January 2025

ଆମେରିକା ଯିବେ ଜୟଶଙ୍କର; ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ହେବେ ସାମିଲ

ନୂଆଦିଲ୍ଲୀ: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଜାନୁଆରୀ ୨୦ରେ ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ। ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଜାନୁଆରୀ ୨୦ରେ ଶପଥ ନେବେ ଟ୍ରମ୍ପ। ଗତ ବର୍ଷ ନଭେମ୍ବର…

ମହାକୁମ୍ଭ ପାଇଁ ଓଡ଼ିଶାରୁ ଗଡ଼ିବ ୮ଟି ବସ୍ , ଭିଡିଓ କନ୍‌ଫରେନ୍ସିଂରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କୁମ୍ଭମେଳା ଉପଲକ୍ଷେ ଓଡ଼ିଶାରୁ ସ୍ବତନ୍ତ୍ର ବସ୍ ଚଳାଚଳର ଶୁଭାରମ୍ଭ ହୋଇଛି । ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି । ବ୍ରହ୍ମପୁରରୁ ଅଯୋଧ୍ୟା ତଥା ପ୍ରୟାଗରାଜକୁ ବସ୍‌ ଚଳାଚଳ ଆରମ୍ଭ ହେବ ।…

ଶୀତରେ ଥରୁଛି ଓଡିଶା : ୧୦ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ବର: ରାଜ୍ୟରେ ଥରାଉଛି ଜାଡ । ରାତି ତାପମାତ୍ରା କମୁଛି । କାଲୁଆ ଶୀତରେ ଥରୁଛି ଓଡିଶା । ଏଥିସହିତ ସକାଳୁ ସକାଳୁ କୁହୁଡିର ପରସ୍ତ ଜନଜୀବନଙ୍କୁ ଅସ୍ତବ୍ୟସ୍ତ କରି ରଖିଛି । ଆହୁରି ଦୁଇଦିନ ଏମିତି ଶୀତ ଥରାଇବା ନେଇ…

ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ

ବାଲେଶ୍ବର : ଜବରଦଖଲ ଉଚ୍ଛେଦ ପାଇଁ ବାଲେଶ୍ୱରରେ କର୍ଫ୍ୟୁ । ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ…

ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?

ଠକ ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତିଙ୍କ ଚିତାକଟା ନେଟୱାର୍କର ପଲିଟିକାଲ୍‌ ଲିଙ୍କ ଆସିବ କି? ଚର୍ଚ୍ଚାରେ ଥିବା ଦୁଇ ଦୁଇ ଜଣ ପୂର୍ବତନ ମନ୍ତ୍ରୀ ଓ ଜଣେ ବିଧାୟକଙ୍କ ମୁଖା ଖୋଲିବ କି ଭୁବନେଶ୍ୱର କମିସନରେଟ୍‌ ପୁଲିସ? ଫିଟିବ…

ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା

ମୁମ୍ବାଇ : ଲୋକସଭା ନିର୍ବାଚନ ଓ ବିଭିନ୍ନ ରାଜ୍ୟ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ‘ଇଣ୍ଡିଆ’ ମେଣ୍ଟର ଅବସ୍ଥା ଶୋଚନୀୟ। ଗୋଟିଏ ପଟେ ଦିଲ୍ଲୀ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ଏକପାଖିଆ କରି ମେଣ୍ଟର ସହଯୋଗୀମାନେ ଆମ୍ ଆଦମୀ ପାର୍ଟିକୁ ସମର୍ଥନ…

ରାଜ୍ୟର ପ୍ରଥମ ଜୁଡ଼ିସିଆଲ ଆରକାଇଭ୍ ଲୋକାର୍ପିତ, ୧୮୦୦ ମସିହାରୁ ଦସ୍ତାବିଜ ସଂରକ୍ଷିତ

କଟକ ୧୧।୧: ଉଦଘାଟିତ ହେଲା ରାଜ୍ୟର ପ୍ରଥମ ଜୁଡ଼ିସିଆଲ ଆରକାଇଭ । କଟକ ସ୍ଥିତ ଜୁଡ଼ିସିଆଲ ଏକାଡେମୀ ନିକଟରେ ଏହି ଆରକାଇଭ ନିର୍ମିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ…

ପ୍ରବାସୀ ଭାରତୀୟ ସମ୍ମିଳନୀ ଭାରତ ତଥା ଓଡ଼ିଶାରେ ନିବେଶ ପାଇଁ ପ୍ଲାଟଫର୍ମ ତିଆରି କରିଛି : କେ.ଭି. ସିଂହଦେଓ

ଭୁବନେଶ୍ବର ୧୧।୧: ପୂର୍ବ ବିଜେଡ଼ି ସରକାର ଓଡ଼ିଶାକୁ ନିବେଶ ଆଣିବା ପାଇଁ ଅନ୍ୟ ରାଜ୍ୟ ଓ ବିଦେଶକୁ ଯାଉଥିଲେ । କିନ୍ତୁ ଏବେ ବିଜେପି ସରକାର ସମୟରେ ନିବେଶକ ମାନେ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆସୁଛନ୍ତି ବୋଲି ଉପ ମୁଖ୍ୟମନ୍ତ୍ରୀ କନକ…

କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍‌ ଥିଲେ ଦୀପାଳି-ଆକାଶ?

ଭୁବନେଶ୍ବର : ଦୀପାଳି ଦାସ ଓ ତାଙ୍କ ଭାଇ ଆକାଶ ଦାସଙ୍କୁ କାଉଣ୍ଟର କରିଛି ବିଜେପି। ବାପା ନବ କିଶୋର ଦାସ ହତ୍ୟା ବେଳେ କାହିଁକି ଓ କାହା ପ୍ରରୋଚନାରେ ଦୀପାଳି ଓ ଆକାଶ ଚୁପ୍‌ ଥିଲେ,ତାହା ଆମେ ଦେଖିଛୁ ବୋଲି…

ଦିନେ ବଢିଲା ଏକାମ୍ର କାନନରେ ଆୟୋଜିତ ପୁଷ୍ପ ପ୍ରଦର୍ଶନୀ, ଲୋକଙ୍କ ଉତ୍ସାହକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଭୁବନେଶ୍ବର ୧୧।୧: ଗୋଟିଏ ଦିନ ବଢିଲା ପୁଷ୍ପ ପ୍ରଦର୍ଶନୀ । ଏକାମ୍ର କାନନରେ ଆୟୋଜିତ ବାର୍ଷିକ ପୁଷ୍ପ ପ୍ରଦର୍ଶନୀ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ଲୋକଙ୍କ ଉତ୍ସାହକୁ ଦୃଷ୍ଟିରେ ରଖି ଆଉ ଗୋଟିଏ ଦିନ ଅବଧି ବଢ଼ାଇଛନ୍ତି…