙ୍କ ଘରୁ ବାହାରିଛି ଆଇଟି ଟିମ୍ । ଆୟକର ଫାଙ୍କି ଅଭିଯୋଗରେ ଚଢ଼ାଉ କରିଥିଲା ଆୟକର ଟିମ୍ । ତେବେ ରେଡ୍‌ ପରେ ବ୍ରଜ ଦାସ କିମ୍ବା ଆୟକର ବିଭାଗ…

ବିଶ୍ବ ସ୍ବାସ୍ଥ୍ୟ ସଂଗଠନରୁ ଆମେରିକା ବାହାର

ୱାଶିଂଟନ୍ : ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବା ପରେ ଡୋନାଲ୍ଡ ଟ୍ରମ୍ପ ଅନେକ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶରେ ଦସ୍ତଖତ କରିଛନ୍ତି। ତାଙ୍କ କାର୍ଯ୍ୟକାଳର ପ୍ରଥମ ଦିନରେ ଟ୍ରମ୍ପଙ୍କ ଦ୍ବାରା ଦସ୍ତଖତ ହୋଇଥିବା ନିର୍ଦ୍ଦେଶରେ ପ୍ୟାରିସ୍ ଜଳବାୟୁ ଚୁକ୍ତିରୁ ପ୍ରତ୍ୟାହାର,…