January 2025

ପ୍ରବାସୀ ଭାରତୀୟ ସମ୍ମେଳନୀର ବିଭିନ୍ନ ଷ୍ଟଲ ବୁଲିଲେ ମହାମହିମ

ଭୁବନେଶ୍ବର : ଜନତା ମଇଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀର ଆଜି ଶେଷ ଦିନ । ଉଦଯାପନୀ ଉତ୍ସବରେ ସାମିଲ ହେଲେ ହୋଇ ସମ୍ମିଳନୀକୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପୂର୍ବରୁ ପ୍ରବାସୀ ଭାରତୀୟ ସମ୍ମେଳନୀର ବିଭିନ୍ନ ଷ୍ଟଲ ବୁଲିଥିଲେ…

ବିକଶିତ ଭାରତ ନିର୍ମାଣରେ ପ୍ରବାସୀ ଭାରତୀୟଙ୍କ ସହଯୋଗ ଜରୁରୀ: ରାଷ୍ଟ୍ରପତି

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦୁଇଦିନିଆ ଓଡ଼ିଶା ଗସ୍ତ ଶେଷ କରିଛନ୍ତି। ଗତକାଲି ଠାରୁ ଆରମ୍ଭ ହୋଇଥିବା ଏହି ଗସ୍ତ ଶେଷ କରିବା ପରେ ସେ ଆଜି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ନୂଆଦିଲ୍ଲୀ ଫେରି ଯାଇଛନ୍ତି। ଏହା ପୂର୍ବରୁ…

ମୁଁ ଜଣେ ମଣିଷ, ଭଗବାନ ନୁହେଁ: ମୋଦୀ

ପୋଡକାଷ୍ଟରେ ଡେବ୍ୟୁ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜେରୋଧା ସହ ପ୍ରତିଷ୍ଠାତା ନିଖିଲ କମାତଙ୍କ People by WTF seriesରେ ପ୍ରଥମଥର ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଖିବାକୁ ମିଳିଛି। ୨ ଘଣ୍ଟାରୁ ଅଧିକ ସମୟ ଧରି ମୋଦି ପୋଡକାଷ୍ଟରେ ବସି ଅନେକ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫଶିଲେ ଏଆରଆଇ

ଖୋର୍ଦ୍ଧା: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡିଲେ ଏଆରଆଇ । ଖୋର୍ଦ୍ଧା ଜିଲ୍ଲା ସୋରଣ ରାଜସ୍ୱ ସର୍କଲର ଏଆରଆଇ କୈଳାସ ଚନ୍ଦ୍ର ବେହେରା ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ କାବୁ କଲା ଭିଜିଲାନ୍ସ । ବସୁନ୍ଧରା ଯୋଜନାରେ ଜାଗା…

ହଂସିକା ଓ ଅନୀଲଙ୍କ ୫୮ କୋଟି ଟଙ୍କାର ବେନାମୀ ସମ୍ପତ୍ତି ଠାବ

ଭୁବନେଶ୍ବର: ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ଉପରେ ଆୟକର ବିଭାଗର ଚତୁର୍ଥ ଦିନରେ ବି ଚଢ଼ାଉ ଜାରି.ରହିଛି। ଆୟକର ବିଭାଗ ଚଢ଼ାଉ କରିବା ସହ ପାଇଛି ୫୮ କୋଟି ଟଙ୍କାର ବେନାମୀ ସମ୍ପତ୍ତି, ଯେଉଁଥିରେ ୧୭ କୋଟି ଟଙ୍କାର…

ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଅଣ୍ଡରୱାର୍ଲ୍ଡ ଡନ୍ ଛୋଟା ରାଜନ

ତିହାର ଜେଲରେ ବନ୍ଦୀ ଜୀବନ କାଟୁଥିବା ଅଣ୍ଡରୱାର୍ଲ୍ଡ ଡନ୍‌ ଛୋଟା ରାଜନ ଶୁକ୍ରବାର ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛି। ରାଜନର ସାଇନସ ସମସ୍ୟା ରହିଛି। ଏହାର ଅପରେସନର ଆବଶ୍ୟକତା ଥିବା ଡାକ୍ତରୀ ଟିମ କହିଛନ୍ତି। ତେଣୁ ତାକୁ ଏମ୍ସରେ ଭର୍ତ୍ତି କରାଯାଇଥିବା…

ବିଶାଳ ଦାସଙ୍କ ସହ ସମସ୍ତ ଅଟକଙ୍କୁ ତୁରନ୍ତ ଛାଡ଼: ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ଛତିଶଗଡ଼ର ମହାସମୁଦ ଜିଲ୍ଲାର ସରେଇପାଲି ଥାନାରେ କିର୍ମିରା ବ୍ଲକର ସରପଞ୍ଚ ଓ ସମିତି ସଭ୍ୟମାନଙ୍କ ସହ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ଅଟକ ରଖାଯାଇଥିବା ଘଟଣା । ଏ ସମ୍ପର୍କରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏଙ୍କୁ…

ଆୟର୍ଲାଣ୍ଡକୁ ୬ ଓ୍ବିକେଟରେ ହରାଇଲା ଭାରତୀୟ ମହିଳା କ୍ରିକେଟ ଦଳ

ରାଜକୋଟ୍ : ରାଜକୋଟରେ ଅନୁଷ୍ଠିତ ଆଇସିସି ଚାମ୍ପିଅନସିପର ଏକ ମ୍ୟାଚରେ ଭାରତୀୟ ମହିଳା ଦଳ ଆୟର୍ଲାଣ୍ଡକୁ ୬ ୱିକେଟରେ ପରାସ୍ତ କରିଛି । ଆୟର୍ଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୨୩୯ ରନର ଟାର୍ଗେଟ ଦେଇଥିଲା। ଜବାବରେ ଭାରତ ୩୪.୩ ଓଭରରେ ମ୍ୟାଚ୍…

FAQ ମାନର ଧାନ ଆଣନ୍ତୁ, ବେଶୀ ଖରାପ ହୋଇଥିଲେ ନେଇ ହେବନି: ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଭୁବନେଶ୍ୱର : ମଣ୍ଡିରେ ଧାନ ସଂଗ୍ରହ ଠିକ ଠାକ୍ ଚାଲିଛି । କିଛି ସ୍ଥାନରେ ଅସୁବିଧା ସାମନାକୁ ଆସିଛି । ଯେକୌଣସି ଧାନ ଆଣିଲେ ୩୧୦୦ ଟଙ୍କା ଦେବେ ବୋଲି ଚାଷୀଙ୍କୁ ବିଭ୍ରାନ୍ତି କରାଯାଉଛି । FAQ ମାନର ଧାନ ଆଣିବାକୁ…

୧୨ ତାରିଖ ଯାଏଁ ଖୋଲା ରହିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ, ମାଗଣାରେ ବୁଲିପାରିବେ ସାଧାରଣ ଲୋକ

ଭୁବନେଶ୍ଵର: ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ ଜନତା ମଇଦାନରେ ଚାଲିଥିବା ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆସନ୍ତା କାଲି ଅର୍ଥାତ ଶନିବାର ସକାଳ ୧୦.୦୦ ଟାରୁ ୧୨ ତାରିଖ ସନ୍ଧ୍ୟା ଯାଏଁ ଏହି ପ୍ରଦର୍ଶନୀ ଖୋଲା ରହିବ। ଏହି ସମୟ ମଧ୍ୟରେ…