January 2025

ଦିଲ୍ଲୀ ବିଧାନସଭା ନିର୍ବାଚନ: ବିଜେପି ଘୋଷଣା କଲା ସଂକଳ୍ପ ପତ୍ର

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ବିଜେପି ତା’ର ନିର୍ବାଚନୀ ଇସ୍ତାହାର ବା ସଙ୍କଳ୍ପ ପତ୍ର ଘୋଷଣା କରିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଏହି ସଙ୍କଳ୍ପ ପତ୍ର ଜାରି କରିଛନ୍ତି। ଏଥିରେ ମହିଳାଙ୍କୁ…

ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ଯୋଜନା, ଅଧିକାରୀ ଓ କର୍ମଚାରୀ ଦାଖଲ କରିବେ ନିଜର ସମ୍ପତ୍ତି ତାଲିକା

ପୁରୀ : ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ କାର୍ଯ୍ୟାବଳୀ । ଡ୍ଯୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ । ପ୍ରତ୍ୟେକ ମାସ ତୃତୀୟ…

ଘନ କୁହୁଡ଼ି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଶୀତର ଲହରୀ ଜାରି ରହିଛି। ଘନ କୁହୁଡ଼ି ପାଇଁ ଆଜି ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତାକାଲି ପର୍ଯ୍ୟନ୍ତ ଘନକୁହୁଡ଼ି ଅନୁଭୂତ ହେବ। ୧୦ ଡିଗ୍ରୀ ତଳକୁ ଖସିପାରେ ରାତି ତାପମାତ୍ରା। କଳାହାଣ୍ଡି, କନ୍ଧମାଳ ଓ…

ସିମେଣ୍ଟ ପ୍ଲାଣ୍ଟରେ ଅଘଟଣ: କୋଲ୍‌ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଆଶଙ୍କା

ରାଜଗାଙ୍ଗପୁର: ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ଏକ ସିମେଣ୍ଟ ପ୍ଲାଣ୍ଟରେ କୋଲ୍‌ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା ପ୍ରକାଶ ପାଇଛି। ଷ୍ଟକ ରଖାଯାଉଥିବା କୋଇଲା ହପର୍ ଭୁଶୁଡ଼ି ପଡ଼ିବାରୁ କାର୍ଯ୍ୟରତ ଶ୍ରମିକମାନେ ଏହା ତଳେ ଚାପି ହୋଇ ରହିଯାଇଛନ୍ତି। ଏକାଧିକ…

ଶିମିଳିପାଳ ଜଗିବ ପୁଲିସ

ବାରିପଦା: ଶୁକ୍ରବାରଠାରୁ ଶିମିଳିପାଳ ଜଗିବେ ପୁଲିସ ଫୋର୍ସ। ପ୍ରାଥମିକ ପର୍ଯ୍ୟୟରେ ମୁତୟନ ହେବେ ଏକ ପ୍ଲାଟୁନ ପୁଲିସ ଫୋର୍ସ। ଜଏଣ୍ଟ ଟାସ୍କ ଫୋର୍ସ ସହ ମିଶି ପାଟ୍ରୋଲିଂ ଓ ଚଢ଼ାଉ କରିବେ ବୋଲି ମୟୂରଭଞ୍ଜ ଏସପି ସୂଚନା ଦେଇଛନ୍ତି। ପରବର୍ତ୍ତୀ ପର୍ଯ୍ୟାୟରେ…

ପୁଣି ପାଣ୍ଡିଆନ ସକ୍ରିୟ! ଶଙ୍ଖ ଭବନରେ ଚାଲିଛି ବଡ଼ ପ୍ଲାନ

ଭୁବନେଶ୍ୱର,୧୬।୧: ପୁଣି ସକ୍ରିୟ ହୋଇ ଉଠିଲେଣି କାର୍ତ୍ତିକ ପାଣ୍ଡିଆନ। ଏବେ ନବୀନ ନିବାସରେ ଚାଲୁନି ନବୀନ ଦରବାର। ଏବେ ପୁଣି ପାଣ୍ଡିଆନଙ୍କ ହୁକୁମ ଚାଲିଲାଣି। ବିଜେଡିର ସାଂଗଠନିକ କାର୍ଯ୍ୟ ସମ୍ପର୍କରେ ସେ ଏବେ ନେମାଙ୍କ ସହ ଆଲୋଚନା କରୁଛନ୍ତି। ତେବେ ଏସବୁ…

