ଗାନ୍ଧୀଙ୍କ ପୂଣ୍ୟତିଥିରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦୀ
ନୂଆଦିଲ୍ଲୀ: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପୁଣ୍ୟତିଥି ଅବସରରେ ମଙ୍ଗଳବାର ଦିନ ରାଜଘାଟରେ ପୁଷ୍ପ ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହା ସହ ମୋଦୀ ଏକ ଏକ୍ସ ପୋଷ୍ଟ୍ରେ ଲେଖିଛନ୍ତି, ‘‘ପୂଜ୍ୟ ବାପୁଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଞ୍ଜଳି। ତାଙ୍କ ଆଦର୍ଶ…