ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେଇ ମାର୍ଗଦର୍ଶନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜର ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପ୍ରବାସୀ ଭାରତୀୟ ଦିବସରେ ଆପଣଙ୍କ ଗାରିମାମୟ ଉପସ୍ଥିତି…
