ଦୁର୍ଘଟଣାରେ ୨ ବିଜେପି କର୍ମୀ ମୃତ
କାର୍-ହାଇୱା ଧକ୍କାରେ ୨ ବିଜେପି କର୍ମୀଙ୍କ ମୃତ୍ୟୁ। ସମ୍ବଲପୁର-ବରଗଡ଼ ଜାତୀୟ ରାଜପଥ କଣ୍ଟାପାଲି ଓଭରବ୍ରିଜ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ବିଜେପି ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକଙ୍କ ସହ ଜଣେ ପୂର୍ବତନ ସରପଞ୍ଚ ମୁରଲୀଧର…