୫୦ବର୍ଷ ପୂର୍ବେ କୁମ୍ଭମେଳାକୁ ଆସିବା ପାଇଁ ଯୋଜନା କରିଥିଲେ ଷ୍ଟିଭ ଜବ୍ସ
ନୂଆଦିଲ୍ଲୀ: ପବିତ୍ର ମକର ସଂକ୍ରାନ୍ତି ଅବସରରେ ହଜାର ହଜାର ଶ୍ରଦ୍ଧାଳୁ ଗତମଙ୍ଗଳବାର ପ୍ରୟାଗରାଜର ମହାକୁମ୍ଭରେ ଗଙ୍ଗା, ଯମୁନା ଓ ସରସ୍ୱତୀ ନଦୀର ତ୍ରିବେଣୀ ସଙ୍ଗମରେ ପ୍ରଥମ ‘ଅମୃତ ସ୍ନାନ’ କରିଥିଲେ। ଏହି ଅମୃତ ସ୍ନାନ ବିଶ୍ୱାସୀମାନଙ୍କୁ ପାପରୁ ମୁକ୍ତ କରିଥାଏ ତଥା…
