୨ ବିଜେପି କର୍ମୀଙ୍କ ମୃତ୍ୟୁ ଘଟଣା; ଦୁର୍ଘଟଣା ନୁହେଁ ତାହା ସୁଚିନ୍ତିତ ହତ୍ୟାକାଣ୍ଡ- ଏସ୍ପି
ସମ୍ବଲପୁର : ଗତ ଶନିବାର ବିଳମ୍ବିତ ରାତିରେ ସମ୍ବଲପୁରରେ ଏକ ହାଇୱା ଧକ୍କାରେ ଦୁଇ ବିଜେପି କର୍ମୀଙ୍କ ମୃତ୍ୟୁ ହୋଇଥିଲା। ତେବେ ତାହା ଦୁର୍ଘଟଣା ନୁହେଁ, ସୁଚିନ୍ତିତ ହତ୍ୟାକାଣ୍ଡ ଥିଲା ବୋଲି ସ୍ପଷ୍ଟ କରିଛନ୍ତି ସମ୍ବଲପୁର ଏସପି। ହାଇୱା ଡ୍ରାଇଭର ଜାଣିଶୁଣି…