ଅର୍ଥନୈତିକ ସର୍ଭେ ରିପୋର୍ଟ: ୨୦୨୫-୨୬ରେ ୬.୩ରୁ ୬.୮% ରହିବ ଜିଡିପି
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ଆଗାମୀ ୨୦୨୫-୨୬ ଆର୍ଥିକ ବର୍ଷରେ ମୋଟ ଘରୋଇ ଉତ୍ପାଦ ବା ଡିଜିପି ୬.୩ ପ୍ରତିଶତରୁ ୬.୮ ପ୍ରତିଶତ ରହିବା ନେଇ ରିପୋର୍ଟରେ ଆକଳନ କରାଯାଇଛି। ଯାହା…