ଅସ୍ତ୍ରବିରତି ଆଲୋଚନା ମଧ୍ୟରେ ଗାଜା ଉପରେ ଇସ୍ରାଏଲର ପ୍ରଚଣ୍ଡ ଆକ୍ରମଣ

ତେଲ ଅଭିବ: ଅସ୍ତ୍ରବିରତି ଚୁକ୍ତି ପାଇଁ ଚାଲିଥିବା ଆଲୋଚନା ମଧ୍ୟରେ ବି ଇସ୍ରାଏଲର ପ୍ରଚଣ୍ଡ ଆକ୍ରମଣ ଜାରି ରହିଛି । ଗତ ଦୁଇଦିନରେ ଇସ୍ରାଏଲ ଆକ୍ରମଣରେ ଅତି କମରେ ୭୨ ଜଣଙ୍କ ମୃତ୍ୟୁ ଘଟିଛି ବୋଲି ଗାଜାର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଗୁରୁବାର…

୧୨ ମାଓବାଦୀ ନିପାତ

ସୁକମା : ଛତିଶଗଡରେ ସୁରକ୍ଷାବଳ ଏନକାଉଣ୍ଟରରେ ୧୨ ମାଓବାଦୀ ନିପାତ ହୋଇଛନ୍ତି । ମାଓ ଦମନ ନେଇ ବିଜାପୁର ଓ ସୁକମା ଜିଲାରେ ବଡ ଧରଣର ଏନକାଉଣ୍ଟର ହୋଇଛି । ସର୍ଚ୍ଚ ଅପରେସନ ସମୟରେ ମାଓବାଦୀଙ୍କ ତରଫରୁ ଆକ୍ରମଣ ହେବା ପରେ…

ସରୋଜ ମୋ ସ୍ବାମୀ, ତାଙ୍କ ଦେଖାଶୁଣା ପାଇଁ ଜାମିନ ଜରୁରୀ: ହଂସିତା

ଭୁବନେଶ୍ୱର: ମୋ ସ୍ୱାମୀ ସରୋଜ ସାହୁ। ତାଙ୍କ ଦେହ ଖରାପ ଅଛି। ମୁଁ ତାଙ୍କର ଦେଖାଶୁଣା କରିବି। ତେଣୁ ମତେ ଜାମିନ ମିଳୁ। ଏଭଳି ଲେଖି ଅନ୍ତରୀଣ ଜାମିନ ପାଇଁ ହଂସିତା ଅଭିଲିପ୍ସାଙ୍କ ଓକିଲଙ୍କ ପକ୍ଷରୁ ଆବେଦନ କରାଯାଇଛି। ଅତିରିକ୍ତ ଜିଲ୍ଲା…

ଷ୍ଟାର୍ଟଅପ୍ ଇଣ୍ଡିଆକୁ ୯ ବର୍ଷ, ନବସୃଜନକୁ ଜାରି ରହିବ ସରକାରଙ୍କ ସମର୍ଥନ – ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଦେଶର ଯୁବପିଢିର ବିକାଶ ନିମନ୍ତେ କେନ୍ଦ୍ର ସରକାର ଷ୍ଟାର୍ଟଅପ ଇଣ୍ଡିଆ ଭଳି ଅଭିଯାନ ମାଧ୍ୟମରେ ସମସ୍ତ ସହାୟତା ଜାରି ରଖିବେ। ଆଜି ଷ୍ଟାର୍ଟଅପ ଇଣ୍ଡିଆ ଅଭିଯାନକୁ ୯ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀ…